-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀରରେ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ‘ଚୁଲା ଜାଲାଓ’ ଧାରଣା, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

20-May-2026



ବଲାଙ୍ଗୀର(ପ୍ରେରଣା ଖବର): ଘରୋଇ ଓ ବ୍ୟବସାୟିକ ରନ୍ଧନ ଗ୍ୟାସ ସଙ୍କଟ ଓ ଦରଦାମ ଲଗାତାର ବୃଦ୍ଧି ପ୍ରତିବାଦରେ ଆଜି ବଲାଙ୍ଗୀର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଭାରତ ମୁକ୍ତି ମୋର୍ଚ୍ଚା ଓ ବହୁଜନ ମୁକ୍ତି ପାର୍ଟି ପକ୍ଷରୁ ‘ଚୁଲା ଜାଲାଓ’ ଧାରଣା କରାଯାଇଛି। 

ଆଜି ସକାଳ ୯ଟାରେ ଜିଲ୍ଲା ଆବାହକ ସରୋଜ କୁମାର ମେଶ୍ଵାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଧାରଣାରେ କର୍ମୀମାନେ କାଠ ଚୁଲା ଜାଳି ପ୍ରତିବାଦ କରିଥିଲେ। କେନ୍ଦ୍ର ସରକାରଙ୍କ ଦୂରଦୃଷ୍ଟିର ଅଭାବ ଓ ଭୁଲ ବୈଦେଶିକ ନୀତି ଯୋଗୁଁ ଗ୍ୟାସ ସଙ୍କଟ ଓ ଦରବୃଦ୍ଧି ହେଉଛି ବୋଲି ଆନ୍ଦୋଳନକାରୀମାନେ ଅଭିଯୋଗ କରିଛନ୍ତି। 

ଧାରଣା ପରେ ସଂଗଠନର ଆବାହକ ସରୋଜ କୁମାର ମେଶ୍ଵା ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଓ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ରରେ ତୁରନ୍ତ ରନ୍ଧନ ଗ୍ୟାସ ଦର ହ୍ରାସ, ସମସ୍ତ ଗରିବ ପରିବାରକୁ ସୁଲଭ ମୂଲ୍ୟରେ ଗ୍ୟାସ ଯୋଗାଣ ଓ ବ୍ୟବସାୟିକ ସିଲିଣ୍ଡର ଦର ନିୟନ୍ତ୍ରଣ ପାଇଁ ଦାବି କରାଯାଇଛି।

ଦାବିପତ୍ର ପ୍ରଦାନ ଅବସରରେ ଶ୍ରୀ ମେଶ୍ଵା କହିଛନ୍ତି, “ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ଦେଇ ସରକାର ବାହାବା ନେଲେ, ହେଲେ ଆଜି ଦର ୧୧୦୦ ଟଙ୍କା ପାର୍ ହେଲାଣି। ଗରିବ ଲୋକ ପୁଣି କାଠ ଚୁଲାକୁ ଫେରୁଛି। ଏହା ସରକାରଙ୍କ ବିଫଳତା।”

ଏହି କାର୍ଯ୍ୟକ୍ରମରେ ବହୁଜନ ମୁକ୍ତି ପାର୍ଟିର ସଦସ୍ୟ ହରି ନନ୍ଦଙ୍କ ସମେତ ବହୁ ସଂଖ୍ୟାରେ କାର୍ଯ୍ୟକର୍ତ୍ତା ଓ ମହିଳାମାନେ ଉପସ୍ଥିତ ଥିଲେ। ପ୍ରତିବାଦ ସମୟରେ “ଗ୍ୟାସ ଦର କମାଅ, ଚୁଲା ଜାଳିବା ବନ୍ଦ କର” ଆଦି ସ୍ଲୋଗାନ ଦିଆଯାଇଥିଲା।

ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଥିବା ବେଳେ ଦାବି ପୂରଣ ନହେଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like