-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ NEET ଲିକ୍ ବିରୋଧରେ ଛାତ୍ର ଆନ୍ଦୋଳନ, ରାଷ୍ଟ୍ରପତିଙ୍କୁ ଦାବିପତ୍ର

25-May-2026



ବଲାଙ୍ଗୀର(ପ୍ରେରଣା ଖବର): NEET ପେପର ଲିକ୍ ଘଟଣାକୁ ନେଇ ବଲାଙ୍ଗୀରରେ ଆଜି ଭାରତୀୟ ବିଦ୍ୟାର୍ଥୀ ମୋର୍ଚ୍ଚା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିରୋଧ ପ୍ରଦର୍ଶନ ହୋଇଛି। ଛାତ୍ରମାନେ “NTA ମୁର୍ଦାବାଦ୍”, “ଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅ” ସ୍ଲୋଗାନ୍ ଦେଇ ଥାଳି ପିଟି ପ୍ରତିବାଦ କରିଥିଲେ।  ମୁଖ୍ୟ ଦାବି: ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା, ୨୩ ଲକ୍ଷ ଛାତ୍ରଙ୍କୁ ୩ ଗୁଣା ଫିସ୍ ଫେରସ୍ତ, ମୃତ ପରୀକ୍ଷାର୍ଥୀଙ୍କ ପରିବାରକୁ

୫୦ ଲକ୍ଷ କ୍ଷତିପୂରଣ, NEET ଛାତ୍ରଙ୍କୁ ନ୍ୟାୟ, ମେଡିକାଲ୍ ନାମଲେଖାରେ OBC, SC, STଙ୍କୁ ସଂଖ୍ୟା ଅନୁପାତରେ ପ୍ରତିନିଧିତ୍ୱ ଏବଂ ‘ଏକ ଦେଶ – ଏକ ଶିକ୍ଷା, ଏକ ଫିସ୍ – ଏକ ପରୀକ୍ଷା’ ବ୍ୟବସ୍ଥା ଲାଗୁ।  

ମୋର୍ଚାର ଜିଲ୍ଲା ସଭାପତି ଉତ୍ତମ ଖମାରୀଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିରଞ୍ଜନ ଡାଙ୍ଗ, ଜ୍ଞାନ ମହାକୁର, ସରୋଜ କୁମାର ମେଶ୍ଵା, ପୂର୍ଣଚନ୍ଦ୍ର ବିଶ୍ୱାଳ, ରାହାସ ବିହାରୀ ଭୋଇ, ସୁଦର୍ଶନ ବୁଡେକ ପ୍ରମୁଖ ଉପସ୍ଥିତ ଥିଲେ।  

ଉତ୍ତମ ଖମାରୀ କହିଲେ, “NEET ଲିକ୍ ପଶ୍ଚିମ ଓଡ଼ିଶାର ଗରିବ ପିଲାଙ୍କ ଡାକ୍ତର ହେବା ସ୍ୱପ୍ନ ଭାଙ୍ଗିଦେଇଛି। NEET ଛାତ୍ର ନ୍ୟାୟ ମାଗନ୍ତି, ଭିକ ନୁହେଁ।” ସରୋଜ ମେଶ୍ଵା କହିଲେ, “ଯେଉଁ ସରକାର ଶିକ୍ଷା-ରୋଜଗାର ଦେଇ ନ ପାରେ, ସେ ସରକାର ନିକମ୍ମା।”  

ମୋର୍ଚା ଚେତାବନୀ ଦେଇଛି: ୧୫ ଦିନରେ ଦାବି ପୂରଣ ନ ହେଲେ ଜିଲ୍ଲାବ୍ୟାପୀ କଲେଜ ବନ୍ଦ ଓ ରାଜରାସ୍ତା ଅବରୋଧ ହେବ।  “ଭାରତୀୟ ବିଦ୍ୟାର୍ଥୀ ମୋର୍ଚା ଜିନ୍ଦାବାଦ୍” ସ୍ଲୋଗାନ୍ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ ପରେ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like