-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ନିଳାଞ୍ଚଳ ଦରୁଆନଙ୍କୁ ମରଣାନ୍ତକ ଆକ୍ରମଣ : ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

19-May-2026



 ମୁଖ୍ଯ ଅଭିଯୁକ୍ତ ଓ ଅନ୍ଯ ଅଭିଯୁକ୍ତ ମାନଙ୍କୁ ଧରିବାରେ ପୋଲିସ ର ତନାଘନା

ବରଗଡ(ପ୍ରେରଣା ଖବର): ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀର ସୋସିଆଲ ମିଡିଆର ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ମେ ୬ ତାରିଖ ମଧ୍ଯ ରାତ୍ରରେ କିଛି ଦୁର୍ବୃତ୍ତ ତାଙ୍କ ଘରକୁ ଆସି ତାଙ୍କୁ ଘର ଭିତରୁ ଯୋର ଜବରଦସ୍ତ ଉଠାଇ ଆଣି ଏକ ସ୍କୋପିଓ ଗାଡିରେ ସିଧା ବଲାଙ୍ଗୀର ଜିଲ୍ଲା ନଆଁଗା ଜଙ୍ଗଲ କୁ ନେଇ ବନ୍ଧୁରେ ଭୟଭୀତ କରିବା ସହ ଲାଠି ଓ ବାଡିରେ ପ୍ରବଳ ମାଡ଼ ମାରି ଜଙ୍ଗଲ ଭିତରେ ଛାଡି ଦେଇଥିଲେ ଓ ଭବିଷ୍ୟତରେ ବିଜେଡି ବିରୋଧ ରେ ଲେଖିଲେ ଜୀବନରେ ମାରିଦେବାର ଧମକ ଦେଇ ଚାଲିଯାଇଥିଲେ । କିଛି ଲୋକ ସକାଳେ ନିଳାଞ୍ଚଳ କୁ ଉଦ୍ଧାର କରି ତାଙ୍କ ଘରେ ଆଣି ଛାଡିଥିଲେ । ଶ୍ରୀ ନିଳାଞ୍ଚଳ ନିଜ ଗ୍ରାମ ସାରଙ୍ଗପୁର ର ବିଜେପି

କାର୍ଯ୍ଯକର୍ତ୍ତାଙ୍କ ସହ ମିଶି ମେଲଛାମୁଣ୍ତା ଥାନାରେ ମେ ୭ ତାରିଖ ଦିନ ଲିଖିତ ଅଭିଯୋଗ କରିଥିଲେ । ରିପୋର୍ଟ ପାଇବା ପରେ ବରଗଡ ଏସପି ଙ୍କ ନିର୍ଦ୍ଦେଶ କ୍ରମେ ପଦ୍ମପୁର ଏସଡିପିଓ ଶ୍ରୀ ପାଣ୍ଡବ ଶବର ଘଟଣାର ତନାଘନା ତଦନ୍ତ କରି ଏହି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତ ବରଗଡ ବିଶିପଡାର ଶ୍ରୀ ଆଜାଦ୍ ସାଦରିଆ ଓ ବରପାଲି ମିର୍ଦ୍ଧାପାଲି ର ସୁବାଷ ମିର୍ଦ୍ଧା ଙ୍କୁ ଗିରଫ କରି ଭାରତୀୟ ନ୍ଯାୟ ସଂହିତାର ଧାରା ୨୯୪, ୩୫ (୨) ୭୪,୪୦(୪),୧୧୫(୨),୩(୫) ଅନୁଯାୟୀ ସୋହେଲା କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ବର୍ତ୍ତମାନ ସେମାନେ ସୋହେଲା ଜେଲରେ ଅଛନ୍ତି। ମୁଖ୍ଯ ଅଭିଯୁକ୍ତ ଓ ଅନ୍ଯ ଅଭିଯୁକ୍ତ ମାନେ ଫେରାର ଥିବା ପୋଲିସ ସୂଚନା ଦେବା ସହ ତୁରନ୍ତ ବ୍ଯବହୃତ ସ୍କୋପିଓ ଗାଡି ସହ ସମସ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରାଯିବ ବୋଲି ପୋଲିସ ସୂଚନା ଦେଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟ ଏ ଘଟଣା ତଦାରଖ କରୁଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like