-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||     

HOME   ଜିଲ୍ଲା

ସାରସ୍ଵତ ପରିବେଶ ମଧ୍ୟରେ କୁଆଁରୀଆ ଠାରେ ନୟାଗଡ଼ ସାହିତ୍ୟ ଉତ୍ସବ ଅନୁଷ୍ଠିତ

08-Feb-2021



ନୟାଗଡ଼(ପ୍ରଦୀପ କୁମାର ପଣ୍ଡା): ସାହିତ୍ୟ ସମାଜ ଗଠନରେ ମୁଖ୍ୟ ଭୂମିକା ଲିଭାଇଥାଏ | ସାହିତ୍ୟ ଭରି ଦେଇଥାଏ ଜୀବନ ର ଚଲା ପଥରେ ସୁଖଦୁଃଖ ର ଆସର | ସାହିତ୍ୟ ସୃଷ୍ଟି କରିଥାଏ ପ୍ରେମ | ସାହିତ୍ୟ ଯୋଡି ଦିଏ ଭଙ୍ଗା ହୃଦୟ | ସାହିତ୍ୟ ହିଁ ସତ୍ୟ, ଶିବ ଏବଂ ସୁନ୍ଦର | ନୟାଗଡ ଜିଲ୍ଲାର ପ୍ରଥମ "ସାହିତ୍ୟ ଉତ୍ସବ" ଦଶପଲ୍ଲା କୁଆଁରୀଆ ଜଳ ଭଣ୍ଡାର ନିକଟରେ ଅନୁଷ୍ଠିତ ହୋଇଥିବା ବେଳେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼. ଅରୁଣ କୁମାର ସାହୁ ଉଦଘାଟକ ଭାବେ ଯୋଗ ଦେଇଥିଲେ | ସାହିତ୍ୟ ଜୀବନରେ ମହୁ ଭରିଦିଏ, ମଣିଷ ଭିତରେ ମଣିଷପଣିଆ କୁ ଉଜ୍ଜୀବିତ କରେ ସାହିତ୍ୟ, ସାହିତ୍ୟ ବିପ୍ଳବ କରେ, ହୃଦୟ କୁ ଯୋଡିବାକୁ ସାହିତ୍ୟ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି କହିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସାହୁ | ଏହି ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି ବିଶିଷ୍ଠ କବି ଓ ଚିନ୍ତକ ହର ପ୍ରସାଦ ଦାଶ କହିଲେ ରାଜନୀତି ଏବଂ ସାହିତ୍ୟ ଭିତରେ ଅଛି ଏକ କ୍ଷୁଦ୍ର ସମ୍ପର୍କ | ମୁଖ୍ୟବକ୍ତା ବରିଷ୍ଠ କଥା ଶିଳ୍ପୀ ଏବଂ ଶିଶୁ ସାହିତ୍ୟିକ ଡ଼. ଦାଶ ବେନୁହର କହିଲେ ଅତୀତ କୁ ବର୍ତମାନ ସହିତ ଯୋଡି ଭବିଷ୍ୟତ ର କଥା କହିଥାଏ ସାହିତ୍ୟ | ସମ୍ମାନିତ ଅତିଥି ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡି ସଭାପତି  ରମେଶ ଚନ୍ଦ୍ର ବେହେରା ନିଜ ନିର୍ବାଚନ ମଣ୍ଡଳୀରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିବାରୁ  ଖୁସି ବ୍ୟକ୍ତ କରିଥିଲେ |  ଉଦଘାଟନୀ ସଭାରେ ଅଧକ୍ଷତା  କରିଥିଲେ କଥାକାର ତଥା ତ୍ରୟମାସିକ ପତ୍ରିକା "ଅକ୍ଷ " ର ସମ୍ପାଦକ ହାଡିବନ୍ଧୁ ମହାକୁଡ଼ | ପେନ ଇନ ବୁକ୍ସ ଅଧ୍ୟକ୍ଷ ତଥା କଥାକାର ଶୁଭ୍ରାଂଶୁ ପଣ୍ଡା ସ୍ୱାଗତ ଭାଷଣ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ | ଉକ୍ତ ଉତ୍ସବରେ ବିଭିନ୍ନ ଆଲୋଚନା  ଏବଂ ପ୍ରଶ୍ନ ଉତ୍ତର ଅଧିବେଶନ  ତଥା "ସାହିତ୍ୟ ର ସୀମା" "ଓଡ଼ିଆ ନାଟକ ର ମରୁଡି" "ସାହିତ୍ୟ ର ଆଧାର ବ୍ୟକ୍ତି ନା ବିଶ୍ୱ" "ନୟାଗଡ଼ ର ସାହିତ୍ୟ" ଶୀର୍ଷକ କୁ ନେଇ ସମପାନ ଓ ପରେ ବ୍ୟଙ୍ଗ କବିତା ଆସର ଶେଷ ମଞ୍ଚ ବେଶ ମନ ମୁଗ୍ଧକର ପରିବେଶ ସୃଷ୍ଟି କରିଥିଲା | ଏହି ଉତ୍ସବରେ ପ୍ରାୟ ଚାରିଶହରୁ ଉର୍ଦ୍ଧ କବି ଏବଂ ଲେଖକ  ଯୋଗ ଦେଇଥିଲେ | ଏହି ଉତ୍ସବ ରେ ତ୍ରୟମାସିକ ପତ୍ରିକା "ଅକ୍ଷ", ବ୍ୟଙ୍ଗ ପତ୍ରିକା "ଉତ୍କଳ ଘଣ୍ଟ", ଗଳ୍ପ ସଂକଳନ "କେବଳ କଥା" ସମେତ ଅନେକ ପୁସ୍ତକ ଉନ୍ମୋଚନ କରିଥିଲେ ଅତିଥି ମାନେ | କବି ଡ଼. ମୃତ୍ୟୁଞ୍ଜୟ ରଥ ମଂଚ ସଞ୍ଚାଳନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026

You Might Also Like