-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଉତ୍କଳ ମହିଳା ବିକାଶ ପରିଷଦର ରୌପ୍ୟ ଜୟନ୍ତୀ ଉପଲକ୍ଷେ ମହିଳା ମାନଙ୍କୁ ନେଇ ହୁଳହୁଳି ପ୍ରତିଯୋଗିତା

18-May-2026



ବଲାଙ୍ଗୀର(ପ୍ରେରଣା ଖବର):  ଉତ୍କଳ ମହିଳା ବିକାଶ ପରିଷଦର ରୌପ୍ୟ ଜୟନ୍ତୀ ଉପଲକ୍ଷେ ଆଜି ମାଲପଡା ରାମସ୍ୱାମୀ ମନ୍ଦିରରେ କେବଳ ମହିଳା ମାନଙ୍କୁ ନେଇ ଏକ ହୁଳହୁଳି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସଭାପତି ସୁଶ୍ରୀ ସଂଯୁକ୍ତା ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମାଲପଡା ରାମସ୍ୱାମୀ ମହିଳା କମିଟିର ସଭାପତି ଶ୍ରୀମତୀ ପଦ୍ମିନୀ ଗୁରୁ ମୁଖ୍ୟ ଅତିଥିରେ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମ ନିରୀକ୍ଷଣ କରିବା ପାଇଁ ନିରୀକ୍ଷକ ଭାବରେ, ସୁଶ୍ରୀ ରାଜଶ୍ରୀ ତ୍ରିପାଠୀ, ଶ୍ରୀମତୀ ନିହାରିକା ମିଶ୍ର ଯୋଗ ଦେଇଥିଲେ । ସମସ୍ତ ଙ୍କ ସୁନ୍ଦର ଅଭିଭାଷଣରେ ସୁନ୍ଦର ଉପଦେଶ ଥିଲା, ଆମର ମହିଳା ମାନଙ୍କ ବଂଶନୁକ୍ରମିକ ପରମ୍ପରା ଏଵେ ବି ଜୀବିତ। ଏଥିରେ ୨୩ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ ପ୍ରଥମ ପୁରସ୍କାର ଚନ୍ଦନା ତ୍ରିପାଠୀ, ଗାଇସିଲେଟ ଦ୍ୱିତୀୟ ପୁରସ୍କାର ସୁଭଦ୍ରା ଷଢଙ୍ଗୀ, ଟିକ୍ରାପଡା ତୃତୀୟ ପୁରସ୍କାର ଶସ୍ମିତା ମେହେର, ଠିକାଦାରପଡା ପାଇଥିଲେ, ମୁଖ୍ୟ ଆକର୍ଷଣ ଥିଲା। ଏଥିରେ ୯ବର୍ଷ ଦୁଇଜଣ ବାଳିକା ଏକଂlଶୀ  ପଣ୍ଡା, ମାଲପଡା ପ୍ରଥମ ଓ ସ୍ଵାତିକା ମିଶ୍ର, ମାଲପଡା ଦ୍ୱିତୀୟ ସ୍ଥାନ ରଖି ପ୍ରଶଂସନୀୟ ହୋଇ ଥିଲେ। ଆସନ୍ତା ୨୭ତାରିଖରେ ରୌପ୍ୟ ଜୟନ୍ତୀ ଉତ୍ସବରେ ଟାଉନ ବାଳିକା ବିଦ୍ୟାଳୟରେ ତାଙ୍କୁ ପୁରସ୍କୃତ କରାଯିବ। ଆସନ୍ତା ୨୦ତାରିଖରେ କଲେଜ ଛକରେ ଥିବା କଲ୍ୟାଣ ମଣ୍ଡପରେ ମୁଜିକାଲ ଚେୟାର ଓ ଶଙ୍ଖ ବଜାଇବା ପ୍ରତିଯୋଗିତା ମହିଳା ମାନଙ୍କ ହେବ। ଏହି କାର୍ଯ୍ୟକ୍ରମକୁ ରଂଜିତା ମିଶ୍ର  ପରିଚାଳନା କରିଥିଲେ ଓ ଓକିଲ ସବିତା ମିଶ୍ର ଧନ୍ୟବାଦ ଅର୍ପଣ କରି ଥିଲେ। କାର୍ଯ୍ୟକ୍ରମକୁ ମାଧୁରୀ ପଣ୍ଡା, ସ୍ୱ୍ମରଣିକା ପଣ୍ଡା ପ୍ରଭାସିନୀ ପଣ୍ଡା, ଅର୍ନପୂର୍ଣ୍ଣା ପଣ୍ଡା ପ୍ରୋମଦିନୀ ପଣ୍ଡା, ସଂଯୁକ୍ତା ମିଶ୍ର ଆରତୀ ଗୁରୁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk