-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଆଭାସୀ ମାଧ୍ୟମରେ ଚାଲିବ ହାଇକୋର୍ଟ କାର୍ଯ୍ୟ

18-May-2026



କଟକ(ତପନ ମହାନ୍ତି) ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଏବଂ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ଅନୁସରଣ କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ନ୍ୟାୟାଳୟର କାର୍ଯ୍ୟପ୍ରଣାଳୀ ଓ କର୍ମଚାରୀଙ୍କ ରୋଷ୍ଟର ବ୍ୟବସ୍ଥା ସମ୍ବନ୍ଧରେ ନୂତନ ବ୍ୟବସ୍ଥା ଜାରି କରାଯାଇଛି। ଉଚ୍ଚ ନ୍ୟାୟାଳୟର ନୋଟିସ ଅନୁଯାୟୀ, ଆସନ୍ତା ୧୯ ଓ ୨୧ ମଇ୨୦୨୬ ତାରିଖରେ ସମସ୍ତ ବେଞ୍ଚ ଆଭାସୀ ମାଧ୍ୟମରେ କାର୍ଯ୍ୟ କରିବେ । ଏଥିସହ ଗ୍ରୀଷ୍ମ ଅବକାଶ ସମୟରେ କାର୍ଯ୍ୟରତ ସମସ୍ତ ଛୁଟିକାଳୀନ ବେଞ୍ଚ ଆଭାସୀ ମାଧ୍ୟମରେ କାର୍ଯ୍ୟ କରିବେ । ନ୍ୟାୟାଳୟ  ଓ ରେଜିଷ୍ଟ୍ରି ର କାର୍ଯ୍ୟ ନିରବଛିନ୍ନ ଭାବେ ଚାଲୁ ରଖିବା ପାଇଁ ସମସ୍ତ ସୁପରିଣ୍ଟେଣ୍ଡେଣ୍ଟ ମାନଙ୍କୁ ତାଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ ନିମନ୍ତେ ରୋଷ୍ଟର ତାଲିକା ପ୍ରସ୍ତୁତ କରିବାକୁ କୁହାଯାଇଛି।  ଏହି ବ୍ୟବସ୍ଥାରେ ସର୍ବନିମ୍ନ  ୫୦ ପ୍ରତିଶତ କର୍ମଚାରୀଙ୍କ ପ୍ରତ୍ୟକ୍ଷ ଉପସ୍ଥିତି ନ୍ୟାୟାଳୟରେ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଯେଉଁ କର୍ମଚାରୀମାନେ କାର୍ଯ୍ୟ ତାଲିକା ଅନୁଯାୟୀ ନ୍ୟାୟାଳୟରେ ଉପସ୍ଥିତ ରହିବେ ନାହିଁ, ସେମାନେ କାର୍ଯ୍ୟାଳୟ ସମୟ ମଧ୍ୟରେ ଟେଲିଫୋନ, ମୋବାଇଲ ଓ  ଇଲେକ୍ଟ୍ରୋନିକ୍  ମାଧ୍ୟମରେ ସର୍ବଦା ଉପଲବ୍ଧ ରହିବେ ।  ଆବଶ୍ୟକ ପଡ଼ିଲେ ସେମାନଙ୍କୁ ତୁରନ୍ତ କାର୍ଯ୍ୟାଳୟରେ ଉପସ୍ଥିତ ହେବାକୁ ପଡ଼ିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।
କୌଣସି ବିଭାଗରେ କାର୍ଯ୍ୟଶୈଳୀ ପ୍ରଭାବିତ ହେଉଥିଲେ  ସମ୍ପୃକ୍ତ ସୁପେରିଟେଣ୍ଡେଣ୍ଟ ସଂଶୋଧିତ କାର୍ଯ୍ୟ ତାଲିକା ରେଜିଷ୍ଟାର ଙ୍କ ନିକଟରେ ଦାଖଲ କରିପାରିବେ ।   ସମସ୍ତ  ସମ୍ପୃକ୍ତ  ଅଧିକାରୀ ମାନେ  ବିଳମ୍ବ ନ କରି ସମୟସୀମା  ମଧ୍ୟରେ ସମ୍ପୃକ୍ତ ବିଭାଗ/ଶାଖା କୁ ନ୍ୟସ୍ତ କରାଯାଇଥିବା ସରକାରୀ କାର୍ଯ୍ୟ ଶେଷ କରିବା  ନିଶ୍ଚିତ କରିବେ। ଏହା ସହିତ, ସମ୍ଭବ ଥିଲେ ସମସ୍ତ ବୈଠକ ଆଭାସୀ ମାଧ୍ୟମରେ ଆୟୋଜନ କରିବାକୁ କୁହାଯାଇଛି। କେବଳ ଜରୁରୀକାଳୀନ ପରିସ୍ଥିତିରେ ପ୍ରତ୍ୟକ୍ଷ ବୈଠକ ଆୟୋଜିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk