-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜନଭାଗୀଦାରୀ ଅଭିଯାନରେ ବିଭିନ୍ନ ଅଞ୍ଚଳରେ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

19-May-2026



କଟକ(ତପନ ମହାନ୍ତି): ଜନ ଜାତୀୟ ଗରିମା ଉତ୍ସବ  ଅବସରରେ ଦେଶବ୍ୟାପୀ ଚାଲିଥିବା ଜନ ଭାଗୀଦାରୀ – ସବସେ ଦୂର ସବସେ ପେହଲେ ବା ସବୁଠାରୁ ଦୂରରେ ସର୍ବପ୍ରଥମେ ଅଭିଯାନ ଅନ୍ତର୍ଗତ ଆଜି କଟକ ଜିଲ୍ଲାର ଆଠଗଡ଼, ବାରଙ୍ଗ ଓ ବଡମ୍ବା ବ୍ଲକର ବିଭିନ୍ନ ଗ୍ରାମରେ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ନିକଟସ୍ଥ ଡାକ୍ତରଖାନାର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନେ ଶିବିରରେ ଉପସ୍ଥିତ ରହି ଗ୍ରାମବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ବିଭିନ୍ନ ରୋଗର ଚିହ୍ନଟ କରି ଆବଶ୍ୟକ ଚିକିତ୍ସା ପରାମର୍ଶ ଦେଇଥିଲେ । ଏହା ସହ ରୋଗୀମାନଙ୍କୁ ବିନା ମୂଲ୍ୟରେ ଔଷଧ ବଣ୍ଟନ କରାଯାଇଥିଲା ।  ସ୍ୱାସ୍ଥ୍ୟ ଶିବିରକୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ସମ୍ପୃକ୍ତ ବ୍ଲକର ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ତ ସହଯୋଗ କରିଥିଲେ । ଦୁର୍ଗମ ଅଞ୍ଚଳର ଲୋକମାନଙ୍କ ନିକଟରେ ସ୍ୱାସ୍ଥ୍ୟ ସେବା

ପହଞ୍ଚାଇବା ଓ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ । ସ୍ଥାନୀୟ ଲୋକମାନେ ଏହି ସ୍ୱାସ୍ଥ୍ୟ ଶିବିରରୁ ଉପକୃତ ହୋଇଥିବା ସାଧାରଣରେ ମତ ପ୍ରକାଶ ପାଇଛି । ଏଠାରେ ସୂଚନାଯୋଗ୍ୟ, ଏହି ଅଭିଯାନ ଅଧୀନରେ କଟକ ଜିଲ୍ଲାରେ ଚିହ୍ନିତ ୨୧ଟି  ଜନଜାତି ବହୁଳ ଗ୍ରାମରେ ୧୮.୦୫.୨୦୨୬ ରିଖ  ଠାରୁ ୨୫.୦୫.୨୦୨୬ ରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like