-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ଦିଗଶିରା ରେ ସ୍ୱତନ୍ତ୍ର ଗ୍ରାମସଭା ବୈଠକ ଅନୁଷ୍ଠିତ ♦️ ମୌଳିକ ସୁବିଧାରୁ ବଞ୍ଚିତ ଗ୍ରାମବାସୀ

25-May-2026



 ଅଭିଯୋଗ ଆଣିଲେ ପୂର୍ବତନ ୱାର୍ଡ ସଭ୍ୟ ଦୀନବନ୍ଧୁ ସୁନା 

ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଦିଗଶିରା ଗ୍ରାମପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ବୈଠକ ଶୁକ୍ରବାର ବହୁମୂଖୀ ବ୍ୟାନ ଆଶ୍ରୟସ୍ଥଳୀ  ଠାରେ ଅନୁଷ୍ଠିତ ହୋଇଯାଇଛି |ଦିଗଶିରା ସରପଞ୍ଚ କୌଶଲ୍ୟା ମେହେର ଙ୍କ ଅଧକ୍ଷତା ରେ ଏହି ସ୍ୱତନ୍ତ୍ର ଗ୍ରାମସଭା ବୈଠକ ଅନୁଷ୍ଠିତ ହୋଇଥିଲା |ବୈଠକରେ  ଦିଗଶିରା ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ସୁରେଶ କୁମାର ଦୀପ ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିକଶିତ ଗାଁ ବିକଶିତ ଓଡିଶା ଯୋଜନା ରେ ହେଵା କୁ ଥିବା କାମ ସବୁ କିପରି ହାତକୁ ନିଆଯିବ ସେ ଉପରେ ଉପସ୍ଥିତ ଜନସାଧାରଣ ଙ୍କୁ ବୁଝାଇ ଥିଲେ |ବୈଠକରେ ଦିଗଶିରା ଗ୍ରାମପଞ୍ଚାୟତର ୧୧ ଗୋଟି ୱାର୍ଡର ୱାର୍ଡ ସଭ୍ୟା ସଭ୍ୟ ଓ ଜନସାଧାରଣ ଉପସ୍ଥିତଥିଲେ |ଦିଗଶିରା  ଗ୍ରାମପଞ୍ଚାୟତ ଗୋଟିଏ ଗ୍ରାମ କୁ ନେଇ ଗଠନ ହୋଇଛି | ହେଲେ ଗ୍ରାମରେ ଅନେକ ସମସ୍ୟା ଲାଗିରହିଛି | ଏ ନେଇ ପୂର୍ବତନ ୱାର୍ଡ ସଭ୍ୟ ଦୀନବନ୍ଧୁ ସୁନା, ଗ୍ରାମରେ ଡ୍ରେନ କାମ ଶୀଘ୍ର ନ ହେଵା, ଗ୍ରାମ ନିକଟରେ ଥିବା ସର ପୋଖରୀ ରେ ନିର୍ଭର କରୁଥିବା ବେଳେ ଅନେକ ଥର ଅଭିଯୋଗ କରିଥିଲେ ମଧ୍ୟ ଗ୍ରାମପଞ୍ଚାୟତ ସରପଞ୍ଚ ଉକ୍ତ ସର ପୋଖରୀର ପଙ୍କ ଉଦ୍ଧାର ଓ ଗାଧୁଆଘାଟର ମରାମତି ନ କରିବା ଦ୍ଵାରା ଲୋକ ମାନେ ଦୁର୍ଘଟଣାର ଶିକାର ହେବ,ଗ୍ରାମକୁ ପାନୀୟ ଜଳ ଯୋଗାଣ ସମସ୍ୟା ଲାଗିରହିଥିବା, ଗଣ୍ଡାପଡାରେ ଲାଗିଥିବା ୭ଗୋଟି ଷ୍ଟ୍ରିଟ ଲାଇଟ ଅଚଳ ହୋଇ  ଅବସ୍ଥାରେ ଥିବା ବେଳେ ଅଭିଯୋଗ କଲେ ମଧ୍ୟ ମରାମତି ନ କରିବା, ପଡାରେ ଥିବା  କୂଅର ପଙ୍କ ଉଦ୍ଧାର ଓ ମରାମତି ନ  କରିବା,ଗ୍ରାମପଞ୍ଚାୟତକୁ ଆସିଥିବା ୨୦୨୫ -୨୬ ଆର୍ଥିକ ବର୍ଷର  ଗୋଟିଏ ସ୍ଥାନରେ ୧୫ତମ ସିଏଫସି ଅନୁଦାନକୁ ପଞ୍ଚାୟତର ୱାର୍ଡ ସଭ୍ୟା ସଭ୍ୟଙ୍କ ଅଜାଣତରେ ଫାଇଲ ଖୋଲି  ଗ୍ରାମସଭାରେ   ଲିପିବଦ୍ଧ ନ ହୋଇ ତରବରିଆ କାମ କରିବା ଓ କାନ୍ଥ ଉପରେ ସୂଚନା ଫଳକ ତିଆରି କରିବା ଏବଂ  ଗ୍ରାମ ପାଣ୍ଠିରେ ଗ୍ରାମର ଚାରି ପାର୍ଶ୍ୱ ରାସ୍ତାଘାଟ ସଫେଇ କରାଯାଇ ଥିବା ବେଳେ ତାହା ବିଭାଗୀୟ ଯନ୍ତ୍ରୀ ଙ୍କୁ ପଞ୍ଚାୟତ ଅନୁଦାନ ରେ ଫାଇଲ ଖୋଲି ଵିଲ ତିଆରି କରିବା ପାଇଁ ଯନ୍ତ୍ରୀ ଙ୍କୁ ବାରୂମ୍ବାର ସରପଞ୍ଚଙ୍କ ସ୍ୱାମୀ ଲବ ମେହେର ନିଜ ମନ ଇଚ୍ଛା   କାର୍ଯ୍ୟ କରୁଥିବା ନେଇ ପୂର୍ବତନ ୱାର୍ଡ ସଭ୍ୟ ଦୀନବନ୍ଧୁ ସୁନା ବୈଠକରେ ଅଭିଯୋଗ ଆଣିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ଗ୍ରାମସଭା ବୈଠକ ରେ ଏଡିଇଓ ଐଶ୍ୱରୀୟଶ୍ୱର ଡାଙ୍ଗ, ଯୋଗାଣ ସହାୟକ ଜଗମୋହନ ଦାସ,ରୁକୁଣୀ ଦଣ୍ଡସେନା,ସହଦେଵ ପଧାନ, ଆନନ୍ଦ ମେହେର,ସୁରେଶ ବାଗ, ମହାଦେବ ସାଗର ,ପବିତ୍ର ଦଣ୍ଡସେନା, ମନୋଜ ପୁଟେଲ,ମାନେଶ୍ଵର ସେଠୀ,ରମେଶ ଭୋଇ,ନିମେଇ ପଧାନ, ବୁଧୁ ପୁଟେଲ, ଆଶିଷ ପଧାନ ସହ ଗ୍ରାମବାସୀ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like