-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll

21-May-2026




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

ନବଗଠିତ ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ (World Worship Foundation Trust )  ଟ୍ରଷ୍ଟ ର ଉଦଘାଟନ ଅବସରରେ ଆଜି ଏକ ସାମ୍ବାଦିକ ସମ୍ବିଳନୀ ସ୍ଥାନୀୟ ହୋଟେଲ ହରଜିତ ରେସିଡେନ୍ସି ରେ ସଫଳତାର ସହିତ ଆୟୋଜିତ ହୋଇଯାଇଛି l
ପ୍ରାରମ୍ଭ ରେ ପୂଜା ଅର୍ଚ୍ଚନା କରାଯିବା ସହ ଉପସ୍ଥିତ ଅତିଥି ଙ୍କୁ ପୂଜା ସାମଗ୍ରୀ ପ୍ରଦାନ କରାଯାଇଥିଲା l ଏହି ସାମ୍ବାଦିକ ସମ୍ବିଳନୀ ରେ  ବହୁ ସଂଖ୍ୟକ ପ୍ରେସ୍ ପ୍ରତିନିଧି ଓ ସମ୍ବଲପୁର ର ବୁଦ୍ଧିଜୀବୀ ମାନଙ୍କ ଉପସ୍ଥିତରେ ସଂସ୍ଥାର ସାମାଜିକ କଲ୍ୟାଣ ଓ ପରିବେଶ ସୁରକ୍ଷା ସମ୍ବନ୍ଧୀୟ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା l
ଏହି ଅବସରରେ ଟ୍ରଷ୍ଟ ର ଅଧ୍ୟକ୍ଷ ବ୍ରଜ ମୋହନ ଗୋଏଲ, ଉପଦେଷ୍ଠା ଭକ୍ତ ପ୍ରସାଦ ନନ୍ଦ, ସମ୍ପାଦକ ମଧୁ ସୂଦନ ଚଇନି ଓ କୋଷାଧ୍ୟକ୍ଷ ବିମଳା ଦେବୀ ଗୋଏଲ ପ୍ରମୁଖ ମଂଚାସୀନ ଥିଲେ l
ଏହି ଅବସରରେ ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ଯେ, “ସମସ୍ତ ସୃଷ୍ଟି ଭଗବାନଙ୍କର ଅଂଶ” ଏହି ଚିନ୍ତାଧାରାକୁ ଆଧାର କରି, ଏହି ଫାଉଣ୍ଡେସନ୍ ଶାନ୍ତି, ସମୃଦ୍ଧି ଓ ସମଗ୍ର ମାନବ କଲ୍ୟାଣ ପାଇଁ ଦାର୍ଶନିକ ସାହିତ୍ୟ ଓ ସାମାଜିକ ସେବା କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟ କରିବାକୁ ସମର୍ପିତ l ସଂସ୍ଥାର ଲକ୍ଷ୍ୟ ହେଉଛି ଗଛ ଲଗାଇବା ଓ ଆବଶ୍ୟକତା ଅନୁଯାଇ ହ୍ୟାଣ୍ଡପମ୍ପ ଭଳି ପାଣି ସୁବିଧା ଯୋଗାଇ ମାନବ ସେବା କରିବା l ସଂସ୍ଥାର ଆଭିମୁଖ୍ୟ ବିଷୟରେ ବାର୍ତ୍ତା ଦେଇ ଅଧ୍ୟକ୍ଷ ଶ୍ରୀ ଗୋଏଲ କହିଲେ ଯେ, ଏହି ଟ୍ରଷ୍ଟର ପ୍ରୟାସ ରହିବଯେ, ପରିବେଶ ପ୍ରଦୂଷଣ କମାଇ ସବୁଜ ପରିବେଶ ସୃଷ୍ଟି କରିବା ସହିତ ଉତ୍ତମ ଅକ୍ସିଜେନ୍ ଗୁଣବତ୍ତା ଓ ସୁସ୍ଥ ସମାଜ ଗଠନରେ ସହାୟକ ହେବ l

ଉପଦେଷ୍ଠା ଶ୍ରୀ ନନ୍ଦ କହିଲେ ଯେ, ବିଶେଷ ଭାବରେ ଶିକ୍ଷା, ପରିବେଶ ସୁରକ୍ଷା ଓ ପାନୀୟ ଜଳର ସମସ୍ୟା ର ସମାଧାନ ଦିଗରେ ନିଷ୍ଠା ର ସହ ଏହି ଟ୍ରଷ୍ଟ କାର୍ଯ୍ୟକ୍ରମ ଜାରି ରଖିବ l

ଟ୍ରଷ୍ଟ ର କୋଷାଧ୍ୟକ୍ଷ ଶ୍ରୀମତୀ ବିମଳା ଦେବୀ ସୂଚନା ଦେଇ କହିଲେ ଯେ, ସମାଜ ରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ସହ ଯୁବପିଢିଙ୍କୁ ସଂସ୍କାରିତ କରିବା ମଧ୍ୟ୍ୟ ଏହି ଟ୍ରଷ୍ଟ ର ବିଶେଷ ଆଭିମୁଖ୍ୟ l

ଶେଷରେ ସମ୍ପାଦକ ଶ୍ରୀ ଚଇନି  ଧନ୍ୟବାଦ ଅର୍ପଣ କରିବା ସହ  ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ  " ୱାର୍ଲଡ ୱାରସିପ ଫାଉଣ୍ଡେସନ " କାର୍ଯ୍ୟ କରିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like