-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର

21-May-2026



କଣ୍ଟାମାଳ(ଜୟ କୁମାର ମହାରଣା): ମହିଳା ସଂରକ୍ଷଣ ଓ ମହିଳା ସୁରକ୍ଷାକୁନେଇ ବୁଧବାର କଣ୍ଟାମାଳ ସତସଙ୍ଗ ବିହାର ଠାରେ ବିଜୁ ମହିଳା ଜନତାଦଳ ପକ୍ଷରୁ ବିରାଟ ସାଧାରଣ ସଭା, ରାଲି ଓ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି  l  ଏନେଇ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ ଙ୍କୁ ପ୍ରଦାନ କରାଯାଇଛି l  ବୁଧବାର ବୌଦ୍ଧ ଜିଲ୍ଲା ବିଜେଡି ସଭାନେତ୍ରୀ ଦିପ୍ତୀପ୍ରଭା ସ୍ୱାଇଁ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଅନ୍ୟତମ ଅତିଥିଭାବେ ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା,

କଣ୍ଟାମାଳ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି,ଉପାଧ୍ୟକ୍ଷ ମହେନ୍ଦ୍ର ରଣା,ବିଜେଡି ରାଜ୍ୟ ସମ୍ପାଦକ ଅଶୋକ ସାହୁ,ଜିଲ୍ଲା ଯୁବ ବିଜେଡି ସଭାପତି ବାବୁଲା ମଲିକ,ବ୍ଲକ ବିଜେଡି ସଭାପତି ରାଧାବଲ୍ଲଭ ପ୍ରଧାନ,ବୌଦ୍ଧ ମହିଳା ବିଜେଡି ସଭାନେତ୍ରୀ ଶ୍ରଦ୍ଧାଞ୍ଜଳି ବାରିକ, ବ୍ଲକ ସରପଞ୍ଚ ସଂଘ ସଭାପତି ସାରଦୁଳ ନାଗ,ବାଳମୁକୁନ୍ଦ ମେହେର, ପ୍ରେମରାଜ ରଣା,ରମାକାନ୍ତ ସାହୁ, ସୁଶାନ୍ତ ନାଏକ, ଘନଶ୍ୟାମ ବୁଡ଼େକ, ସାମନ୍ତ ମାଝି, ପିତାମ୍ବର ଭୋଇ, ବିବତ୍ସ କହଁର, କୁଲୁତାଜୋର ସରପଞ୍ଚ ଚୁମୁକି ଭୋଇ, ଆମ୍ବଗାଁ ସରପଞ୍ଚ ପ୍ରତିମା ରଣା, ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ ସାହୁ, ଶିବପ୍ରସାଦ ସାହୁ, ମୁରଲୀ ସେଠି, ଯାନୀ ସେନାପତି, ଖମନମୁଣ୍ଡା ସମିତିସଭ୍ୟା ସସ୍ମିତା ବାଘ ପ୍ରମୁଖ ଯୋଗଦେଇ  ବିଜେପି ସରକାରଙ୍କ ନାରୀ ସୁରକ୍ଷା ଓ ମହିଳା ବିରୋଧୀ ନୀତି ବିରୁଦ୍ଧରେ ବିଷୋଦ୍ଗାର କରିଥିଲେ I ୨୦୨୩ ମସିହାରେ ପାର୍ଲାମେଣ୍ଟରେ ଗୃହୀତ ହୋଇ, ଆଇନରେ ପରିଣତ ହୋଇଥୁବା ମହିଳା ସଂରକ୍ଷଣ ବିଲ୍‌କୁ ତୁରନ୍ତ ଲାଗୁ କରାଯାଇ ୩୩ ପ୍ରତିଶତ ଲୋକସଭା ଓ ବିଧାନସଭାରେ ମହିଳା ସଂରକ୍ଷଣ ଲାଗୁ କରାଯିବା ସହ ଓଡିଶାରେ ଗତ ଦୁଇ ବର୍ଷ ଭିତରେ ବଢି ଚାଲିଥୁବା ନାରୀ ନିର୍ଯାତନାକୁ ଦମନ କରିବା ଦାବୀ ରଖୁଥିଲେ I ସଭା ପରେ ବିଜୁ ପଟ୍ଟନାୟକଙ୍କ

ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ l  ସେଠାରୁ ପାଞ୍ଚ ଶହରୁ ଉର୍ଦ୍ଧ ମହିଳା ହାତରେ ପ୍ଲାକାର୍ଡ ଧରି ବିଭିନ୍ନ ସ୍ଲୋଗାନ ଓ ନାରା ଦେଇ ବିରାଟ ଶୋଭାଯାତ୍ରା ରେ ବାହାରି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିଜେପି ର ବିଫଳତା ସମ୍ପର୍କରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  l  ପରେ ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର କଣ୍ଟାମାଳ ବିଡ଼ିଓ ସାମି ରେଡି ଜୟଶ୍ରୀ ଙ୍କୁ ପ୍ରଦାନ କରିଥିଲେ   l   ଉକ୍ତ ନାରୀ ଅଧୂକାର ଅଭିଯାନ ବିକ୍ଷୋଭରେ କଣ୍ଟାମାଳ ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତିସଭ୍ୟ ଓ କର୍ମକର୍ତ୍ତା, ମହିଳା, ଯୁବ ବିଜେଡି ଆଦି ସାମିଲଥୂଲେ । ଏହି ଅବସରରେ ନାରାୟଣପ୍ରସାଦ ପଞ୍ଚାୟତ ପୂର୍ବତନ ନାଏବ ସରପଞ୍ଚ ଦଶରଥ କର୍ମୀ ଓ ନନ୍ଦ ନାଏକ ବିଜେପି ଛାଡି ବିଜେଡିରେ ମିଶିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like