-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ

20-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ପାଠ୍ୟକ୍ରମ ଫଳ ପ୍ରକାଶ ପାଇଇଛି । ମଧ୍ୟାହ୍ନ ୧୨.୩୦ ରେ CHSE କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି । ପରୀକ୍ଷା ଫଳ ପ୍ରକାଶ ପରେ ଅପରାହ୍ନ 3ଟାରେ results.odisha.gov.in ଓ results.digilocker.gov.in ଲଗଇନ୍‌ କରି ପରୀକ୍ଷାର୍ଥୀ ସେମାନଙ୍କର ଫଳ ଜାଣିପାରିବେ ।ବିଜ୍ଞାନରେ ଛାତ୍ରଙ୍କ ପାସ୍‌ ହାର ୮୭.୪୧%। ବିଜ୍ଞାନରେ ଛାତ୍ରୀଙ୍କ ପାସ୍‌ ହାର ୯୦.୨୪% ରହିଛି। ବାଣିଜ୍ୟରେ ଛାତ୍ରଙ୍କ ପାସ୍‌ ହାର ୮୬.୬୭% ଥିବା ବେଳେ ଛାତ୍ରୀଙ୍କ ପାସ୍‌ ହାର ୯୦.୪୩% ରହିଛି। କଳାରେ ଛାତ୍ରଙ୍କ ପାସ୍‌ ହାର ୭୭.୯୭%, ଛାତ୍ରୀଙ୍କ ପାସ୍‌ ହାର ୮୯.୪୫% ରହିଛି। ଅପରପକ୍ଷରେ ଧନ୍ଦାମୂଳକ ଶିକ୍ଷାରେ ମୋଟ ପାସ୍ ହାର ୭୭.୮୨ ପ୍ରତିଶତ ରହିଛି। ଛାତ୍ରଙ୍କ ପାସ୍ ହାର ୭୧.୪୯ ପ୍ରତିଶତ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୮୩.୪୩ ପ୍ରତିଶତ ରହିଛି।ମୋଟ ୩ ଲକ୍ଷ ୪୧ ହଜାର ୭୮୧ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ପାସ୍ ହାର ରହିଛି ୮୫.୮୫ ପ୍ରତିଶତ।ସେହିପରି ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ।ରେଜଲ୍ଟ ପ୍ରକାଶ ପରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ।କୌଣସି ଗୋଟିଏ ବିଷୟରେ ଇମ୍ପ୍ରୁଭମେଣ୍ଟ ପାଇଁ ସୁଯୋଗ ମିଳିବ। ପିଲା ଜଣଙ୍କ ପାସ୍‌ କରିଥିଲେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ସୁଯୋଗ ଦିଆଯିବ। ଜୁଲାଇ ପ୍ରଥମ ସପ୍ତାହରେ ହେବ ଏହି ଇମ୍ପ୍ରୁଭମେଣ୍ଟ ପରୀକ୍ଷା।
ଚଳିତ ବର୍ଷ ବାର୍ଷିକ ପରୀକ୍ଷା ପାଇଁ ମୋଟ ୪,୦୦,୭୩୬ ଜଣ ଛାତ୍ରଛାତ୍ରୀ ପଞ୍ଜିକୃତ ହୋଇଛନ୍ତି। ଯେଉଁଥିରେ କଳାରେ ୨,୫୬,୦୪୨, ବିଜ୍ଞାନରେ ୧,୧୪,୨୩୮, ବାଣିଜ୍ୟରେ ୨୪,୫୩୩ ଏବଂ ବୃତ୍ତିଗତ ଅଧ୍ୟୟନରେ ୫,୯୨୩ ଜଣ ଛାତ୍ରଛାତ୍ରୀ ସାମିଲ ଅଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like