-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ରାଜ୍ୟ

ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ

17-May-2026



ଭୁବନେଶ୍ୱର (ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ସଂସ୍କୃତି ଭବନ ପ୍ରେକ୍ଷାଳୟରେ ଆଭିଷ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଭାପତିତ୍ୱ କରିଥିଲେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଦେବପ୍ରସାଦ ଦାଶ l କେନ୍ଦ୍ର ସାହିତ୍ୟ ଏକାଡେମୀ କୋଲକାତା କାର୍ଯ୍ୟାଳୟର ସହାୟକ ସମ୍ପାଦକ କ୍ଷେତ୍ରବାସୀ ନାଏକ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଓଡିଶା ସଂଗୀତ ନାଟକ ଏକାଡେମୀର ସଚିବ ଚନ୍ଦ୍ରଶେଖର ହୋତା l ଏଥିରେ ବିଶିଷ୍ଟ ଓଡିଶୀ ନୃତ୍ୟ ଗୁରୁ ମଞ୍ଜୁଶ୍ରୀ ପଣ୍ଡା ଏବଂ ସାଥି ଓଡ଼ିଆ କବିତାରେ ନବରସ ଶୀର୍ଷକ ନୃତ୍ୟ-ଅଭିନୟ ପରିବେଷଣ କରିଥିଲେ l କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ବିରଚିତ ବିନୟ ପତର ରେ ଥିବା ଶୃଙ୍ଗାର ରସ ଠାରୁ

ଆରମ୍ଭ କରି ଗଙ୍ଗାଧର ମେହେରଙ୍କ ମଙ୍ଗଳେ ଅଇଲା ଉଷା ରେ ଥିବା ଶାନ୍ତ ରସ ଆଦି  ନବରସକୁ ତରୁଣ ଶିଳ୍ପୀମାନେ ନିଖୁଣ ଭାବେ ପରିବେଷଣ କରିଥିଲେ l ଡକ୍ଟର ଗୌରହରି ଦାସ ଆଲେଖ୍ୟ ପ୍ରସ୍ତୁତ କରିଥିବାବେଳେ ମଞ୍ଜୁଶ୍ରୀ ପଣ୍ଡା ନୃତ୍ୟ

ନିର୍ଦେଶନା ଦେଇଥିଲେ l ସଂଗୀତ ସଜେଇଥିଲେ ଗୁରୁ ସୁକାନ୍ତ କୁମାର କୁଣ୍ଡୁ ଏବଂ ଧନେଶ୍ୱର ସ୍ୱାଇଁ l ନୃତ୍ୟଅଭିନୟ କରିଥିଲେ ପ୍ରଜ୍ଞା ପ୍ରିୟଦର୍ଶିନୀ, ସାଇ ସନ୍ତୋଷୀ, ଅଦିତି, ଜାହ୍ନବୀ, ଦେବାଂଶୀ, ପୁଷ୍ପାଞ୍ଜଳି ଏବଂ ଶୁଭ ପ୍ରିୟଦର୍ଶିନୀ l ଏହି ଅଭିନଵ କାର୍ଯ୍ୟକ୍ରମ ର ଶେଷରେ ଧନ୍ୟଵାଦ ଅର୍ପଣ କରିଥିଲେ ଓଡିଧା ସାହିତ୍ୟ ଏକାଡେମୀର ସହ ସଚିବ ସଂଜୟ କୁମାର ଛୁଆଲସିଂହ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like