-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ମୁଁ ସମାଜ ପାଇଁ କଣ କରିପାରିବି -  ଏ ଚେତନା ସମାଜରେ ପରିବର୍ତନ ଆଣିବ ♦️ଜିଲ୍ଲା ଭୁଲିଆ ସମାଜ ବାର୍ଷିକ ସମାବେଶ 

19-May-2026



ନୂଆପଡା/ସିନାପାଲି(ପରମେଶ୍ୱର ମେହେର) - ନୂଆପଡ଼ା ଜିଲ୍ଲା ମେହେର(ଭୁଲିଆ) ସମାଜର ୪୪ତମ ଜିଲ୍ଲା ସ୍ତରୀୟ ବାର୍ଷିକ ସମାବେଶ ବରଗାଁ ଠାରେ ଅନୁଷ୍ଠିତ ହୋଇଛି l ବରଗାଁ ଗ୍ରାମ୍ଯ କମିଟି ଆନୁକୂଲ୍ଯରେ ଜିଲ୍ଲାର ବିଭିନ୍ନ ଗ୍ରାମ୍ଯ ସମାଜର କର୍ମକର୍ତ୍ତା ଓ ସଦସ୍ଯଙ୍କୁ ନେଇ ଆୟୋଜିତ ଏହି ସମାବେଶରେ ନୂଆପଡ଼ା ଜିଲ୍ଲା ସଭାପତି ବୈଶମ୍ପାୟନ ମେହେର ଅଧ୍ଯକ୍ଷତା କରିଥିଲେ l ପ୍ରାରମ୍ଭରେ ପ୍ରଭୁ ଜଗନ୍ନାଥ ଓ କବି ଗଙ୍ଗାଧରଙ୍କ ଫଟୋଚିତ୍ରରେ ମାଲ୍ଯାର୍ପଣ କରି ସମାବେଶର ଉଦଘାଟନ ପରେ ସ୍ଥାନୀୟ ମହିଳା ମଣ୍ଡଳ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ା କାର୍ଯ୍ଯକ୍ରମରେ ସମାଜ ଉପଦେଷ୍ଟା ରାହାସ ବିହାରୀ ମେହେର, ରାଜ୍ଯ ସଂପାଦକ ନବୀନଚଂଦ୍ର ମେହେର, ରାଜ୍ଯ ଯୁବା ଉପଦେଷ୍ଟା ବୈଷ୍ଣବ ମେହେର, ଜିଲ୍ଲା ଉପସଭାପତି ତ୍ରିଲୋଚନ ମେହେର, ରତ୍ନାକର ମେହେର, ସଚ୍ଚିଦାନନ୍ଦ ମେହେର, ଜିଲ୍ଲା ସାଧାରଣ ସଂପାଦକ ସୁରେଶ୍ୱର ମେହେର, ସଂପାଦକ ରୂପେଶ ଚଂଦ୍ର ମେହେର, ଝର ମେହେର, ରାମେଶ୍ୱର ମେହେର, ଜିଲ୍ଲା ଯୁବ ସଂଯୋଜକ ହିରାଧର ମେହେର, ଜିଲ୍ଳା ଯୁବ ସମ୍ପାଦକ ଗୁପ୍ତେଶ୍ୱର ମେହେର, ବରଗାଁ ସଭାପତି ଜଗବନ୍ଧୁ ମେହେର, ସମ୍ପାଦକ ଜୟାନନ୍ଦ ମେହେର ପ୍ରମୁଖ ମଂଚାସିନ ଥିଲେ l ପ୍ରତିଟି ବ୍ଯକ୍ତି ସମାଜ ପ୍ରତି ଥିବା ଦାୟିତ୍ୱକୁ ହୃଦୟଙ୍ଗମ କରିଵା ଆବଶ୍ୟକ l ଏଥିସହ ମୁଁ ସମାଜ ପାଇଁ କଣ କରିପାରିବିର ଚେତନାଟିଏ ନିଜ ଭିତରେ ଜାଗ୍ରତ କରିପାରିଲେ ସମାଜରେ ପରିବର୍ତନ ଆସିଵା ସହ ନିଶ୍ଚିତ ବିକାଶ ହେବ ବୋଲି ସଭାରେ ମତ ପ୍ରକାଶ ପାଇଥିଲା ା ପ୍ରଣୟ କିଶୋର ମେହେର ଅତିଥିଙ୍କୁ ମଂଚକୁ ସ୍ୱାଗତ କରିଥିବା ବେଳେ ଜଗବନ୍ଧୁ ମେହେର ସ୍ୱାଗତ ବକ୍ତବ୍ଯ ଦେଇଥିଲେ ା ଏହି ଅବସରରେ ସମାଜସେବୀ ସ୍ବର୍ଗତ ଲଳିତ ମେହେର ଙ୍କ ସହ ସମାଜସେବୀ ଯୋଗେଶ୍ୱର ମେହେର, ଶିକ୍ଷକ ହୃଦାନନ୍ଦ ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ସେହିଭଳି ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ଭର ରଖିଥିବା ଅସିତ କୁମାର ମେହେର, ଝରଣା ମେହେର, ପୁନମ ମେହେର ଓ ପିୟୂଷ ମେହେରଙ୍କୁ ସମ୍ମାନିତ କରାଯାଇଥିଲା ା  ମାନପତ୍ର ଗୁଡ଼ିକୁ ପ୍ରଦୀପ ମେହେର, ପୀତବାସ ମେହେର, ବିଭୁତି ମେହେର, ସଞ୍ଜୁକ୍ତା ମେହେର, ଗୁପ୍ତେଶ୍ୱର ମେହେର, କୁଳଦୀପ ମେହେର, କ୍ଷିତି କୁମାର ମେହେର ପଠନ କରିଥିଲେ ା ସମାଜର ବିଭିନ୍ନ ସଂସ୍କାରମୂଳକ ଆଲୋଚନାରେ ବିଭିନ୍ନ ଗ୍ରାମ୍ଯ କମିଟିର କର୍ମକର୍ତ୍ତା ଅଂଶ ଗ୍ରହଣ କରି ନିଜ ମତ ରଖିଥିଲେ ା ଆଜିର ବୈଠକରେ ବ୍ୟକ୍ତିଗତ କାରଣରୁ ବୈଶାମ୍ପାୟନ ମେହେର ନିଜ ଦାୟିତ୍ୱରୁ ଅବ୍ୟାହତି ନେଇଥିବା ବେଳେ ଆଗାମୀ ନିର୍ବାଚନୀ ସଭା ଯାଏଁ ରତ୍ନାକର ମେହେରଙ୍କୁ ଅସ୍ଥାୟୀ ଜିଲ୍ଳା ସଭାପତି ଭାବେ ସମାଜ ତରଫରୁ ମନୋନୀତ କରାଯାଇଥିଲା  l ସଭା ପୂର୍ବରୁ ଏକ ବିରାଟ ଶୋଭାଯାତ୍ରା ମାଧ୍ୟମରେ ଗାଁ ପରିକ୍ରମା ଆକର୍ଷଣୀୟ ଥିଲା l ସମାବେଶର ସଫଳ ଆୟୋଜନରେ ବରଗାଁ ଗ୍ରାମ୍ଯ କମିଟିର ସମସ୍ତ ସଦସ୍ଯଙ୍କ ସମେତ ଗ୍ରାମ୍ୟ ଯୁଵାମଞ୍ଚ, ମହିଳା ମଣ୍ଡଳ, ଗ୍ରାମବାସୀ ସହଯୋଗ କରିଥିଲେ ା ଶେଷରେ ସଚ୍ଚିଦାନନ୍ଦ ମେହେର ଧନ୍ଯବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk