-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

*ଗୋରୁ ବେପାରୀଙ୍କ କବଳରୁ ୧୧୨ ଗୋରୁ ଉଦ୍ଧାର, ୧୦ଜଣ ଗିରଫ*

22-May-2026



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ନବରଙ୍ଗପୁର ଜିଲ୍ଲା ପୁଲିସ ୨ଦିନ ଭିତରେ ୧୧୨ ଗୋରୁ ଉଦ୍ଧାର କରିଛି। ଏହି କାରବାରରେ ସମ୍ପୃକ୍ତ ୧୦ ଜଣଙ୍କୁ ଗିରଫ କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଛି। ମୈଦଲପୁର ଓ ପାପଡ଼ାହାଣ୍ଡିରେ ୨ଟି ପୃଥକ୍ ମାମଲା ରୁଜୁ କରାଯାଇଛି । ପାପଡ଼ାହାଣ୍ଡି ଥାନା ପକ୍ଷରୁ କାମତା ପରଜାଗୁଡ଼ା ଗାଁର ମାକ୍ରମ ଜାନୀ(୪୦), ମାରାଲି ଗାଁର ଅନନ୍ତ ଗରଡ଼ା(୪୦), ମେଣ୍ଟ୍ରି ର ମନ ଗୌଡ଼ (୪୦),କାମତାର ତେଲି ବାଗ(୫୦), ଟିମନପୁରର ମାଧବ ପୂଜାରୀ (୬୦), ନୂଆ ପୂଜାରୀଗୁଡ଼ାର ଦୀନବନ୍ଧୁ ବାଗ (୫୦), ପଟାକୋଟର କୃଷ୍ଣ ହରିଜନ (୩୧) ଓ ସାନ କୁମୁଲିର ବିଶାଳ ସୁନା (୩୫)ଙ୍କୁ ଗିରଫ କରାଯାଇଥିବା ବେଳେ ମୈଦଲପୁର ଥାନାରେ ଉତ୍ତରପ୍ରଦେଶ ସାହେଲ କ୍ୟୁରେସୀ(୨୩) ଓ ବିଜୟ ସିଂ ଚୌଧୁରୀ(୬୦)ଙ୍କୁ ଗିରଫ କରାଯାଇଛି। ଏମାନଙ୍କ ପାଖରୁ ୨ଟି ମୋବାଇଲ, ଗୋଟିଏ କଣ୍ଟେନର ଜବତ କରାଯାଇଥିବା ପୁଲିସ କହିଛି। ମୈଦଲପୁର ଥାନାଧିକାରୀ ଯୁଗଳ ଶବରଙ୍କ ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ପାପଡାହାଣ୍ଡି ପୁଲିସ ପାଟ୍ରୋଲିଂ କରୁଥିବା ସମୟରେ ଉପରୋକ୍ତ ୮ଜଣ ଅଭିଯୁକ୍ତ ୮୧ ଗୋରୁଙ୍କୁ ନେଉଥିଲେ । ରାତି ପ୍ରାୟ ୨ଟାରେ ପଟାକୋଟ ଛକ ପାଖରେ ପୁଲିସ ଗୋରୁଙ୍କୁ ଉଦ୍ଧାର କରିଥିଲା। ପ୍ରାଣୀମାନଙ୍କୁ ସ୍ଥାନୀୟ ଗୋ’ଶାଳା ଜିମାରେ ଦିଆଯାଇଛି। ସେହିପରି ବୁଧବାର ରାତି ପ୍ରାୟ ୨ଟା ବେଳେ ଏକ କଣ୍ଟେନର (ଏପି ୩୯ ଟିଜି ୦୬୧୫)ରେ ରାଇଘରରୁ ୩୧ଟି ମଇଁଷିକୁ ଭର୍ତିକରି ପାର୍ବତୀପୁରମ୍ ଚାଲାଣ କରାଯାଉଥିବା ବେଳେ ମୈଦଲପୁର ପୁଲିସ ଚରାମୂଳା ଛକ ନିକଟରେ ଉଦ୍ଧାର କରିଥିଲା। ଉଦ୍ଧାର ମଇଁଷିଗୁଡିକୁ ଅଞ୍ଚଳର ପରିଚୟପତ୍ର ଦାଖଲ ପରେ ମାଲିକଙ୍କୁ ହସ୍ତାନ୍ତର କରାଯିବ ଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like