-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ରାଜ୍ୟ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ତାଙ୍କ ପାଦ ଛୁଇଁ ଆଶୀର୍ବାଦ ଘଟଣା ଏବେ ଏକ ଭିନ୍ନ ମୋଡ଼ ନେଉଛି

25-May-2026



 ଏବେ ରାଜନୈତିକ ମହଲରେ ବେଶ୍ ଚର୍ଚ୍ଚା ସୃଷ୍ଟି କରିଛି ଏହି ଘଟଣା 

ଭୁବନେଶ୍ବର(ସମୀର ରଞ୍ଜନ ନାୟକ): ବହୁ ବର୍ଷ ପରେ ଆଜି ହଠାତ୍ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିଲେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଅର୍ଥାତ ୨୦୨୩ ମସିହା ଠାରୁ ସେ ବାଣପୁରରେ ଗିରଫ ହେବା ପରେ ନବୀନଙ୍କ ସହିତ ତାଙ୍କର ସାକ୍ଷାତ ହୋଇପାରି ନ ଥିଲା। ଏହା ପରେ ବିଜେଡିରୁ ବହିସ୍କୃତ ହେବା ଏବଂ ପରବର୍ତ୍ତୀ ସମୟରେ ବିଜେପିରେ ସାମିଲ ହୋଇ ଖୋର୍ଦ୍ଧାରୁ ବିଧାୟକ ହୋଇଥିଲେ ମଧ୍ୟ ଦେଖା ହୋଇ ନ ଥିଲା। ଏପରିକି ବିଧାୟନ ସଭାରେ ମଧ୍ୟ ଭଲ ଭାବେ ସାକ୍ଷାତ ହୋଇପାରି ନ ଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀ ଅବସରରେ ଏକ ଆକର୍ଷଣୀୟ ରାଜନୈତିକ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମକୁ ଯୋଗଦେବାକୁ ଆସୁଥିବା ବେଳେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ତାଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ। ଏହି ଘଟଣା ଏବେ ରାଜନୈତିକ ମହଲରେ ବେଶ୍ ଚର୍ଚ୍ଚା ସୃଷ୍ଟି କରିଛି।ପ୍ରଶାନ୍ତ ଜଗଦ୍ଦେବ କହିଛନ୍ତି ଯେ ତାଙ୍କ ରାଜନୈତିକ ଜୀବନର ଆରମ୍ଭ ସମୟରେ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ଓ ଅବଦାନ ରହିଛି। ତେଣୁ ସେ ନବୀନଙ୍କୁ ସମ୍ମାନ ଜଣାଇ ପାଦ ଛୁଇଁଥିବା କହିଛନ୍ତି। ଏହା ସହିତ ସେ “କକ୍ରୋଚ୍ ଜନତା ପାର୍ଟି”କୁ ମଧ୍ୟ କଟାକ୍ଷ କରି କହିଛନ୍ତି ଯେ, “ଅସରପା ଗୋଟେ ଚଢ଼େଇ ନା ଅସରପା କହିଲେ ଗଣତି ହେବନି। ବହୁତ ପାର୍ଟି ଆସିବେ ଯିବେ, କିଛି ଫରକ ପଡ଼ିବନି।”ସୂଚନାଯୋଗ୍ୟ, ପ୍ରଶାନ୍ତ ଜଗଦ୍ଦେବ ପୂର୍ବରୁ ବିଜୁ ଜନତା ଦଳରେ ଥିଲେ ଏବଂ ଖୋର୍ଦ୍ଧା ଓ ଚିଲିକାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ସେ ବିଜେଡିରୁ ବହିଷ୍କୃତ ହୋଇ ଭାଜପାରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like