-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ

17-May-2026



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ନାରାୟଣପ୍ରସାଦ ଗ୍ରାମପଞ୍ଚାୟତ ସିଲେଇମାଲ ଗ୍ରାମର ଶିକ୍ଷକ ପଙ୍କଜ ବାଘ ମାତା ସୁଷମା ବାଘ ଙ୍କ  ସୁପୁତ୍ର ଶିବାଶିସ ବାଘ  ଜବାହାର ନବୋଦୟ ବିଦ୍ୟାଳୟ ର ଦଶମ ପରୀକ୍ଷାରେ  ୬୦୦ରୁ ୫୪୬ ମାର୍କ ସହ ୯୧ପ୍ରତିଶତ ରଖି ଅଞ୍ଚଳ ରେ ଗଣ୍ଡା ସମାଜର ଟେକ ରଖିଛନ୍ତି  l ଏପରିକି ଗଣିତରେ ଶତ ପ୍ରତିଶତ ନମ୍ବର ରଖି ସାରା ଜିଲ୍ଲାରେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି । ତାଙ୍କର ଏହି ସଫଳତା ପାଇଁ ଡଃ.ଆମ୍ବେଦକର ସୋସିଆଲ ଟ୍ରଷ୍ଟ,କଣ୍ଟାମାଳ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି  l  ଟ୍ରଷ୍ଟ ସଭାପତି ସୁନିଲ ହରିପାଲ ସାଧାରଣ ସମ୍ପାଦକ ଲୁଭଧର ସୁନା ଙ୍କ ଦ୍ୱାରା ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ରାଜେନ୍ଦ୍ର ବାଘ,ଚମରୁ ବାଘ, ମୋନୀତ କୁମାର ଭୋଇନା,ରାମଚନ୍ଦ୍ର ନାଗ ଏବଂ ଗୁରୁଦେବ କୁମ୍ଭାର ପ୍ରମୁଖ ଯୋଗଦେଇ ଏ-ୱାନ ରେ ପାସ କରିଥିବା ମେଧାବୀ ଛାତ୍ର ଶିବାଶିଷଙ୍କୁ ପୁଷ୍ପଗୁଛ, ଉତ୍ତରୀୟ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ  l ଅନ୍ୟମାନଙ୍କ ମଧ୍ୟରେ ବିଭୂଶଙ୍କର ରାଜହଂସ,,ସୁଶାନ୍ତ ଛତ୍ରିଆ,ସମ୍ପଦ ବାଘ ପ୍ରମୁଖ ସହଯୋଗ କରିଥିଲେ  l     ଭବିଷ୍ୟତରେ ଡାକ୍ତର ହୋଇ ମାନବ ସମାଜର ସେବା କରିବା ମୋର ଲକ୍ଷ ଅଛି ବୋଲି ଶିବାଶିଷ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026

You Might Also Like