-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାସ୍ତା କଡ଼ରେ ଯୁବତୀଙ୍କ ଝୁଲନ୍ତା ମୃତ ଦେହ ମିଳିବା ଘଟଣା ରେ ନୂଆ ମୋଡ଼

20-May-2026



ଅନଗୁଳ(ପ୍ରେରଣା ଖବର):  କଣିହାଁ ରେଙ୍ଗାଳି ଥାନା ଅଂଚଳ ର ରାସ୍ତା କଡ଼ରେ ଝୁଲୁଥିଲା ଯୁବତୀଙ୍କ ମୃତଦେହ।କେହି ହତ୍ୟା କରି ଗଛରେ ଝୁଲାଇ ଦେଇଥିବା ସନ୍ଦେହ । ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ରେଙ୍ଗାଳି ଥାନା NH 53 କଡ଼ ଚେକ୍ ଗେଟ୍ ନିକଟରେ ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତ ଦେହ ଠାବ ହୋଇଥିଲା।  ଯୁବତୀଙ୍କ ଜଣକ ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଲା ଥାନା ମାଝୀ ନୂଆପଡ଼ା ଗାଁର ରୋଜାଲିନ ମାଝୀ ବୋଲି ଜଣାପଡ଼ିଛି। ତେବେ ସେ ଗତକାଲି ସନ୍ଧ୍ୟା ୫ ଟା ରେ ଜଣେ ପୁରୁଷ ବନ୍ଧୁ ଙ୍କ ସହ ବସ୍ ରେ ଦେବଗଡ଼ ରୁ ରେଙ୍ଗାଳି ଅଭିମୁଖେ ଆସିଥିଲେ। କିନ୍ତୁ ଆଜି ତାଙ୍କ ର ରାସ୍ତା କଡ଼ରେ ଝୁଲନ୍ତା ମୃତଦେହ ମିଳିଥିଲା। ତେବେ ଏ ନେଇ ସକାଳେ  ଘଟଣାସ୍ଥଳ ରେ ମାଜିଷ୍ଟ୍ରେଟ ଭାବେ କଣିହାଁ ଅତିରିକ୍ତ ତହସିଲଦାର ମନୋରଞ୍ଜନ ଜେନା, ପାଲଲହଡା ଏସଡ଼ିପିଓ କୈଳାଶ ସେଠି,  ରେଙ୍ଗାଳି ଆଇଆଇସି ଚଞ୍ଚଳା ନାୟକଙ୍କ ସହ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ତଦନ୍ତ କରିଥିଲେ ମଧ୍ୟ ଏଯାବତ୍ ହତ୍ୟାର କାରଣ ମିଳିପାରି ନାହିଁ। ସୂଚନା ମୁତାବକ ରୋଜାଲିନ ବହୁ ଦିନ ହେବ ଘର ଛାଡି ତାଙ୍କ ପୁରୁଷ ବନ୍ଧୁ ଙ୍କ ସହିତ ବାରକୋଟ ଅଞ୍ଚଳରେ ରହୁଥିଲେ। ବିଶେଷ ସୂତ୍ର ର ଖବର ଅନୁଯାୟୀ କିଛି ଦିନ ତଳେ ତାଙ୍କ ପୁରୁଷ ବନ୍ଧୁ ଓ ତାଙ୍କ କିଛି ସାଙ୍ଗ ମିଶି ରୋଜାଲିନ ଙ୍କ ମାଆ ଙ୍କୁ ମଧ୍ୟ ଘରୁ ଜୋର୍ ଜବରଦସ୍ତ ଉଠାଇ ନେବାକୁ ଉଦ୍ୟମ କରିଥିଲେ। କିନ୍ତୁ ଆଜି ହଠାତ୍ ରାସ୍ତା କଡ଼ରୁ ସନ୍ଦେହ ଜନକ ଅବସ୍ଥାରେ ତାଙ୍କ ମୃତ ଦେହ ଗଛରେ ଝୁଲୁଥିବା ଦେଖିବାକୁ ମିଳିଥିଲା । ଯାହାର ପାରିପାର୍ଶ୍ୱିକ ପରିବେଶ ରୁ ତାଙ୍କୁ କେହି ହତ୍ୟା ନା ଆତ୍ମହତ୍ୟା କରିଥିବା  ନେଇ ସନ୍ଦେହ ଭାବେ ଜଣା ପଡୁଥିବା ବେଳେ ରେଙ୍ଗାଳି ପୋଲିସ କିନ୍ତୁ ଏହାକୁ ପ୍ରାଥମିକ ଭାବେ ଶବ ଜବତ କରି ଅପମୂର୍ତ୍ତ ମାମଲା ରୁଜୁ କରି  ଅନୁଗୁଳ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ର କୁ ଶଵ ବ୍ୟବଛେଦ ପାଇଁ ପଠାଇ ଦେଇଛି।  ଘଟଣା ସମ୍ପର୍କ ରେ ରେଙ୍ଗାଳି ଏସଡ଼ିପିଓ ଶ୍ରୀ ସେଠି ଙ୍କୁ ଯୋଗାଯୋଗ କରିବାରୁ  କହିଥିଲେ ଯେ ମୂର୍ତ କୁ ନେଇ ଶବ ଚି଼ହ୍ନଟ ହୋଇଛି। ଯୁବତୀ ମୁତ୍ୟୁ ର ବ୍ୟବଛେଦ ରିପୋର୍ଟ ଆସିଲା ପରେ ସତ୍ୟାସତ୍ୟ କାରଣ ଜଣା ପଡି ବୋଲି ପ୍ରକାଶ କରିଥିଲେ। ଏ ନେଇ ରେଙ୍ଗାଳି ଅଂଚଳରେ ଲଗାତାର ଦୁଇ ଜଣଙ୍କର ସନ୍ଦେହ ଜଣକ ମୁର୍ତ୍ୟୁ ଘଟଣା ଯୋଗୁଁ ଆଇନ ଶୃଖଳା ଓ ରାତ୍ରି ପୋଲିସ ପେଟ୍ରୋଲିଂ ଅଭାବ ନେଇ ବୁଦ୍ଧିଜୀବୀ ମହଲ ରେ ଘୋର ନିଦା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like