-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଲୋକକଳା ଉତ୍ସବ ଉଦଯାପିତ ମୟୁରଭଞ୍ଜ ର ସାନ୍ତାଳୀନୃତ୍ୟରେ ଝୁମିଲେ ଦର୍ଶକ

25-May-2026



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ହରିଶଙ୍କର କଳା ମଣ୍ଡପ ଠାରେ ଗତ ୨୦ତାରିଖ ଠାରୁ ଦୀର୍ଘ ପଞ୍ଚାଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ୨୧ତମ ଲୋକକଳା ଉତ୍ସବ ରବିବାର ବିଳମ୍ବିତ ରାତିରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ହଜାର ହଜାର ଦର୍ଶକଙ୍କ ସମାଗମରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ସଂନ୍ଧ୍ୟାରେ ଆବାହକ ଦିବ୍ୟଶଙ୍କର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ଦୁଇ ନମ୍ବର ଜିଲ୍ଲାପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ, କଣ୍ଠଶିଳ୍ପୀ ଶାଶ୍ୱତ

ତ୍ରିପାଠୀ,କଳାକାର ଶୁଚିସ୍ମିତା ମହାପାତ୍ର , ସମ୍ପାଦକ ଓମପ୍ରକାଶ ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ  l  ସଦସ୍ୟ ରଞ୍ଜନ କୁମାର ପାତ୍ର ଅତିଥିପରିଚୟ ଓ ଓମପ୍ରକାଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ପରେ ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ପ୍ରାୟୋଜିତ ଡ଼ଃ କୃପାସିନ୍ଧୁ ମହନ୍ତଙ୍କ କାର୍ଯ୍ୟକ୍ରମ “ମହୁଲ ଫୁଲର ବାସନା.. ବନାଇଦିବ ହାର ଆମେ କାନେ ଦେବ ସୁନା”…ମୟୁରଭଞ୍ଜ ର ସାନ୍ତାଳୀ ସଙ୍ଗୀତରେ ଝୁମିଲେ ଦର୍ଶକ  l  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ର ଆଲୋକ ବିଷୋୟୀ ଓ ସାଥୀ କଳାକାରଙ୍କ ପଶୁମୁଖା ନୃତ୍ୟ ସମ୍ପୂର୍ଣ୍ଣ ଭିନ୍ନ ଯାହାକି ଦର୍ଶକଙ୍କ ମଧ୍ୟରେ

ଆବେଗ ସୃଷ୍ଟି କରିଥିଲା  l  ସେହିପରି ଗାୟତ୍ରୀ କଳା ଅନୁଷ୍ଠାନ ରାୟଗଡା ର ଢେମଶା ନୃତ୍ୟ ,ନଟରାଜ କଳା ମନ୍ଦିର ଫୁଲବାଣୀର ଓଡିଶୀ ଓ  କୁଇନାଚ ଏବଂ ଦୀପକ ଜାଲ ଟିଟଲାଗଡର ସମ୍ବଲପୁରୀ ନୃତ୍ୟ ସମେତ ରାଜୁ ନନ୍ଦ ଓ ଟ୍ଵିଙ୍କିଲ ଙ୍କ ଲୋକଗୀତ ହଜାର ହଜାର ଦର୍ଶକଙ୍କ ହୃଦୟକୁ ସ୍ପନ୍ଦିତ କରି ବିଳମ୍ବିତ ରାତିରେ ଉଦଯାପିତ ହୋଇଯାଇଛି l  ମହୋତ୍ସବ କମିଟିର ପୂର୍ଣ୍ଣଚନ୍ଦ୍ର ଖଟୁଆ, ଧର୍ମେନ୍ଦ୍ର ରଣା, ପ୍ରଦୀପ ଦାଶ, ରାଜକିଶୋର ବାଘ, ହରି ରଣା, ନରେନ୍ଦ୍ର ଖଟୁଆ, ଅରୁଣ ରଣା,ମନୋଜ ରାଜହଂସ, ରଞ୍ଜନ କୁମାର ପାତ୍ର, ନବୀନ କୁମାର ନାଏକ, ଅରୁଣ କୁମାର ଖଟୁଆ, ଶରତ କୁମାର ସାହୁ, ସୁଦାମ ମିଶ୍ର,  ପ୍ରେମରଞ୍ଜନ, ବିଶ୍ଵାମିତ୍ର ପାଢୀ, ଅକୃର ସାହୁ,  କୃଷ୍ଣ ପୁଟେଲ  ସମେତ ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like