-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

*ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୯ଟି ଦରଖାସ୍ତ ଗ୍ରହଣ*-

25-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୯ (ଅଣସ୍ତରି) ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୫୨ (ବାଉନ)ଟି ବ୍ୟକ୍ତିଗତ ଓ ୧୫ (ପନ୍ଦର)ଟି ସାମୁହିକ ଦରଖାସ୍ତ ଥିଲା, l ଗୋଟିଏ ଦରଖାସ୍ତ ମୁଖ୍ୟ ମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଥିବା ବେଳେ, ଆଉ ଏକ ଦରଖାସ୍ତ ରେଡ କ୍ରସ ସହାୟତା ପାଇଁ ରହିଥିଲା ଏବଂ ଗୋଟିଏ ଦରଖାସ୍ତ ର ତୁରନ୍ତ ସମାଧାନ ହୋଇଥିଲା ।
ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ସରପଞ୍ଚ ଶ୍ରୀ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସିନ ଥିଲେ ।
ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଡୁଙ୍ଗରିପାଲି ଶ୍ରୀ ସଂଜୀବ କୁମାର ସାହୁ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜଣ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like