-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ

19-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଗତ ୧୨ ତାରିଖ ରୁ ଆରମ୍ଭ ହୋଇ ଥିବା ସୁବର୍ଣ୍ଣପୁର ଗାନ୍ଧୀ ଷ୍ଟାଡିୟମ୍ ଠାରେ ୧୪ ବର୍ଷ ରୁ କମ ବାଳକ  ଓ ବାଳିକା ଫୁଟବଲ ଟୁର୍ଣ୍ଣାମେଣ୍ଟ ମୁଖ୍ୟମନ୍ତ୍ରୀ ଟ୍ରଫି  ଆଜି ମହା ସମାରୋହ ରେ ଉଦଯାପିତ ହୋଇ ଯାଇଛି l ବାଳକ ଵିଭାଗ ଫାଇନାଲ ମ୍ୟାଚ ରେ ରାମ ଧୂନ୍ କ୍ଲବ୍  ମଝିପଡ଼ା ସୋନପୁର ଦଳ କୁ ଟ୍ରାଇ ବ୍ରେକର ରେ ୭-୬  ଗୋଲ ରେ ହରାଇ ସୋନପୁର ବ୍ଲକ ଦଳ ମୁଖ୍ୟ ମନ୍ତ୍ରୀ ଚମ୍ପିୟାନ ଟ୍ରଫି ହାସଲ କରିଛନ୍ତି l ସେହିପରି ବାଳିକା ବିଭାଗ ରେ ରାମ ଧୂନ୍ କ୍ଲବ୍ ସୋନପୁର C ଦଳ କୁ ୩-୦ ଗୋଲ ରେ ହରାଇ ରାମ ଧୂନ୍ କ୍ଲବ୍ ସୋନପୁର ମଝିପଡା ବାଳିକା ଦଳ ମୁଖ୍ୟ ମନ୍ତ୍ରୀ ଚମ୍ପିୟାନ ଟ୍ରଫି ହାସଲ କରିଛନ୍ତି  l ଫୁଟବଲ ଆସୋସିଏସନ ଅଫ ଓଡିଶା, କ୍ରୀଡା ଓ ଯୁବ ସେବା ବିଭାଗ ଓଡିଶା ସରକାର, ଜ଼ିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଓ ଡିଷ୍ଟ୍ରିକ୍ଟ  ଏଥେଲେଟିକ ଆସୋସିଏସନ ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ହୋଇଥିବା 
ଆଜି ର ଏହି ଫାଇନାଲ ଖେଳ କୁ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ, ସମ୍ମାନିତ ଅତିଥି ଭାବରେ ଏଡିଏମ ରାଜେନ୍ଦ୍ର ମାଝୀ, ଏ ଡି ଏମ୍ ଅଞ୍ଜଳିନା ପ୍ରଧାନ ପୌର ପରିଷଦ ଅଧ୍ଯକ୍ଷା ତାମସୀ ତାମସ୍ମିତା ନାଏକ୍ ଖେଳ କୁ ଉଦ୍ଘାଟନ କରିଥିଲେ ଓ ଉଭୟ ବିଭାଗ ର  ଉପ ବିଜେତା ବିଜେତା ଉଭୟ ଦଳ କୁ ପୁରଷ୍କୃତ କରିଥିଲେ l ନିମନ୍ତ୍ରିତ  ଅତିଥି ଭାବରେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ୱାଇଁ, ବିଶିଷ୍ଟ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଗୋବିନ୍ଦ ମହାରଣା, ମହାନଦୀ ଧାରା ନିର୍ଦ୍ଦେଶକ ପ୍ଲାବନ ମହାପାତ୍ର, ବିଶିଷ୍ଟ ବ୍ୟବସାୟୀ ନିଶାନ୍ତ ମହାନ୍ତି,ବରିଷ୍ଠ ବିଜେପି ନେତା ପ୍ରମୋଦ ମହାପାତ୍ର, କାଉନସିଲର ଗଙ୍ଗା