-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||     

HOME   ଜିଲ୍ଲା

ବିଜେଡି ଛାଡ଼ିବା ସହ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ। ରାଜ୍ୟସଭା ଅଧ୍ୟକ୍ଷ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର

25-May-2026



କଟକ(ତପନ ମହାନ୍ତି)         ଆଜି ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ। 

ଇସ୍ତଫା ପତ୍ର ରେ ଦେବାଶିଷ ଲେଖିଥିଲେ ଯେ ‘ମୁଁ ସର୍ବଦା ଦଳର ସ୍ୱାର୍ଥ ପାଇଁ ନିଜକୁ ଉତ୍ସର୍ଗ କରିଆସିଛି ଏବଂ ବର୍ଷ ବର୍ଷ ଧରି ଅତ୍ୟନ୍ତ ଦୃଢ଼ ବିଶ୍ୱାସ ଏବଂ ପ୍ରତିବଦ୍ଧତାର ସହିତ ଦଳ ପାଇଁ କାମ କରିଆସିଛି। ତଥାପି, ମୁଁ ଅନୁଭବ କରୁଛି ଯେ, ବର୍ତ୍ତମାନ ମୋତେ ଦଳରେ କ୍ରମାଗତ ଭାବେ କୋଣଠେସା କରିଦିଆଯାଉଛି। ଏଥି ସହିତ ଦଳ ମୋ ସେବା ଆବଶ୍ୟକ କରୁନି ବୋଲି ଅନୁଭବ କଲି। ତେଣୁ, ଲୋକଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏହି କଠିନ ନିଷ୍ପତ୍ତି ନେଇଛି।
ଦୀର୍ଘ ଦିନ ଧରି ଦଳ ପ୍ରତି ଅସନ୍ତୁଷ୍ଟ ଥିଲେ ଦେବାଶିଷ। 
-ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି କହି ରୋଷ ଝାଡ଼ିଲେ 
-ବର୍ଷେ ହେଲାଣି ନବୀନ ବାବୁଙ୍କୁ ମୋତେ ଦେଖା କରାଇ ଦେଉ ନଥିଲେ
-ସେ ଭଲ ଭାବେ ଜାଣିଥିଲେ ନବୀନ ବାବୁଙ୍କ ସହ ମୋର ସଂପର୍କ କଣ
-ବିଜେଡିକୁ ସଂଗଠିତ କରିବା ନୁହେଁ, କିପରି ଅଧିକରୁ ଅଧିକ ସସ୍‌ପେଣ୍ଡ କାର୍ଯ୍ୟ
-ନବୀନ ବାବୁ କହିଥିଲେ ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି
-ମାତ୍ର ଟ୍ରଷ୍ଟ ନାଁରେ ବାପା ବିଜୁ ବାବୁ କରିଥିବା ଘର ତାଙ୍କୁ ଦେଇଦେଲେ
-ଏହା ବିଜୁ ବାବୁଙ୍କ ଲିଗାସି ପ୍ରତି ଘୋର ଅପମାନ ଥିଲା- ଦେବାଶିଷ
-ବିଜୁ ବାବୁଙ୍କ ସଂପତ୍ତି ତାମିଲ୍ ଲୋକଙ୍କୁ ଯିବ ମୁଁ ଗ୍ରହଣ କରିପାରୁନି


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026

You Might Also Like