-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ

20-May-2026



ତୁରେକେଲା(ପ୍ରେରଣା ଖବର): - ସ୍ଥାନୀୟ   ଶିବ ମନ୍ଦିର ପ୍ରାଙ୍ଗଣରେ ଏ. ଆଇ. ଟି. ୟୁ. ସି. ସହ ବନ୍ଧିତ ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ ତୁରେକେଲା ବ୍ଲକ କମିଟୀର ସଭାନେତ୍ରୀ ବନିତା ପୁଟେଲ ଙ୍କ ସଭାତିତ୍ବରେ ପରିବର୍ଦ୍ଧିତ ବ୍ଲକ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି l ସଂଗଠନ ର ଜିଲ୍ଲା ସଭାପତି ତଥା ରାଜ୍ୟ ଉପ ସଭାପତି ତୀର୍ଥ ପଧlନ ମୁଖ୍ୟ ଅତିଥି, ଜିଲ୍ଲା ସମ୍ପାଦିକା ଓମୀ ଗୁପ୍ତା ଓ ଦିଲିପ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ରାଜ୍ୟରେ ବି ଜେ ପି ଶାସିତ ମୋହନ ସରକାର କ୍ଷମତାସୀନ ହେଲା ଦିନରୁ ଆଶା କର୍ମୀଙ୍କ ପରିବାର ପ୍ରତିପୋଷଣ କରିବାରେ ପରିସ୍ଥିତି ଶୋଚନୀୟ ହୋଇପଡ଼ିଛି l ପ୍ରତି ମାସର ୧୦ ତାରିଖ ମଧ୍ୟରେ ସମସ୍ତ କାର୍ଯ୍ୟ ର ପ୍ରୋତ୍ସାହନ ରାଶି ଏକକାଳୀନ ପ୍ରଦାନ କରିବାର ସରକାରୀ ବ୍ୟବସ୍ଥା ଥିଲେ ମଧ୍ୟ ଡବଲ ଇଞ୍ଜିନ ସରକାର ତାହା ଅନୁସରଣ କରୁନାହିଁ l ଦୁଇ ବର୍ଷ ହେଲାଣି ବର୍ଷ କୁ ୧୦ ହଜାର ଟଙ୍କା ଲେଖାଏଁ କଣ୍ଟିଜେନ୍ସି ବାବଦରେ ଆଶା କର୍ମୀ ଙ୍କୁ ପ୍ରଦାନ କରାଯାଉନାହିଁ l ସି ଏଚ ଓ ନିଯୁକ୍ତି ଥିବା ସ୍ୱାସ୍ଥ୍ୟ ଉପକେନ୍ଦ୍ର ଅଧୀନରେ ଥିବା ଆଶା କର୍ମୀ ଙ୍କୁ ପ୍ରତି ମାସ ଏକ ହଜାର ଟଙ୍କା ଲେଖାଏଁ ଦୁଇ ବର୍ଷ ହେଲା ଦିଆଯାଉ ନାହିଁ l ସରକାର କାର୍ଯ୍ୟ ଭାର ଦିନକୁ ଦିନ ଅଧିକ ବଢ଼ାଇ ଚାଲିଥିବା ବେଳେ ପ୍ରୋତ୍ସାହନ

ରାଶି ତଦନୁସାରେ ବୃଦ୍ଧି କରିବା ପରିବର୍ତ୍ତେ କମି କମି ଆସୁଛି l ଦୈନନ୍ଦିନ ଜୀବନରେ ବ୍ୟବହୃତ ଅତ୍ୟାବଶ୍ୟକ ସାମଗ୍ରୀର ଦର ଦାମ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ନିର୍ଦ୍ଦିଷ୍ଟ ତାରିଖରେ  ସମସ୍ତ କାର୍ଯ୍ୟ ର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବାକୁ ମତ ପ୍ରକାଶ ପାଇଥିଲା  l ଯଦି ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ତଥା ସି ଏଚ୍ ସି କର୍ତ୍ତୁପକ୍ଷ ଉକ୍ତ ସମସ୍ୟା ଗୁଡିକୁ ଗମ୍ଭୀରତା ସହ ବିଚାର କରି ତୁରନ୍ତ ସମାଧାନ ନ କରନ୍ତି ତେବେ ଆଗାମି ଦିନରେ ବ୍ଲକ ସି ଏଚ ସି ସ୍ଥରରୁ ରାଲି ଓ ଧାରଣl ଦିଆଯିବାକୁ ବୈଠକରେ ନିଷ୍ପତ୍ତି ହୋଥିଲା l
ଏଥିରେ  ପାର୍ବତୀ ବରିହା, ସୂର୍ଯ୍ୟକନ୍ତୀ ମାଝୀ,ଭାଗ୍ୟବତୀ ପରlଭୁଏ , ଉଦlସିନୀ କାଣ୍ଡ, ସୁଷମା ସିକା, ଜେମାବତି ବାଗ, ଚଞ୍ଚଳା ନାଗ, ସୁଶୀଳା ନିଆଲ, ସିନ୍ଦୂର ମାଝୀ, ରୀନ ଧରୁଆ, ଟିକେମତି ତାଣ୍ଡି, ପ୍ରମୁଖ ମତ ବ୍ୟକ୍ତ କରିଥିଲେ l ସମ୍ପାଦିକl ସଂଯୁକ୍ତା ରାଏ ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ଶେଷ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like