-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜିରେ ବିଜେଡି ପକ୍ଷରୁ ନାରୀ ଅଧିକାର ଅଭିଯାନ♦️    ମହାମହିମ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ 

22-May-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଜୁ ଜନତା ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହିଳାଙ୍କୁ ୩୩%ପ୍ରତିଶତ ସଂରକ୍ଷଣ ଦେବାରେ ବିଫଳ, ନାରୀ ନିର୍ଯାତନା କୁ ନିୟନ୍ତ୍ରଣ କରିବାକୁ ଅସମର୍ଥ ଓ ବିଜେପି ସରକାର ବିରୋଧରେ କଣ୍ଟାବାଞ୍ଜି ଜିଆର ପେଲେସ ଠାରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ପୂର୍ବତନ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ତଥା ବିଜେଡି ନେତ୍ରୀ ନିରୁପମା ମାଝୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ନାରୀ ଅଧିକାର ଅଭିଯାନ ସଭାରେ ବଲାଙ୍ଗୀର ଜିଲ୍ଲା ବିଜୁ ଜନତା ଦଳ ସଭାପତି ସରୋଜ ମେହେର, ପୂର୍ବତନ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ଅଜିତ ଯୋଶୀ, କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଯୁବ ନେତା ଗିରିରାଜ ସିଂ ମାଝୀ,ବଲାଙ୍ଗୀର ଜିଲ୍ଲା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଦେବାର ବାରିକ,ବିଜୁ ମହିଳା ଜନତା ଦଳର ରାଜ୍ୟ ଉପ ସଭାନେତ୍ରୀ ଗୋପା ମାହାନନ୍ଦ,ବଲାଙ୍ଗୀର ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଲା ମାଝି,ବିଜେଡ଼ି ନେତ୍ରୀ ପିଙ୍କି ଖର୍ସେଲ ସହ ବିଜେଡି ର ବରିଷ୍ଠ ମହିଳା ନାରୀ ନେତ୍ରୀ ମାନେ ଉପସ୍ଥିତ ଥିଲେ। ରାଜ୍ୟରେ ବଢ଼ୁଥିବା ନାରୀ ନିର୍ଯାତନା, ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ଓ ଏହାକୁ ନିୟନ୍ତ୍ରଣ କରିବାରେ ବିଜେପି ସରକାର ବିଫଳ ହୋଇଥିବା ଅଭିଯୋଗ କରି ବିଜେଡି କର୍ମୀ ଓ ମହିଳା ନେତ୍ରୀମାନେ ପ୍ରତିବାଦ ସଭା କରିଥିଲେ। କଣ୍ଟାବାଞ୍ଜି ସହରରେ ବିଜେଡିର ଶତାଧିକ କର୍ମୀ ଓ ମହିଳା ସମର୍ଥକମାନେ ଏକତ୍ରିତ ହୋଇ ସ୍ଥାନୀୟ ଜିଆର ପେଲେସ ଠାରୁ ରାଲି କରିଥିଲେ। ହାତରେ ବ୍ୟାନର ଓ ପ୍ଲାକାର୍ଡ ଧରି ସରକାର ବିରୋଧରେ ସ୍ଲୋଗାନ ଦେଇଥିଲେ। ନାରୀଙ୍କ ସୁରକ୍ଷା ଦେବାରେ ସରକାର ସଂପୂର୍ଣ୍ଣ ବିଫଳ ବୋଲି ବିଜେଡି ନେତାମାନେ ଅଭିଯୋଗ କରିଥିଲେ।ଆଗାମୀ ଦିନରେ ନାରୀ ସୁରକ୍ଷା ନେଇ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ବିଜେଡି ପକ୍ଷରୁ ସଚେତନ କରାଯାଇଛି। ପରେ ଶୋଭାଯାତ୍ରା କଣ୍ଟାବାଞ୍ଜି ଏନଏସି ଅଫିସ ପହଞ୍ଚିବା ପରେ କାର୍ଯ୍ୟନିର୍ବାହୀ ଅଧିକାରୀ ଛବି ପୋଡ଼ ଙ୍କ ଜରିଆରେ ଏକ ଦାଵିପତ୍ର ମହାମହିମ ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ରେ ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଆଜିର ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେଡି ନେତା ଆଶାଦୁଲା ଖାଁ, ଉଦ୍ଧବ ବେହେରା,ଦୈତାରୀ ଭୋଇ,ଦେବରାଜ ଯାଦବ, ଆଶିଷ ବେହେରା, ରାଜେନ୍ଦ୍ର ଦୀପ,ଲିଙ୍ଗରାଜ ସୁନା, ବିଷ୍ଣୁ ଜୁଏଡ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like