-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ

17-May-2026



 

ବିନିକା(ହିମାଂଶୁ ଶେଖର ପୁଟେଲ)ବରିଷ୍ଠ ନାଗରିକମାନଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ "ବରିଷ୍ଠ ନାଗରିକ ପରିଚୟ ପତ୍ର ବଣ୍ଟନ" ସ୍ଥାନୀୟ ବିନିକା ଥାନାରେ ଅନୁଷ୍ଟିତ ହୋଇଯାଇଛି ହୋଇଯାଇଛି । କାର୍ଯ୍ୟକ୍ରମରେ ବିନିକା ଥାନା ଅଧିକାରୀ ଅନିତା କିଡୋ ଉପସ୍ଥିତ ରହି ଅଞ୍ଚଳର ବରିଷ୍ଠ ନାଗରିକ ହୃଷୀକେଶ ଦଣ୍ଡସେନା,ଶିବ ପ୍ରସାଦ ମିଶ୍ର,ସତ୍ୟ ନାରାୟଣ ପଣ୍ଡା,ପ୍ରଦୀପ କୁମାର ମେହେର,ଶିବ ନାରାୟଣ ହୋତା,ଆର୍ତ୍ତତ୍ରାଣ ହୋତା,ଆଲରାଜା ରାଓ,ଅର୍ଲେରେ ଅମାଇ ପ୍ରମୁଖଙ୍କୁ ପରିଚୟ ପତ୍ର ପ୍ରଦାନ କରିଥିଲେ।ଏହି ଅବସରରେ ବହୁ ଭଦ୍ର ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଏହି ପରିଚୟ ପତ୍ର ବରିଷ୍ଠ ନାଗରିକମାନଙ୍କୁ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ପାଇବାରେ ଏବଂ ଜରୁରୀକାଳୀନ ପରିସ୍ଥିତିରେ ପୋଲିସର ସହାୟତା ପାଇବାରେ ସହାୟକ ହେବ ବୋଲି ଥାନାଧିକାରୀ ଶ୍ରୀମତୀ  କିଡୋ ସୂଚନା ଦେଇଥିଲେ । ପୋଲିସର ଏହି ପ୍ରୟାସକୁ ସ୍ଥାନୀୟ ଜନସାଧାରଣ ବେଶ୍ ପ୍ରଶଂସା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like