-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

କାଉଡୋଲା ନକ୍ ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ, ଦେଉଣ୍ଡି କୁ ହରାଇ ବାନେର ଚାମ୍ପିଅନ

08-Feb-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା):କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ କାଉଡୋଲା ଚକାଡୋଳା ସାଂସ୍କୃତିକ ଅନୁଷ୍ଠାନ ଦ୍ଵାରା ଗତ ୨୮ ତାରିଖ ରୁ ଆରମ୍ଭ ହୋଇଥିବା ନକ୍ ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ  ରବିବାର ଫାଇନାଲ ମ୍ୟାଚ ସହ ଉଦଯାପିତ ହୋଇଯାଇଛି। ଫାଇନାଲ ଖେଳ ବାନେର ଓ ଦେଉଣ୍ଡି କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବାନେର ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୨ଓଭର ମଧ୍ୟରେ ୮ ଉଇକେଟ ହରାଇ ୯୬ରନ ସଂଗ୍ରହ କରିଥିଲେ। ୯୭ ରନ ର ବିଜୟ ଲକ୍ଷ ନେଇ ଦେଉଣ୍ଡି  ଦଳ ପଡ଼ିଆରେ ଓହ୍ଲାଇ ଥିବାବେଳେ ୧୦ ଓଭର ରେ ସମସ୍ତ ଉଇକେଟ ହରାଇ ମାତ୍ର ୪୧ରନ କରିଥିଲେ। ଶେଷରେ ୫୫ରନ ରେ ବାନେର ଦଲ ଚାମ୍ପିଅନ ହୋଇଥିଲା। ଉଦଯାପନୀ ତଥା ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ସମ୍ମାନୀତ ଅତିଥିଭାବେ ଶିକ୍ଷକ ନିର୍ମଲ ପୂର୍ଣ୍ଣଚନ୍ଦ୍ର ନାଏକ, ଯୁବ ସମାଜସେବୀ ଓମ୍ କାର ପଣ୍ଡା, ଆଇନଜୀବୀ ପଞ୍ଚାନନ ବେଶ୍ରା, କାଉଡୋଲା ନାଏବ ସରପଞ୍ଚ ଦେବୀ ସିଂ ତାଣ୍ଡି, ସୁବାଷ ଚନ୍ଦ୍ର ସତପଥି,  ସମିତି ସଭ୍ୟ ସାଧୁ ବେମାଲ ପ୍ରମୁଖ ଯୋଗଦେଇ ଉଭୟ ବିଜେତା ଓ ପରାଜିତ ଦଳକୁ ପୁରସ୍କାର ପ୍ରଦାନ କରିଥିଲେ। ଏଥିରେ ବାନେର ଦଳର ଲବ ମେନ୍ ଅଫ୍ ଦି ମ୍ୟାଚ ଓ ବିପିନ୍ ମେନ୍ ଅଫ୍ ଦି ସିରୀଜ ବିବେଚିତ ହୋଇଥିଲେ। ଫାଇନାଲ ଖେଳକୁ ଚିତ୍ତରଞ୍ଜନ ସରାବୁ ଓ ଭିକାରୀ ଚରଣ ମାଝି ପରିଚାଳନା କରିଥିଲେ। ଧାରାବିବରଣୀ ମାନସ ସରାବୁ ଓ ଗୁପ୍ତେ ଦିଶାରୀ କରିଥିବାବେଳେ ମଞ୍ଚ କୁ ଚକ୍ରଧର ବେଶ୍ରା ପରିଚାଳନା କରିଥିଲେ। ଅନୁଷ୍ଠାନର ସଭାପତି ସୁରଥ ସରାବୁ, ସମ୍ପାଦକ କୁଷ ସରାବୁ, ଉପ ସଭାପତି ଗଣେଶ ସୁନାମୀ, ସହ-ସମ୍ପାଦକ ଥବିର ମାଝି, କୋଷାଧ୍ୟକ୍ଷ ମନୋରଞ୍ଜନ ସରାବୁ ଉପସ୍ଥିତ ରହି ଖେଲାଲି ମାନଙ୍କୁ ଉତ୍ସାହିତ କରିଥିଳେ। ମିତ୍ରଭାନୁ ସରାବୁ, ହରେକୃଷ୍ଣ ସରାବୁ, ସୁଧା ସରାବୁ, ମଣ୍ଟୁ କୋଚିଆ, ତୋଫାନ ସତନାମୀ ପ୍ରମୁଖ ସଦସ୍ୟ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like