-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ଇଗନୋ ଵିଇଡି ଶିକ୍ଷାର୍ଥୀ ମାନଙ୍କ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ

25-May-2026



ଜାମସେଦପୁର(ଝାଡ଼ଖଣ୍ଡ):ଝାଡ଼ଖଣ୍ଡ ରାଜ୍ୟର ଜାମସେଦପୁର ସହରର  ଜାମ ସେଦପୁର ମହିଳା ବିଶ୍ୱବିଦ୍ୟାଳୟରେ  IGNOU BEd ପ୍ରଥମ ବର୍ଷର ୧୨ଦିନିଆ କାର୍ଯ୍ୟଶାଳା-୧ ମେ ୧୧ ରୁ ମେ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟଶାଳା ସଂଯୋଜିକା ଡ଼ା ତ୍ରିପୁରା ଝା ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଷୟ ବିଶାରଦମାନଙ୍କ ଅଧ୍ଯକ୍ଷତାରେ ଅତ୍ୟନ୍ତ କୁଶଳତାର ସହିତ ସମାପନ ହୋଇଥିଲା ।ଉକ୍ତ କର୍ମଶାଳାରେ ଓଡ଼ିଶାରୁ ୧୧ଜଣ ବିଇଡି ଶିକ୍ଷାର୍ଥୀ  ରାଜେଶ ସୁନା, ଲଳିତ 

ମୋହନ ନାଗ, ଦିଲିପ କୁମାର ନାଗ, ମନୋରଞ୍ଜନ ମଲିକ, ରାଜୀବଲୋଚନ ଦନ୍ତା, ରଞ୍ଜିତ୍ ପଟେଲ, ଦୁଷ୍ମନ୍ତ ମାଝୀ, ହୃଷିକେଶ ତନ୍ତୀ, ଫିରୋଜ ମାହାତୋ ଓ ଗୋବର୍ଦ୍ଧନ ସୁନା ଆଦି ଯୋଗଦେଇ ସଫଳତାର ସହିତ କାର୍ଯ୍ୟଶାଳାକୁ ସମାପନ କରି ଥିଲେ। ଡଃ ତ୍ରିପୁରା ଝାଙ୍କ ନେତୃତ୍ୱରେ ତୁଳସୀ ଭବନରେ ଝାଡ଼ଖଣ୍ଡର ସ୍ୱାଧୀନତା ସଂଗ୍ରାମୀ  ଭଉଣୀ "ଫୁଲୋ ଜାନୋ"ଙ୍କ ସ୍ମୃତିରେ ଏକ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା, ଯେଉଁ ଥିରେ ଓଡିଶା ପ୍ରତିଭାଗୀମାନେ ଉତ୍ସାହର ସହିତ

ରକ୍ତଦାନ କରିଥିଲେ । ସମ୍ମାନିତ ଅତିଥି ସ୍ଥାନୀୟ ବିଧାୟକ ତଥା ବହୁ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ରହି ଉତ୍ସାହିତ କରି ଥିଲେ। ଅନ୍ୟମାନଙ୍କ ମଧ୍ଯରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଗୁରୁଜନ ମାନେ ଶିକ୍ଷାଦାନ ସହ ଆଶୀର୍ବାଦ କରି ଭଲ କାମ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ବିଦାୟକାଳୀନ ସଭା ଅନୁଷ୍ଟିତ ହୋଇଥିଲା  ଏବଂ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ରିସୋର୍ସ ପର୍ସନଙ୍କୁ  ଉପହାର ପ୍ରଦାନ କରା ଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ବିଜେତା ମେମ୍, ପ୍ରିୟଙ୍କା ମେମ୍, ଇନ୍ଦୁ ମେମ୍ ଓ ସଞ୍ଜିବନୀ ମେମ୍  ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like