-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍

21-May-2026



ବଲାଙ୍ଗୀର (ବିନୋଦ ଦୀପ): ପ୍ରତିବର୍ଷ ପରି ଚଳିତ ଶିକ୍ଷା ବର୍ଷ ୨୦୨୬-୨୭ରେ ମଧ୍ୟ ବଲାଙ୍ଗୀର ର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଡି.ଏନ. ଏ ତାର ଉତ୍କର୍ଷତକୁ ଦୋହରାଇଛି।  ଚଳିତ ସି.ଏଚ୍.ଏ.ସି   ପରିଚାଳିତ ଯୁକ୍ତ-୨ ପରୀକ୍ଷାରେ ବଲାଙ୍ଗୀର DNA HIGHER SECONDARY SCHOOL ରେ କୋଚିଙ୍ଗ  ନେଉଥିବା ଛାତ୍ରଛାତ୍ରୀ ମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବଲାଙ୍ଗୀର ପାଇଁ ଗୌରଵ ଆଣି ଦେଇଛନ୍ତି। ମୋଟ ୬୦୦ ମାର୍କ ରୁ DNA ର ମେଧାବୀ ଛାତ୍ର ଆୟୁଷ ରଂଜନ ଥାନାପତି ୫୪୧ମାର୍କ ରଖି ଟପ୍ପର ହୋଇଛନ୍ତି। ସେହିପରି ଅନ୍ୟ ଜଣେ ଛାତ୍ର ସୁବ୍ରତ ମହାପାତ୍ର ୬୦୦ ମାର୍କ ରୁ ୫୫୭ମାର୍କ ରଖି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସାଇନ୍ସ ରେ ଟପ୍ପର ହୋଇଛନ୍ତି। ସେହିପରି କ୍ଷୀରାଵଦୀ ତନୟା ମିଶ୍ର ୫୬୮ ମାର୍କ ରଖି ଆର୍ଟ୍ସ ରେ ଟପ୍ପର ହେବାର ଗୌରଵ ଲାଭ କରିଛନ୍ତି। ସେହିପରି  ଡି ଏନ ଏ ରେ ଅଧ୍ୟୟନରତ ତଥା  ସରକାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀ ଆଲିଶା ତାଣ୍ଡି ୫୨୬ ମାର୍କ ରଖି ସାଇନ୍ସରେ କଲେଜ ଟପ୍ପର ହୋଇଛନ୍ତି। ସମସ୍ତ କୃତୀ ଛାତ୍ରଛାତ୍ରୀ ମାନେ ନିଜର ସଫଳତା ପଛରେ ଡି ଏନ ଏ ଇନଷ୍ଟିଚ୍ୟୁଟ ର  ଗାଇଡାନ୍ସ  ଆଧୁନିକ ଶିକ୍ଷାଦାନ ଶୈଳୀ ର ଶ୍ରେୟ ରହିଛି ବୋଲି କହିଛନ୍ତି। ଦୀର୍ଘ ୧୫ ବର୍ଷ ଧରି +୨ ଆର୍ଟ୍ସ, ସାଇନ୍ସ ଓ କମର୍ସ ଷ୍ଟ୍ରିମ୍  ର ଛାତ୍ରଛାତ୍ରୀ ମାନଙ୍କୁ କୋଚିଂ ଓ ଗୁଣାତ୍ମକ  ଶିକ୍ଷାପ୍ରଦାନ କ୍ଷେତ୍ରରେ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ  ମାନଙ୍କ ପ୍ରଥମ ପସନ୍ଦ ହୋଇଛି ଡି.ଏନ୍.ଏ ଇନଷ୍ଟିଚ୍ୟୁଟ୍। ଆଜି ଏହି ଅବସରରେ ଏହି ଖୁସିର ମୁହୂର୍ତ୍ତ କୁ ପାଳନ କରିବା ପାଇଁ ଡି ଏନ ଏ ର ଗୌରବ ଏହି ତିନି ଶିକ୍ଷାର୍ଥୀ ଙ୍କୁ  ତାଙ୍କର ଉତ୍କର୍ଷତା ଡି ଏନ ଏ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଶିକ୍ଷାନୁଷ୍ଠାନ ର ନିର୍ଦେଶକ ସୁମିତ ଅଗ୍ରୱାଲ ଓ ବିନୀତ ଅଗ୍ରୱାଲଙ୍କ ଦିଗଦର୍ଶନରେ ଏହି ଶିକ୍ଷାନୁଷ୍ଠାନ ବଲାଙ୍ଗୀର ଜିଲ୍ଲାରେ  ଥିବା ଘରୋଇ ଶିକ୍ଷାନୁଷ୍ଠାନ ମାନଙ୍କ ମଧ୍ୟରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିପାରିଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like