-+91-9937148622 |
prerana_bgr@rediffmail.com |
Wednesday 16th September 2026 |
R.N.I. Regd No. ODIODI/2010/46693
Breaking News
25-May-2026
(ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାପାଳ ଓ ଏସ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସିନାପାଲି ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଜିଲ୍ଲାପାଳ ମଧୁସୂଦନ ଦାଶ ଙ୍କ ସହ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଆସିଥିବା ଆପତ୍ତି ଓ ଅଭିଯୋଗ ଶୁଣାଣି କରି ଆବଶ୍ୟକ ପଦକ୍ଷେପ ଉପରେ ଗୁରୁତ୍ୱ ପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଶିବିର ମାଧ୍ୟମ ରେ ଅନେକ ଗୁଡ଼ାଏ ସମସ୍ୟା ତୁରନ୍ତ ସମାଧାନ ହୋଇଥିବା ବେଳେ ଅଞ୍ଚଳବାସୀ ମଧ୍ୟ ଜିଲ୍ଲାପାଳଙ୍କ ପ୍ରତି ଆସ୍ଥା ପ୍ରକଟ କରି ସମସ୍ୟା ସମାଧାନ ବାଟ ଫିଟିଥାଏ। ବୋଲି ପ୍ରକାଶ କରିଛନ୍ତି।