ତରିଆ, କ୍ରୀଡ଼ା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ, ସହ ସଂପାଦକ ତଥା ଆଇନ ଜୀବୀ ନନ୍ଦ କିଶୋର ତ୍ରିପାଠୀ, ଭେଟେରାନ୍ ଫୁଟବଲର ନରସିଂହ ରାଓ, ରାମ କୁମାର ସାହୁ, କଂଗ୍ରେସ ନେତା ସୁଧୀର ପଣ୍ଡା ପ୍ରମୁଖ ଯୋଗ ଦେଇ ଖେଳାଳି ଓ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l  ପ୍ରଶାନ୍ତ ସେଠୀ, ଶ୍ରବଣ ବିଶ୍ଵାଳ, ଅନିତା ମହାନନ୍ଦ, ଓ ରାଜେଶ ଥନାପତି  , ବଦ୍ରୀ ପ୍ରସାଦ ହୋତା, ନରେଶ ମାଝୀ, ଅମିତ ସାହୁ, ଅନିଲ ଭୋଇ, ଖେଳ ପରିଚାଳନା କରିଥିବା ବେଳେ ଭୁଲୁଲୁ ବକ୍ସି ମ୍ୟାଚ ଚୟନ କର୍ତ୍ତା ଭାବେ ଓ ଜୀତେନ୍ଦ୍ର ଥନା ପତି ମ୍ୟାଚ କମିସନର ଭାବେ ଏହି ଖେଳରେ ଦାୟିତ୍ୱ ନିର୍ବାହ କରିଥିଲେ l ସମସ୍ତ ଅତିଥି ଙ୍କୁ କ୍ରୀଡ଼ା ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା l ମହିଳା ଫୁଟ୍ ବଲ ଦଳ ର କୋଚ୍ ସନ୍ଧ୍ୟା ରାଣୀ ଖେତି ଙ୍କ ସମେତ ଏ ସମସ୍ତ ପି ଇ ଟି ଙ୍କୁ ଆଜିର ଉତ୍ସବ ରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ବେଷ୍ଟ ଭୋଲେଣ୍ଟିଅର ଭାବରେ ଚାପ ତାଣ୍ଡିଆ ଙ୍କୁ ସମ୍ବର୍ଧିତ କରାଯାଇଥିଲା l କ୍ରୀଡ଼ା ସଂଘ ବରିଷ୍ଠ ସଦସ୍ୟ ମନୋରଞ୍ଜନ ତ୍ରିପାଠି , ସଞ୍ଜୟ କୁମାର ସାହୁ, ଓ ଦିଗାମ୍ବର ଶତପଥି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ  l ଶେଷ ରେ ଦିଗାମ୍ବର ଶତପଥି ଧନ୍ଯବାଦ ଅର୍ପଣ କରିଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ କୁମାର ପଣ୍ଡା ଙ୍କ ତତ୍ୱା ବଧାନ ରେ ସମସ୍ତ ଖେଳ ଅୟୋଜନ କରା ଯାଇଥିବା ବେଳେ ବିକାଶ ପଣ୍ଡା, ଶେଷ ଦେବ ମେହେର, ହୃଷି କେଶ୍ ପଣ୍ଡା , ସଂତୋଷ ପାଢ଼ୀ, ବୁବୁନ୍ ନାଏକ୍, ସଞ୍ଜୟ ପୁଟେଲ, ଶ୍ରୀକାନ୍ତ ନାଏକ୍, ରିପୁନ୍ ନାଏକ୍, ବାଲ ଗୋପାଳ ମିଶ୍ର, ଚାପ ତାଣ୍ଡିଆ, ଶିବ ଷlଣ୍ଢ, ଅନୀଲ ସାହୁ, ଅମିତ୍ ସାହୁ, ଚନ୍ଦନ ବେହେରା , ଚନ୍ଦନ ସାହୁ, କଲିମ୍ ମହମ୍ମଦ, ଜିଲୁ ସାହୁ, ରବି ନାରାୟଣ ଦେହୁରୀ, ସୁଭାସ ବିଶ୍ଵାଳ ପ୍ରମୁଖ କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like