-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିଧାୟିକା ସୋଫିଆ ଫିନ୍ଦୋସଙ୍କ ଜନସମ୍ପର୍କ ପଦଯାତ୍ରା

24-May-2026



କଟକ(ତପନ ମହାନ୍ତି )କଟକ ମହାନଗର ନିଗମ

 

ଅନ୍ତର୍ଗତ ୧୦ ନମ୍ବର ୱାର୍ଡରେ ଜନ ସମ୍ପର୍କ ପଦଯାତ୍ରାକୁ ବିଧାୟିକା ସୋଫିଆ ଫିର୍‌ଦୋସ ଶନିବାର ଶେଷ କରିଛନ୍ତି | ରାମଗଡ଼ ଛକରୁ ଏହି ପଦଯାତ୍ରା ବାହାରି ମାନସିଂପାଟଣା ଦେଇ ମସ୍ତରାମ ନାଥଦେଇ ଶେଖ୍ ବଜାର ଦେଇ ଚଣ୍ଡୀ ଛକ ବାଟେ କେଉଁଝର କଲୋନୀ ଦେଇ କନିକା ଛକଠାରେ ସମାପ୍ତ ହୋଇଥିଲା | ଏହି ପଦଯାତ୍ରାରେ ଅଞ୍ଚଳର ଲୋକଙ୍କ ଘରକୁ ଘର ଯାଇ ସମସ୍ୟା ବୁଝିବା ସହିତ କୁନି କୁନି ପିଲା ମାନଙ୍କୁ ଚକଲେଟ ବାଣ୍ଟିଥିଲେ ଏବଂ ବିଭିନ୍ନ ପୂଜା କମିଟିର ସଭାପତି ଓ ସମ୍ପାଦକମାନେ ବିଧାୟିକାଙ୍କୁ ସମ୍ବଦ୍ଧନା ଜଣାଇଥିଲେ। ପଦଯାତ୍ରା ସମୟରେ ବିଧାୟିକା ୱାର୍ଡବାସୀଙ୍କ ସ‌ହ ସେମାନଙ୍କର ବିଭିନ୍ନ ମୌଳିକ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଲଗାତାର ଡ୍ରେନ ସଫା ନହେବା, ବରିଷ୍ଠ ନାଗରିକଙ୍କର ଭତ୍ତା, ଆବାସ ଯୋଜନାରେ ଘର, ପାନୀୟଜଳ ଓ ବାରମ୍ବାର

 

ବିଦ୍ୟୁତ୍ କାଟ ଭଳି ବିଭିନ୍ନ ସମସ୍ୟା ବିଷୟରେ କହିଥିଲେ। ତୁରନ୍ତ ଏଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବିଧାୟିକା କହିଛନ୍ତି I ବରିଷ୍ଠ ନେତ୍ରୀ ଗିରିବାଳା ବେହେରା ଏଥିରେ ସାମିଲ ହୋଇ ସ୍ଥାନୀୟ ବିକାଶ ଉପରେ ଗୁରୁତ୍ବାରୋପ କରିଥିଲେ I ବିକ୍ରମ ସାମଲ, ନୂତନ ଦାସ, ଆସିଫ ଖାନ, ଅଫସନା ବେଗମ, ପୂର୍ଣ୍ଣିମା ବେହେରା, ରାଜଶ୍ରୀ ପାତ୍ର, ଅଙ୍ଗୁରୀ ବେଗମ, ସଞ୍ଜୟ ଦାସ, ଜଫର ବକ୍ସ, ବସନ୍ତ ନାୟକ, ଯୁଗଳ ସାମଲ ମଧ୍ୟରେ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ | ଏହି ଅବସରରେ ପଦଯାତ୍ରା କମିଟିର ଅଧ୍ୟକ୍ଷ ବିରେନ୍ଦ୍ର ଦାସ, ସେକ ଲିଆକତ ଉଦ୍ଦୀନ ଅହମ୍ମଦ, ଚନ୍ଦନ ଦାସ, ମୀର ମୁଜାଫର ଅଲ୍ଲୀ, ସୁରଜିତ ଦାସ, ସନ୍ତୋଷ ପାତ୍ର, ସେକ ଆବିଦ, ସେକ ଇମତିୟାଜ, ଶୋନୁ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like