-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ରାଜ୍ୟ

ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି

18-May-2026



 ‘ଆର୍ଟ ଅଫ ଗିଭିଙ୍ଗ ଡେ’ ପାଳନ ଅବସରରେ ଗ୍ରାମାଞ୍ଚଳରେ ପ୍ରେମ, ସେବା ଓ ସାମାଜିକ ଏକତାର ବାର୍ତ୍ତା ହେଲା ପ୍ରଚାରିତ 

ବଲାଙ୍ଗିର /ପାଟଣାଗଡ(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ଖୁରସେଲ, ମନେଇପାଦ ମାଣ୍ଡୋମହୁଲ, କୁତୁର୍ଲା, ତୁଳସୀ ଡୁଙ୍ଗୁରି ସହିତ ପାଶ୍ୱର୍ତ୍ତୀ ଗ୍ରାମଗୁଡ଼ିକରେ ଆନ୍ତର୍ଜାତୀୟ “ଆର୍ଟ ଅଫ୍ ଗିଭିଂ ଡେ” ଉତ୍ସାହ,  ଓ ମାନବତାର ସନ୍ଦେଶ ସହ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ଗ୍ରାମବାସୀଙ୍କ ମଧ୍ୟରେ ପ୍ରେମ, ସେବା, କରୁଣା ଓ ଭ୍ରାତୃତ୍ୱର ସନ୍ଦେଶ ପ୍ରଚାର କରିଥିଲେ।
ଶ୍ରୀ ବିଶି କହିଥିଲେ ଯେ “ଆର୍ଟ ଅଫ୍ ଗିଭିଂ” କେବଳ ଏକ ଦିବସ ପାଳନ ନୁହେଁ, ବରଂ ଏହା ମାନବତା, ନିଷ୍କାମ ସେବା ଓ ସାମାଜିକ ଦାୟିତ୍ୱବୋଧର ଏକ ବିଶ୍ୱବ୍ୟାପୀ ଆନ୍ଦୋଳନ। ସେ

ସମାଜର ଅବହେଳିତ ଓ ଆବଶ୍ୟକତାମୂଳକ ବର୍ଗଙ୍କ ପ୍ରତି ସମ୍ବେଦନଶୀଳ ହୋଇ ସମୂହ ମନୋଭାବରେ ସହଯୋଗ କରିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ।
ଏହି ଅବସରରେ ସେ “ଆର୍ଟ ଅଫ୍ ଗିଭିଂ” ଆନ୍ଦୋଳନର  ପ୍ରତିଷ୍ଠାତା ଡ଼ଃ ଅଚ୍ୟୁତ ସାମନ୍ତଙ୍କ ପ୍ରତି କୃତଜ୍ଞତା ଜଣାଇ କହିଥିଲେ ଯେ ତାଙ୍କର ଏହି ମାନବତାମୂଳକ ଅଭିଯାନ ସାରା ବିଶ୍ୱରେ ପ୍ରେମ, ଶାନ୍ତି ଓ ସାର୍ବଜନୀନ ଭ୍ରାତୃତ୍ୱର ସନ୍ଦେଶ ପ୍ରସାର କରୁଛି। ଗ୍ରାମାଞ୍ଚଳରେ ଏହି ଆନ୍ଦୋଳନ ସମାଜକୁ

ସକାରାତ୍ମକ ଦିଗ ଦେଉଥିବା ସହ ଯୁବପିଢ଼ୀଙ୍କୁ ସେବା ଓ ମାନବତାର ମୂଲ୍ୟବୋଧ ସହ ଯୋଡ଼ୁଛି  ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ଗ୍ରାମବାସୀ, ଯୁବକ, ସାମାଜିକ କର୍ମୀ ଓ ବିଭିନ୍ନ ସମୁଦାୟର ଲୋକମାନେ ଆଗ୍ରହ ଏବଂ ଖୁବ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ସମଗ୍ର ଅଞ୍ଚଳରେ ସାମାଜିକ ଏକତା, ସହଯୋଗ ଓ ମାନବ ସେବାର ପରିବେଶ ପ୍ରକାଶ ପାଇଥିଲା।
ଆନ୍ତର୍ଜାତୀୟ ଆର୍ଟ ଅଫ୍ ଗିଭିଂ ଡେ ଅବସରରେ ବିଭିନ୍ନ ସ୍ଥାନରେ ଆବଶ୍ୟକତାମୂଳକ ଲୋକମାନଙ୍କୁ ଖେଳ ସାମଗ୍ରୀ, ପୋଷାକ ଓ ଅନ୍ୟାନ୍ୟ ଉପଯୋଗୀ ସାମଗ୍ରୀ ବଣ୍ଟନ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରେମ, ସେବା, ଶାନ୍ତି ଓ ସାମାଜିକ ସମରସତାର ସଶକ୍ତ ସନ୍ଦେଶ ପ୍ରସାରିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like