-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୁଦୁଳ। ରେ ଜିଲ୍ଲା ସ୍ତରୀୟ ଧାନମଣ୍ଡି ଉଦଘାଟନ

25-May-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବୁଦୁଲା ଗ୍ରାମ ର ଫ୍ୟାକ୍ସ ଠାରେ ଜିଲ୍ଲା ସ୍ତରୀୟ ଧାନମଣ୍ଡି ଉଦଘାଟନ ହୋଇ ଯାଇଛି l ଏଥିରେ ପେସ୍କ ସଭାପତି ଚିନ୍ତାମଣି ଭୋଇ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଗୌରବ ଶିବାଜି ଇସଲୱାର ଯୋଗଦେଇ ପ୍ରଥମେ ମା ଲକ୍ଷ୍ମୀ ଙ୍କ ଫଟୋ ଚିତ୍ରରେ ଧୂପଦୀପ ଦେଇ ପୂଜା ଅର୍ଚନା କରି ଶୁଭ।ରମ୍ଭ କରିଥିଲେ ।ଉପସ୍ଥିତ ଚିଫ ସି ଏସ ଓ ରଞ୍ଜନ ପଣ୍ଡା , ଏ ଆର୍ ସି ଏସ ଗବେରେନ୍ ସୁରେନ୍ , ବି ଡି ଓ ମହାପାତ୍ର କୁଲଦୀପ ମହାନ୍ତି, ସି ଡି ଓ ଧୀରେନ୍ଦ୍ର ସିଂହ ବରିହା , ତହସିଲଦାର ନବୀନ କିଶୋର ପାଢ଼ୀ, ଡି ଆଇ ପି ଆର୍ ଓ ଲକ୍ଷ୍ମୀ ସକିଆ, ବିଏମ୍ ରାଜ ଗୋପାଳ ମିଶ୍ର , ସୂପରଭାଇଯାର ସଚ୍ଚିଦାନନ୍ଦ ନାୟକ ପ୍ରମୁଖ ଅଧିକାରୀ ମାନେ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ମଣ୍ଡି ଉଦଘାଟନ ଉତ୍ସବ ରେ 78 ଜଣ ଚାଷୀ ଧାନ ବିକ୍ରୟ ପାଇଁ ଟୋକନ୍ ଆସିଥିବା ବେଳେ 2898 କ୍ଵିଣ୍ଟାଲ 72 କେ ଜି ଧାନ କ୍ରୟ କରାଯାଇଛି ଏବଂ 535 ଜଣ ଚାଷୀ ଙ୍କ ନାମ ପଞ୍ଜିକରଣ କରାଯାଇଅଛି। ଏହିପରି 438 ଜଣଙ୍କ ଅଫିସିଆଲି ଭାବେ ଭେରିଫିକେସନ  କରାଯାଇ ଅଛି । ଜିଲ୍ଲାପାଳ ପେକ୍ସ ଅଞ୍ଚଳ ବୁଲି ଦେଖିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ଡି ଆର୍ ସି ଏସ ରବୀନ୍ଦ୍ର କୁମାର ପଣ୍ଡା , ସମ୍ପାଦକ ଅଶ୍ଵିନୀ ଗଡତିୟ।, ଆର୍ ଏମ ସି ସମ୍ପାଦକ ବଳରାମ ଜେନା ଉପସ୍ଥିତ ରହିବା ସହିତ ଶତାଧିକ ଚାଷୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like