-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ

20-May-2026



ବଲାଙ୍ଗୀର(ପ୍ରେରଣା ଖବର): କେମିଷ୍ଟ ଏବଂ ଡ୍ରଗିଷ୍ଟ ସର୍ବ ଭାରତୀୟ ସଙ୍ଘ ଏବଂ ଉତ୍କଳ ସଂଘ ତରଫରୁ ଆଜିର ବନ୍ଦ ପୂର୍ଣ୍ଣ ସଫଳତା ହୋଇଛି l ଏଥିରେ ଜିଲ୍ଲାରର ସମସ୍ତ ଆୟୁର୍ବେଦିକ, ହୋମିଓପାଥିକ, ଆପୋଲୋ ଫର୍ମାସୀ, ମେଡ଼ପ୍ଲୁସ ଏବଂ ଜନ ଔଷଧୀ ଦୋକାନ ଗୁଡିକ ସାମିଲ ହୋଇ ପୂର୍ଣ୍ଣ ସଫଳ କରିଥିଲେ l ଉକ୍ତ ବନ୍ଦକୁ ଜିଲ୍ଳା ଅଶ୍ରୁ ସଂଘ ତଥା ଔଷଧ କର୍ମଚାରୀ ସଂଘ ଜିଲ୍ଲା ସଂଘ କୁ ସହଯୋଗ କରିଥିଲେ।

l ଜିଲ୍ଲାର ସମସ୍ତ ଔଷଧ ବୈବସାୟୀ ତଥା ବିଭିନ୍ନ ଜୋନ ର ଇସି ସଦସ୍ୟ ନିଜ ନିଜ ଜୋନ୍ ରେ ସଫଳ କରିଥିଲେ l ଆଜି ସକାଳୁ ଜିଲ୍ଳା ସଙ୍ଘ ର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ନେତୃତ୍ୱ ରେ ସ୍ଥାନୀୟ ସମଲେଇ ମନ୍ଦିର ଠାରୁ ସଂଘର ଏକ ବାଇକ୍ ଶୋଭାଯାତ୍ରା କରି ପିକେଟିଙ୍ଗ କରାଯାଇଥିଲା l ପରେ ଏକ ପ୍ରତିବାଦ ସଭା ସ୍ଥାନୀୟ ଜଗନ୍ନାଥ ମେଡିକାଲ ସମ୍ମୁଖରେ ଆୟୋଜିତ ହୋଇଥିଲା। ଏଥିରେ ସଂଘର ମୁଖ୍ୟ ଦାବି ଯଥା ଅନଲାଇନ୍ ବିକ୍ରୟ ବିରୋଧ, ଇ ଫାର୍ମସୀ ପ୍ରଚଳନ ବିରୋଧ ତଥା ବହୁ ରାଷ୍ଟ୍ରୀୟ କର୍ପୋରେଟ ସଂସ୍ଥା ଦ୍ୱାରା ବଜାରକୁ ଆସୁଥୁବା ନକଲି ଔଷଧ ବିରୋଧରେ  ସଭା ହୋଇଥିଲା ଏବଂ ସାଧାରଣ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ସଂଘ ତରଫରୁ ବଲାଙ୍ଗୀର ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ

ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। 
ଏହି ବିଶାଳ ଆନ୍ଦୋଳନକୁ ସମ୍ପାଦକ ମନମୋହନ ରଥ, ଉପସଭାପତି ରାଜନାରାୟଣ ଅଗ୍ରୱାଲ, ସଂଗଠନ ସମ୍ପାଦକ ଶ୍ରୀମନ୍ତ ପଣ୍ଡା, କମ୍ପେନୀ ବେପାର ସମ୍ପାଦକ ସଂଜୀବ ରଥ, କୋଷାଧକ୍ଷ ଅଶୋକ ମେହେର, କମଳ ଚକ୍ରବର୍ତ୍ତୀ, ଲଳିତ ଚୌଧୁରୀ, ସଞ୍ଜୟ ଚୌଧୁରୀ, କେଶବ ପଟ୍ଟନାୟକ, ସୋଭାଗ୍ୟ ଶଙ୍କର ମିଶ୍ର, ଦିବାକର ପଣ୍ଡା, ଉଦିତ ପଣ୍ଡା,ରାଜକୁମାର ହୋତା, ସନ୍ତୋଷ ପ୍ରଧାନସହ ଜିଲ୍ଲାର ଶତାଧିକ ଔଷଧ ବ୍ୟବସାୟୀ ଓ ସଂଗଠନର ସଦସ୍ୟମାନେ ଉପସ୍ଥିତ ରହି ପ୍ରତିବାଦକୁ ଶେଷ ପର୍ଯ୍ୟନ୍ତ ଶକ୍ତିଶାଳୀ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like