-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅଧୁରା ରହିଯିବ କି କୁଟାସିଂହା- କପାଶିରା ଅଙ୍ଗ ନଦୀ ସେତୁ?

20-May-2026



ବଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ଅଂଚଳରୁ ଉଭୟ ବଲାଙ୍ଗୀର-ସୁବର୍ଣ୍ଣପୁର ଜିଲ୍ଲା କୁ ଗମନାଗମନ ରେ ଯୋଡି ବାକୁ କୁଟାସିଂହା-କପାଶିରା ମଧ୍ୟରେ ପ୍ରବାହିତ ଅଙ୍ଗନଦୀ ଉପରେ ଏକ ସୁଉଚ୍ଚ ସେତୁ ନିର୍ମାଣ କାମ ୨୦୧୯ ରେ ଆରମ୍ଭ ହୋଇଥିଲା।ରାଜ୍ୟ ସରକାରଙ୍କ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ନିର୍ମାଣକାରି ସଂସ୍ଥା ଆଶୀର୍ବାଦ କନଷ୍ଟ୍ରାକସନ ନିର୍ମାଣ କାମ କରୁଥିଲା ଏବଂ ୩-୩-୨୦୨୪ରେ କାଯ୍ୟ ଶେଷ କରିବାକୁ ସୂଚନା ଫଳକ ରେ ଉଲ୍ଲେଖ ରହିଥିଲା | ହେଲେ ୬ମାସ ପୂର୍ଵରୁ ଗତ ୨୦୨୩ ଅଗଷ୍ଟ ମାସରୁ ସମ୍ପୃକ୍ତ ଠିକାଦାର ନିର୍ମାଣ କାମ ଅସମ୍ପୂର୍ଣ କରି କୌଣସି କାରଣରୁ ଛୁ ମାରିଛି | ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଏନେଇ ଠିକାଦାରଙ୍କ ସହ ଯୋଗାଯୋଗ କରାଯିବାରୁ ତାଙ୍କ ଫୋନ ଲାଗୁନାହିଁ | ଏଠାରେ ସୂଚନାଯୋଗ୍ୟ ଯେ ବଲାଙ୍ଗୀର ଜିଲ୍ଲର ଉପାନ୍ତ ଅଞ୍ଚଳ ହୋଇଥିବାରୁ ଜିଲ୍ଲା ପ୍ରଶାସନ,ବିଭାଗୀୟ କର୍ତ୍ତୃପକ୍ଷ ଓ ନିର୍ବାଚିତ ଲୋକ ପ୍ରତିନିଧି ଦୃଷ୍ଟି ଦେଉ ନଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି। ନଦୀ ଉପରେ ସେତୁ କାମ ପ୍ରାୟ ସରି ଯାଇଥିଲେ ହେଁ ସେତୁ ସଂଲଘ୍ନ ଉଭୟ ପାର୍ଶ୍ୱ  ରାସ୍ତା କାମ ବାକି ରହିଛି।ଏନେଇ ବିଭିନ୍ନ ଖବରକାଗଜରେ ଖବର ମଧ୍ୟ ପ୍ରକାଶିତ ହୋଇଛି। ଏହି ବ୍ରିଜ ସମ୍ପୂର୍ଣ୍ଣ ହେଲେ ବଲାଙ୍ଗୀର ସୋନପୁର  ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ବିଶେଷ କରି ସଲେଭଟା, ପଟୁଆପାଲି, ଜୋଗିସର୍ଡା,ବାଦିବା ହାଲ, ମୂର୍ସୁନ୍ଧି ,କପଶିରା,ଜୁଲୁଣ୍ଡା, ଲଛିପୂର୍, ଦିଗ୍ସିରା  ଗ୍ରାମ ପଞ୍ଚାୟତ ଏବଂ ଆଗଲପୁର ବ୍ଲକ୍, ଲୋଇସିଂହା ବ୍ଲକ, ସୋନେପୁର ବ୍ଲକ୍,ବିନିକା ବ୍ଲକ୍,ଡୁଙ୍ଗୁରିପାଲି ବ୍ଲକ ବଲାଙ୍ଗୀର ଓ  ସୋନପୁର ବ୍ଲକକୁ ସିଧାସଳଖ ଭାବେ ସ୍ଥାନୀୟ ଲୋକଙ୍କ  ଗମନାଗମନରେ ସୁବିଧା ହେବ।ଏ ଅଞ୍ଚଳର ଜଣ ସାଧାରଣ,ବୁଦ୍ଧିଜୀବୀ କହିବା ଅନୁସାରେ ଏନେଇ ବହୁବାର ସ୍ଥାନୀୟ ଜନପ୍ରତିନିଧି, ଲୋଇସିଂହା ବିଧାୟକ, ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି  ଆକର୍ଷଣ କରିଥିଲେ ମଧ୍ୟ୍ୟ କୌଣସି ସୁଫଳ ମିଳି ପାରୁନାହିଁ | ଏଇ କିଛି ଦିନ ପରେ କାମ ଆରମ୍ଭ ହୋଇ ଯିବ ବୋଲି କହି ଭୁଆଁ ବୁଲାଉଛନ୍ତି | ଫଳରେ ଲୋକଙ୍କ ମଧ୍ୟ୍ୟରେ ଦିନକୁ ଦିନ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ବର୍ତ୍ତମାନ ସୁଦ୍ଧା ୱାର୍କ ବିଭାଗ ତରଫରୁ ଟେଣ୍ଡର ପ୍ରକ୍ରିୟା ପାଇଁ ଡିପିଆର ମଧ୍ୟ ହୋଇନାହିଁ। ଅଧୁରା ରହି ଯିବ କି ଅଙ୍ଗନଦୀ ସେତୁ ବୋଲି ଲୋକଙ୍କ ମଧ୍ୟ୍ୟରେ ଆଶଙ୍କା ରହିଛି। ଏଥିପ୍ରତି ଜିଲ୍ଲା ପ୍ରଶାସନ, ଜିଲ୍ଲପାଳ, ବିଭାଗୀୟ ଅଧିକାରୀ ଦୃଷ୍ଟିଦେଇ ସେତୁ ସମ୍ପୂର୍ଣ କରିବାକୁ ଅଂଚଳବାସୀ ଦାବୀ କରିଛନ୍ତି |


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like