-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ବଲାଙ୍ଗିରରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି : ପଥିକଙ୍କ ତୃଷା ମେଣ୍ଟାଉଛି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

20-May-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହର ସମେତ ସମଗ୍ର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ଖରା ଓ ଝାଞ୍ଜି ପବନ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ସାଧାରଣ ପଥିକ ଓ ଶ୍ରମଜୀବୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ସାଧାରଣ ଲୋକଙ୍କ ପାଇଁ ନିୟମିତ ଦହିପାଣି ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିଛି।

​ଆଜି ବଲାଙ୍ଗିର ସହରର ବ୍ୟସ୍ତବହୁଳ ଗାନ୍ଧୀ ଛକଠାରେ ସଂଗଠନ ପକ୍ଷରୁ ଏହି ମହତ୍ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ବଲାଙ୍ଗିର ପୌର ପରିଷଦର ଅଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ଵହସ୍ତରେ ପଥିକ ଓ ସାଧାରଣ ଜନତାଙ୍କୁ ଦହିପାଣି ବଣ୍ଟନ କରିଥିଲେ। ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ଏଭଳି ମାନବୀୟ ସେବାକୁ ସେ ଉଚ୍ଚ ପ୍ରଶଂସା କରିବା ସହ ଏହା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟୀ ବୋଲି ପ୍ରକାଶ କରି ଥିଲେ। ଗ୍ରୀଷ୍ମଋତୁ ସାରା ଆଗାମୀ ଦିନ ମାନଙ୍କରେ ମଧ୍ୟ ସଂଗଠନ ତରଫରୁ ଏହି ସେବା କାର୍ଯ୍ୟକ୍ରମ ନିରନ୍ତର ଭାବେ ଜାରି ରହିବ ବୋଲି ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି।

​ଆଜିର ଏହି ଜଳସେବା କାର୍ଯ୍ୟକ୍ରମକୁ ସଫଳ କରିବାରେ ସଂଗଠନର ପ୍ରମୁଖ ସଦସ୍ୟ ଗୋବିନ୍ଦ ଚନ୍ଦ୍ର ଶତପଥି, ଉତ୍ତମ ନନ୍ଦ, ରବୀନ୍ଦ୍ର ପ୍ରଧାନ, ସରୋଜ ଜାଲ, ପ୍ରଦୀପ ଯୁଏଡ, ଶୁଭ୍ରାଂଶୁ ମିଶ୍ର, ଦେବରାଜ ନାଗ, ସୁଭାଷିନୀ ବିଶି, ଚିନ୍ମୟୀ ଚିଣ୍ଡା, ସଙ୍ଗୀତା ଦାଶ, ରୁବି ବାଗଙ୍କ ସମେତ ବିଧୁଭୂଷଣ ତ୍ରିପାଠୀ, ଶିବ ବେହେରା, ପ୍ରଦୀପ ସାହୁ, ସଂଗ୍ରାମ ବହିଦାର, ସୁବ୍ରତ ରଣା, ଉମେଶ ଗଡତ୍ୟା, ଶ୍ରୀମନ୍ତ ଗଡତ୍ୟା ପ୍ରମୁଖ ସକ୍ରିୟ ଭାବେ ସାମିଲ ହୋଇ ଶୃଙ୍ଖଳିତ ଭାବେ ଦହିପାଣି ବଣ୍ଟନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like