-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ନବମ ଲୋକକଳା ଉତ୍ସବ ର ଦ୍ଵିତୀୟ ସନ୍ଧ୍ୟା ♦️ ପାରମ୍ପରିକ ଲୋକକଳାହିଁ ଆମର ପରିଚୟ

23-May-2026



ମନମୋହିଲା ବିହୁ,..

ବଲାଙ୍ଗୀର(ପ୍ରେରଣା ଖବର): ଲୋକକଳା ର ସମୃଦ୍ଧ କ୍ଷେତ୍ର ହେଉଛି ବଲାଙ୍ଗୀର। ଅଞ୍ଚଳ ର କଳାକାରମାନେ ସେହି ଲୋକକଳା କୁ ବଞ୍ଚାଇ ରଖିଛନ୍ତି। ଲୋକ କଳା, ସଂସ୍କୃତି, ବାଦ୍ୟ, ନୃତ୍ୟ  ଆମକୁ ନୂତନ ଉର୍ଜା ପ୍ରଦାନ କରେ। ଏହି  ଉର୍ଜା କ୍ଷେତ୍ର ବଲାଙ୍ଗୀର ର ସ୍ଥିତି ବଜାୟ ରହୁ., କାରଣ ପାରମ୍ପରିକ ଲୋକକଳାହିଁ ଆମର ପରିଚୟ ବୋଲି ଆଜି ବଲାଙ୍ଗୀର ର

ଐତିହାସିକ କୋଶଲ କଳାମଣ୍ଡଳ ପଡିଆରେ ଆୟୋଜିତ ନବମ ଲୋକକଳା ଉତ୍ସବ ୨୦୨୬ ର ଦ୍ଵିତୀୟ ଦିନ ସନ୍ଧ୍ୟା ସନ୍ଧ୍ୟାର ସାଂସ୍କୃତିକ ସଭାରେ ଆହ୍ୱାନ ଦେଇଛନ୍ତି ଅତିଥି ମାନେ। ବଲାଙ୍ଗୀର ର ଦୂଲଦୁଲି କଳା ପରିଷଦ ତରଫରୁ ଆୟୋଜିତ ଏହି ଜାତୀୟ ସ୍ତରର ଉତ୍ସବରେ ଲୋକକଳା ର ବିଭିନ୍ନ ସ୍ୱରୂପ ପ୍ରଦର୍ଶନ ଅବସରରେ ଏହିମତ ପ୍ରକାଶ ପାଇଛି।

ଦୂଲଦୁଲି କଳା ପରିଷଦର ସଭାପତି ଅନନ୍ତ ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ସାଂସ୍କୃତିକ ସଭାରେ ବରେଣ୍ୟ ଅତିଥି ଭାବେ ବରଗଡ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ମୁଖ୍ୟ ପୃଷ୍ଠପୋଷକ ଚଳଚ୍ଚିତ୍ର ଅଭିନେତ୍ରୀ ବିଦୁସ୍ମିତା ଦାଶ ମନ୍ତ୍ରୀ, ରସରାଜ ଅଚ୍ୟୁତ ପୁରୋହିତ, ଏନଏସଡିଏନ ରାମଚନ୍ଦ୍ର ସାହୁ ମଂଚାସୀନ ଥିଲେ। ଏହି ଅବସରରେ ଅତିଥିମାନେ ନବମ ଲୋକକଳା ଉତ୍ସବର ଦ୍ଵିତୀୟ ଦିନରେ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ପୂଜା ଅର୍ଚନା କରି  ସାଂସ୍କୃତିକ ସନ୍ଧ୍ୟାର ଶୁଭାରମ୍ଭ କରିଥିଲେ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକକଳାର ଅନନ୍ୟ ଶିଳ୍ପୀ   କଣ୍ଠଶିଳ୍ପୀ ପଦ୍ମିନୀ ଦୋରା, ଶାଶ୍ୱତ କୁମାର ତ୍ରିପାଠୀ, ଲୋକ ଗୀତ ଶିଳ୍ପୀ କାଳୀ ଚରଣ ବାଗ ଙ୍କୁ ନବମ ଲୋକକଳା ସମ୍ମାନରେ ସମ୍ମାନିତ କରିଥିଲେ

ଅତିଥି ମାନେ। ସାଂସ୍କୃତିକ ସଭାକୁ ପରିଚାଳନା କରିଥିଲେ ସନ୍ଦୀପ କୁମାର କୁଅଁର। ପରେ ପରେ ଅର୍ଜୁନ ସାହୁ, ବୀରେନ୍ଦ୍ର ପାଣ୍ଡେ, ପଙ୍କଜିନୀ ପୋଢ଼, ଲୋପାମୁଦ୍ରା ମିଶ୍ରଙ୍କ ସଂଯୋଜନାରେ ରାଜ୍ୟ ତଥା ରାଜ୍ୟ ବାହାରର ବହୁ ସାଂସ୍କୃତିକ ଦଳ ବିହୁ, ଘୁଡକା, ଢାପ, ଛଉ, କଂସ ଦରବାର, ସଂକୀର୍ତନ ଓ ଅନ୍ୟ ନୃତ୍ୟ ପରିବେଷଣ କରିଥିଲେ। ସନ୍ଧ୍ୟାରେ  ଆକାଶବାଣୀ ଓ ଦୂରଦର୍ଶନ କଳାକାର ମାନେ ଲୋକ ସଂଗୀତ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like