-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଆମର ସାଂସ୍କୃତିକ ଭାବର ସୁରକ୍ଷା ଜରୁରୀ♦️ ସଂସ୍କୃତି ବିଶ୍ୱବିଦ୍ୟାଳୟ ସ୍ଥାପନ ହେଉ

22-May-2026



ବଲାଙ୍ଗୀର(ପ୍ରେରଣା ଖବର): ଆଧୁନିକତାର ପ୍ରଭାବରେ ଆମର ପାରମ୍ପରିକ ଲୋକକଳା, ସଂସ୍କୃତି ତଥା ପରମ୍ପରା ଧୀରେ ଧୀରେ ହଜିଯାଉଛି। ଆମ ଅଞ୍ଚଳର ସ୍ୱତନ୍ତ୍ରତାକୁ  ଦେଖାଇବାକୁ, ଏହାକୁ ଆମର ପରବର୍ତୀ ପିଢ଼ିକୁ ସମର୍ପି ଦେବାକୁ ବର୍ତମାନ ଠାରୁ ଉଦ୍ୟମ ଜରୁରୀ। ଲୋକକଳାହିଁ ଆମକୁ ପରିଚୟ ଦେଇ ଥିଲା, ଏବେ ଦେଉଛି ଓ ଆଗାମୀ ସମୟରେ ମଧ୍ୟ ଦେବ ବୋଲି ଆଜି ବଲାଙ୍ଗୀରର ଐତିହାସିକ  କୋଶଲ କଳାମଣ୍ଡଳ ପଡିଆରେ ଆୟୋଜିତ ନବମ ଲୋକକଳା ଉତ୍ସବ ୨୦୨୬ ର ଉଦ୍ଘାଟନୀ ସନ୍ଧ୍ୟାର ସାଂସ୍କୃତିକ ସଭାରେ ଆହ୍ୱାନ ଦେଇଛନ୍ତି ଅତିଥି ମାନେ। ବଲାଙ୍ଗୀରର ଦୂଲଦୁଲି କଳା ପରିଷଦ ତରଫରୁ ଆୟୋଜିତ ଏହି ଜାତୀୟ ସ୍ତରର ଉତ୍ସବରେ ଲୋକକଳାର ବିଭିନ୍ନ ସ୍ୱରୂପ ପ୍ରଦର୍ଶନ ଅବସରରେ ଏହି ମତ ପ୍ରକାଶ ପାଇଛି। 
 ଦୂଲଦୁଲି କଳା ପରିଷଦର ସଭାପତି ଅନନ୍ତ  ଦାଶଙ୍କ ସଭାପତିତ୍ୱରେ ଆୟୋଜିତ 

ସାଂସ୍କୃତିକ ସଭାରେ ବରେଣ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ ଓଡିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ କଳାକାର ଗୁରୁଃଶ୍ରୀ ରଞ୍ଜନ କୁମାର ସାହୁ, ମୁଖ୍ୟ ପୃଷ୍ଠପୋଷକ ଚଳଚ୍ଚିତ୍ର ଅଭିନେତ୍ରୀ ବିଦୁସ୍ମିତା ଦାଶ ମନ୍ତ୍ରୀ, ପରିଷଦର ଉପଦେଷ୍ଟା ଶତ୍ରୁଘନ ପାଣିଗ୍ରାହୀ, ପରିଷଦର ପୂର୍ବତନ ଅଧ୍ୟକ୍ଷ ଡ. ସଞ୍ଜୟ କୁମାର ମିଶ୍ର।
ଏହି ଅବସରରେ ଅତିଥିମାନେ ନବମ ଲୋକକଳା ଉତ୍ସବକୁ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ପୂଜା ଅର୍ଚନା କରି ଉଦଘାଟନ କରିଥିଲେ। ପ୍ରତିବର୍ଷ ପରି 

ଚଳିତ ବର୍ଷ ମଧ୍ୟ ଲୋକକଳାର ଅନନ୍ୟ ଶିଳ୍ପୀ ସଂକୀର୍ତନ ଗୁରୁ ପ୍ରସାଦୀ ପୁଟେଲ, ଲୋକ ନାଟକ କଳାକାର ତଥା ଗୁରୁ ନବଦ୍ଵିପ ଚାନ୍ଦ ବେହେରା ଓ  ଦଣ୍ଡ ନୃତ୍ୟଗୁରୁ ଯୁଗେଶ୍ୱର ପାତ୍ରଙ୍କୁ ନବମ ଲୋକକଳା ସମ୍ମାନରେ ସମ୍ମାନିତ କରିଥିଲେ ଅତିଥି ମାନେ।
ସାଂସ୍କୃତିକ ସଭାକୁ ପରିଚାଳନା କରିଥିଲେ ସନ୍ଦୀପ କୁମାର କୁଅଁର। ପରେ ପରେ ଅର୍ଜୁନ ସାହୁଙ୍କ ସଂଯୋଜନାରେ ରାଜ୍ୟ ତଥା ରାଜ୍ୟ ବାହାରର ବହୁ ସାଂସ୍କୃତିକ ଦଳ ବିହୁ, ଘୁଡକା ଓ ଅନ୍ୟ ନୃତ୍ୟ ପରିବେଷଣ କରିଥିଲେ।

  ସୂଚନାଯୋଗ୍ୟ ଯେ ଗତକାଲି ସହସ୍ରାଧିକ କଳାକାର ଓ ବିଭିନ୍ନ ଲୋକନୃତ୍ୟ  ଦଳ ସାଂସ୍କୃତିକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like