-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ

18-May-2026



ବଲାଙ୍ଗିର (ପ୍ରେରଣା ଖବର): ବଲାଙ୍ଗିର କୋଶଲ କଳା ମଣ୍ଡଳ ଠାରେ ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ଅନୁଷ୍ଠିତ ହେବ। ୨୧ ରୁ ୨୪ ତାରିଖ ଯାଏ ଏହି ଉତ୍ସବ ପାଳନ କରାଯିବ। ଆଜି ବଲାଙ୍ଗିର ସାମ୍ୱାଦିକ ଭବନ ଠାରେ ଆୟୋଜକ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏହି କଥା ଘୋଷଣା କରାଯାଇଛି। ଏହି ସମ୍ମିଳନୀରେ ସଭାପତି ଅନନ୍ତ ଦାଶ, ସମ୍ପାଦକ ବାସୁଦେବ ସା, ଚଳଚ୍ଚିତ୍ର ଅଭିନେତ୍ରୀ ବିଦୁସ୍ମିତା ଦାଶ ମନ୍ତ୍ରୀ, ରସରାଜ ଅଚ୍ୟୁତ ପୁରୋହିତ, କଣ୍ଠଶିଳ୍ପୀ ବ୍ୟାସଦେବ ପୁରୋହିତ, ସଂଗଠକ ଶତ୍ରୁଘନ ପାଣିଗ୍ରାହୀ, କବି ନିଗମାନନ୍ଦ ନାଥ, ନୃତ୍ୟଶିଳ୍ପୀ ସ୍ୱରୂପା ସିଂ, ଜିଲ୍ଲା କଳସଂସ୍କୃତି ସଂଘ ଉପସଭାପତି ସୁଦାମ ବିଶି, ସାମ୍ବାଦିକ କୁନା ବାଗ ମଞ୍ଚାସୀନ ଥିଲେ। ଦୁଲଦୁଲି କଲା ପରିଷଦର ୨୫ ବର୍ଷ ପୂର୍ତ୍ତୀ ଉପଲକ୍ଷେ ନବମ ଲୋକ କଳା ଉତ୍ସବ ଅନୁଷ୍ଠିତ ହେବ। ଏହି ଉତ୍ସବରେ ରାଜ୍ୟ ର ୧୫ଟି ତଥା ରାଜ୍ୟ ବାହାରର ୪ଟି ସାଂସ୍କୃତିକ ଦଳ ଯୋଗ ଦେବେ। ଉତ୍ସଵ ମାଧ୍ୟମରେ ଲୋକ କଳାକାର ମାନଙ୍କୁ ନିଜର କଳା ଦେଖାଇବାର ସୁଯୋଗ ଦେବା ସହ ପ୍ରୋତ୍ସାହନ ଦିଆୟିବ ବୋଳି ଦୁଲଦୁଲି କଲା ପରିଷଦ ର କର୍ମକର୍ତ୍ତା ସୂଚନା ଦେଇଛନ୍ତି। ତେବେ ୨୧ ତାରିଖ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କାର୍ଯ୍ୟକ୍ରମ ଥିବା ବେଳେ ୨୨ ରୁ ୨୪ ତାରିଖ ଯାଏ କୋଶଲ କଲା ମଣ୍ଡପ ମଞ୍ଚରେ ସାଂସ୍କୃତିକ ଦଳ ତାଙ୍କ କଳା ପ୍ରଦର୍ଶନ କରିବେ। ଏହି ଅବସରରେ ଲୋକକଳା ଉତ୍ସବର ଲୋଗୋ ମଧ୍ୟ ଉନ୍ମୋଚନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk