-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବାପି ଓ ଜେପିକୁ ଜାତୀୟ ନିରାପତ୍ତା ଆଇନ୍ ଅଧୀନରେ ଅଟକ ରଖିବାକୁ ନିର୍ଦ୍ଦେଶ

23-May-2026



କଟକ(ତପନ ମହାନ୍ତି ):ତା ୨୩ .୦୫ .୨୦୨୬ ରିଖ – ଜାତୀୟ ନିରାପତ୍ତା ଆଇନ୍ ୧୯୮୦ର ଧାରା ୩ ଅନ୍ତର୍ଗତ ଉପଧାରା (୨) ଅନୁସାରେ ପ୍ରଦତ୍ତ କ୍ଷମତା ବ୍ୟବହାର କରି କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ବାପି ଓରଫ ଜ୍ୟୋତି ସମ୍ରାଟ ପ୍ରହରାଜ ପିତା–ସ୍ଵର୍ଗତ ଶିଶିର ପ୍ରହରାଜ, ଗାଁ–ଝାଡେଶ୍ୱରପୁର, ଥାନା –ଭଦ୍ରେଶ୍ୱର, ଜିଲ୍ଲା–କଟକ ଏବଂ ଜେପି ଓରଫ ଜ୍ୟୋତି ପ୍ରକାଶ ପ୍ରହରାଜ (35) ପିତା–ଶିଶିର କୁମାର ପ୍ରହରାଜ ଗ୍ରାମ–ଝାଡେଶ୍ୱରପୁର ଥାନା–ଭଦ୍ରେଶ୍ଵର ଜିଲ୍ଲା–କଟକଙ୍କୁ ଅଟକ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସର୍ବସାଧାରଣ ଶୃଙ୍ଖଳା ରକ୍ଷାରେ ବିଘ୍ନ ସୃଷ୍ଟି ହେବାର ଆଶଙ୍କା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । 

ଏହାପୂର୍ବରୁ ଆରକ୍ଷୀ ଅଧିକ୍ଷକ, କଟକ ବାପି ଓ ଜେପିଙ୍କୁ ତା ୧୯ .୦୫ .୨୦୨୬ରେ ଜାତୀୟ ନିରାପତା ଆଇନ୍ ଅନୁଯାୟୀ ପଦକ୍ଷେପ ନେବାକୁ ପ୍ରସ୍ତାବ ଦେଇଥିଲେ । ପରେ ରାଜ୍ୟ ସରକାରଙ୍କ ଗୃହ ବିଭାଗର ଆଦେଶ ଅନୁସାରେ ଜାତୀୟ ନିରାପତା ଆଇନ୍ ଅଧୀନରେ ପୁନର୍ବାର ଅଟକ ରଖିବାକୁ ନିର୍ଦ୍ଦେଶ ଦିଆଗଲା । ବର୍ତମାନ ବାପି ଓ ଜେପି ୨୦୨୫ ମସିହାର ଏକ ମାମଲାରେ ଭଦ୍ରେଶ୍ୱର ଥାନା କେସ୍ ନଂ-100, ତା-30.05.2025 ଧାରା-115(2)/ 109(1)/296/351(3)/3(5) BNS ସହିତ ଧାରା 3(1) (i) (r) (s) /3(2) (va) SC / ST (POA) Act,ରେ ଣ୍ଡଳ କାରାଗାର , କଟକ , ଚୌଦ୍ବାର ଠାରେ ନ୍ୟାୟୀକ ହେପାଜତରେ ଅଛନ୍ତି । ଅନ୍ୟାଦେଶ ପର୍ଯ୍ୟନ୍ତ ତାଙ୍କୁ ମଣ୍ଡଳ କାରାଗାର , କଟକ , ଚୌଦ୍ବାର ଠାରେ ଅଟକ ରଖାଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like