-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ସପ୍ତମ ଦିବସ*

18-May-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ୍ ଠାରେ ୧୪ ବର୍ଷ ରୁ କମ ବାଳକ  ଓ ବାଳିକା ଫୁଟବଲ ଟୁର୍ଣ୍ଣାମେଣ୍ଟ ମୁଖ୍ୟମନ୍ତ୍ରୀ ଟ୍ରଫି  ସପ୍ତମ ଦିବସ ର ଖେଳ ଅନୁଷ୍ଟିତ ହୋଇ ଥିଲା l ଫୁଟବଲ ଆସୋସିଏସନ ଅଫ ଓଡିଶା, କ୍ରୀଡା ଓ ଯୁବ ସେବା ବିଭାଗ ଓଡିଶା ସରକାର, ଜ଼ିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଓ ଡିଷ୍ଟ୍ରିକ୍ଟ  ଏଥେଲେଟିକ ଆସୋସିଏସନ ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ହୋଇଥିବା 

ଆଜି ଖେଳ ର ପ୍ରଥମ ମ୍ୟାଚ ଓ ଟୁର୍ଣ୍ଣl ମେଣ୍ଟ ର ୩୧  ନମ୍ବର ମ୍ୟାଚ ରେ ସୋନପୁର ରାମଧୁନ କ୍ଳବ C ବୀର ମହାରାଜ ପୁର ବ୍ଲକ ଦଳ କୁ ୫-୦ ଗୋଲ ରେ ହରାଇ ମ୍ୟାଚ ଵିଜୟୀ ହୋଇଛି l ୩୨ ନମ୍ବର ମ୍ୟାଚ୍ ରେ ରାମ ଧୂନ୍ କ୍ଲବ୍ ସୋନପୁର ଦଳ ଓ ସୋନପୁର ବ୍ଲକ ମଧ୍ୟରେ  ଅନୁଷ୍ଠିତ ହୋଇଥିବା ବେଳେ ଖେଳ ବରାବର ହୋଇଥିଲା l ୩୩ ନମ୍ବର ମ୍ୟାଚ୍ ରେ ବିନିକା ବ୍ଲକ୍ ଚର୍ଦେଇ ଦଳ ଓ ତରଭା ମା ମଙ୍ଗଳା ଦଳ ମଧ୍ୟରେ ଅନୁଷ୍ଟିତ ହୋଇ ଥିବା ବେଳେ ମ୍ୟାଚ ବରାବର ହୋଇଥିଲା l ୩୪ ନମ୍ବର ମ୍ୟାଚ୍ ରେ ରାମ ଧୂନ୍ କ୍ଲବ୍ B ଓ ଉଲୁଣ୍ଡା ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଈ ଉଲୁଣ୍ଡା ବ୍ଲକ ୧-୦ ରେ ଵିଜୟୀ ହୋଇଛି l  ୩୫ ନମ୍ବର ମ୍ୟାଚ୍ ଡୁଙ୍ଗୁରୀ ପାଲି ଓ ବିନିକା ବ୍ଲକ ମଧ୍ୟରେ ଅନୁଷ୍ଠିତ ହୋଇ ମ୍ୟାଚ ବରାବର ହୋଇଛି l ପ୍ରଶାନ୍ତ ସେଠୀ, ଶ୍ରବଣ ବିଶ୍ଵାଳ, ଅନିତା ମହାନନ୍ଦ, ଓ ରାଜେଶ ଥନାପତି  ଖେଳ ପରିଚାଳନା କରିଥିବା ବେଳେ ଭୁଲୁଲୁ ବକ୍ସି ମ୍ୟାଚ ଚୟନ କର୍ତ୍ତା ଭାବେ ଓ ଜୀତେନ୍ଦ୍ର ଥନା ପତି ମ୍ୟାଚ କମିସନର ଭାବେ ଆଜି ର ଖେଳରେ ଦାୟିତ୍ୱ ନିର୍ବାହ କରିଥିଲେ l ଆଜିର ଖେଳ ରେ ମୁଖ୍ୟ ଅତିଥି ଭାବେ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସତ୍ୟ ବ୍ରତ ସାହୁ ଓ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ସହଦେବ ମେହେର, ସରୋଜ ପ୍ରଧାନ, ନାରାୟଣ ପୁର ସରପଞ୍ଚ ପ୍ରମୋଦ ଧରୁଆ ଓ କ୍ରୀଡ଼ାବିଦ ତଥା ସମାଜସେବୀ ରଘୁନାଥ ସାହୁ ଯୋଗ ଦେଇ ଖେଳ ଉଦ୍ଘାଟନ କରିଥିଲେ l କ୍ରୀଡ଼ା ସଂଘ ବରିଷ୍ଠ ସଦସ୍ୟ ମନୋରଞ୍ଜନ ତ୍ରିପାଠି , ସଞ୍ଜୟ କୁମାର ସାହୁ, ଓ ଦିଗାମ୍ବର ଶତପଥି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ  l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ତତ୍ୱା ବଧାନ ରେ ସମସ୍ତ ଖେଳ ଅୟୋଜନ କରା ଯାଇଥିବା ବେଳେ ବିକାଶ ପଣ୍ଡା, ହୃଷି କେଶ୍ ପଣ୍ଡା , ସଂତୋଷ ପାଢ଼ୀ, ବୁବୁନ୍ ନାଏକ୍, ସଞ୍ଜୟ ପୁଟେଲ, ଶ୍ରୀକାନ୍ତ ନାଏକ୍, ରିପୁନ୍ ନାଏକ୍, ବାଲ ଗୋପାଳ ମିଶ୍ର, ଚାପ ତାଣ୍ଡିଆ, ଶିବ ଷlଣ୍ଢ, ଅନୀଲ ସାହୁ, ଅମିତ୍ ସାହୁ, ଚନ୍ଦନ ବେହେରା , କଲିମ୍ ମହମ୍ମଦ, ଜିଲୁ ସାହୁ, ରବି ନାରାୟଣ ଦେହୁରୀ, ସୁଭାସ ବିଶ୍ଵାଳ ପ୍ରମୁଖ କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk