-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜୀବନଶୈଳୀ

ଓଡିଆ ଝିଅ ମିମାଂଶାଙ୍କୁ ଚାରିଆଡ଼େ ପ୍ରଶଂସା: ଜିତିଲେ ଅପେରା ମିସ୍‌ ଇଣ୍ଡିଆ ୨୦୨୧ ର ପ୍ରଥମ ରନର୍ସ ଅପ୍ ଟ୍ରଫି

08-Feb-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ): ଓଡିଶା ପାଇଁ ଗୌରବ ଆଣିଲେ ଓଡ଼ିଆ ଝିଅ ମିମାଂଶା ରଥ। ସେ ଅପେରା ମିସ ଇଣ୍ଡିଆ ୨୦୨୧ର ପ୍ରଥମ ରନର୍ସ ଅଫ୍‌ ଟ୍ରଫି ଜିତିବାର ସୌଭାଗ୍ୟ ପ୍ରାପ୍ତି କରିଛନ୍ତି । ସେ ସମ୍ବଲପୁରସ୍ଥିତ ଅଇଁଠାପାଲି ବାସିନ୍ଦା ଅବସରପ୍ରାପ୍ତ ରିଡର ଆର କେ ରଥ ଓ କାମିନୀ ରଥଙ୍କ କନ୍ୟା। ସଦ୍ୟ ଅନ ଲାଇନରେ ଆୟୋଜିତ ହୋଇଥିବା ସୁନ୍ଦରୀ ପ୍ରତିଯୋଗିତାରେ ୨୦୦ରୁ ଅଧିକ ଜଣ ଅଂଶ ଗ୍ରହଣ କରିଥିବା ବେଳେ ସମସ୍ତଙ୍କୁ ପଛରେ ପକାଇ ଫାଇନାଲ୍‌ରେ ପହଞ୍ଚିଥିଲେ। ସୋ’ ର ମୁଖ୍ୟ ଅନୁଜ ତଥା ନିର୍ଦ୍ଦେଶିକା ମୋନିକା ସମସ୍ତେ ତାଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଥିବା ବେଳେ ଜଜ୍‌ମାନେ ମଧ୍ୟ ତାଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।

ଏକାଧାରରେ ଜଣେ ସଙ୍ଗୀତଜ୍ଞ, ୟୁ ଟ୍ୟୁବର, ଉଦଘୋଷିକା ହେଲେ ମଧ୍ୟ ମଡେଲିଙ୍ଗ ପ୍ରତି ତାଙ୍କର ଥିଲା ଅହେତୁକ ଦୁର୍ବଳତା। ଫ୍ୟାସନ ଦୁନିଆ ତାଙ୍କୁ କୋଳେଇ ନେଇଥିଲା ଏଇ ଲକଡାଉନ୍‌ରେ ଘରେ ବସି ସମସ୍ତେ ସମୟ ଅତିବାହିତ କରୁଥିବାବେଳେ ସେ ସମୟର ସଠିକ ଉପଯୋଗ କରି ନିଜ ଭବିଷ୍ୟତ ଗଢିବାରେ ଲାଗିଥିଲେ। ଏଥିଲାଗି ବାଧାବିଘ୍ନ ଆସିଥିଲା ହେଲେ ସେ ଅଟକି ନଥିଲେ । ନିଜର ଦକ୍ଷତା ରେ ସେ ତିନୋଟି ସୁନ୍ଦରୀ ପ୍ରତିଯୋଗିତା ଯଥାକ୍ରମେ ଅପେରା ମିସ ଇଣ୍ଡିଆ ରେପ୍ରଥମ ରନର୍ସ ଅପ ଓ ମିସ ଡାଇମଣ୍ଡ କୁଇନ, ମିସ ଡ୍ରିମ ସମ୍ବଲପୁର ରେ ରନର୍ସ ଅପ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।

ମୁଁ ପିଲାଦିନୁ ମୋର ଉଚ୍ଚ ଆକାଂକ୍ଷା ପାଇଁ ବିଭିନ୍ନ ପ୍ଲାଟଫର୍ମରେ ଭାଗ ନେବା ନେଇ ଦୃଷ୍ଟି ରଖିଥିଲି। କରୋନା ମହାମାରୀ ମୋ ଜୀବନରେ ଆଶୀର୍ବାଦ ଭାବରେ ଆସିଥିଲା ​​ଏବଂ ମୁଁ ମୋର ଦକ୍ଷତା ଦେଖାଇବା ଏବଂ ମୋର ସ୍ୱପ୍ନକୁ ସାକାର କରିବା ପାଇଁ ସମସ୍ତ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିବା ଆରମ୍ଭ କରିଥିଲି। ମୁଁ ଏହା ହାସଲ କରିବା ପାଇଁ ଏକ ମଡେଲ୍ ଭାବରେ ନିଜକୁ ଗଢ଼ିବାକୁ ଲାଗିଲି |ଦୃଢ ଆତ୍ମବିଶ୍ବାସ ଏବଂ ମୋର ଆଗ୍ରହ ମୋତେ ସର୍ବୋତ୍ତମ ସନ୍ଧାନ କରିବାରେ ସାହାଯ୍ୟ କରିଛି ଏବଂ ମୁଁ ନିଶ୍ଚିତ ଯଦି ମୋତେ ଭବିଷ୍ୟତରେ ସୁଯୋଗ ଦିଆଯାଏ ତେବେ ମୁଁ ଫ୍ୟାଶନ୍ ଇଣ୍ଡଷ୍ଟ୍ରିରେ ଏକ ସକରାତ୍ମକ ପରିବର୍ତ୍ତନ କରିପାରିବି ” ଏହା ମିମାଂଶା ଜଣେଇଛନ୍ତି। |

ଓଡିଶା ପାଇଁ କିଛି କରିବାର ସ୍ୱପ୍ନ ଦେଖିଥିବା ମିମାଂଶା କେବେ ପଛକୁ ନ ହଟି ଫ୍ୟାସନ ଇଣ୍ଡଷ୍ଟ୍ରି ରେ କିଛି ନୂଆ କରିବା ପାଇଁ ସଂକଳ୍ପ ନେଇଛନ୍ତି। ଓଡିଶା ର ଝିଅ ମାନଙ୍କୁ ଅଧିକ ସୁଯୋଗ ମିଳିଲେ ସେମାନେ ବିଶ୍ବସ୍ତରରେ ନିଜର ଆଖ୍ୟା ଅର୍ଜନ କରିପାରିବେ ବୋଲି ତାଙ୍କ ଆଶା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