-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ସେଣ୍ଟ ଜେଭିୟର୍ସ ପବ୍ଲିକ୍ ସ୍କୁଲର ସମର୍ କ୍ୟାମ୍ପ ‘ଧୂପ୍ ଧମାକା ଅନୁଷ୍ଠିତ

23-May-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସେଣ୍ଟ ଜେଭିୟର୍ସ ପବ୍ଲିକ୍ ସ୍କୁଲର ସମର୍ କ୍ୟାମ୍ପ ‘ଧୂପ୍ ଧମାକା ୨୦୨୬’ର ଉଦଯାପନୀ ଉତ୍ସବ ସ୍ଥାନୀୟ କୋଶଲ କଳା ମଣ୍ଡଳ ପଡିଆ ଠାରେ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ବରେଣ୍ୟ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ ଏବଂ   ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ ଯୋଗଦେଇଥିଲେ।

 ଏହି ଅବସରରେ ଛବିଳ ପ୍ରଧାନ ଓ ଗୋପାଳ ପ୍ରଧାନଙ୍କ ନିର୍ଦେଶନାରେ ଛାତ୍ରଛାତ୍ରୀମାନେ ଏକ ନୃତ୍ୟ-ନାଟିକା ମାଧ୍ୟମରେ ଦେଶର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପିଲାମାନେ ଅତ୍ୟନ୍ତ ସୁନ୍ଦର ଭାବରେ ଏହାକୁ ପ୍ରଦର୍ଶନ କରିଥିଲେ।

ଏହି ପ୍ରଦର୍ଶନ ମାଧ୍ୟମରେ ସମାଜକୁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦିଆଯାଇଛି — ଆଜି ସମସ୍ତେ ଡାକ୍ତର, ଇଞ୍ଜିନିୟର ହେବାକୁ ଚାହୁଁଛନ୍ତି, କିନ୍ତୁ ଦେଶ ପାଇଁ ଜଣେ ସ୍ୱାଧୀନତା ସଂଗ୍ରାମୀ ହେବାର ସ୍ୱପ୍ନ କେହି ଦେଖୁନାହାଁନ୍ତି। ଓଡିଶା ମାଟିର ବୀର ପୁତ୍ର ବୀର ସୁରେନ୍ଦ୍ର ସାଏଙ୍କୁ ମଧ୍ୟ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଭାଗ୍ୟବନ୍ତୀ ରଥ, ଡାଇରେକ୍ଟର ଶ୍ରୀମତୀ ସ୍ୱାତୀ ମିଶ୍ର, ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଫ୍ୟାକଲ୍ଟି ସଦସ୍ୟମାନେ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like