-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

IPS ଦୟାଲ ଗଙ୍ଗଓ୍ୱାରଙ୍କ ବଦଳି, ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ

26-May-2026



ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ ):ଓଡ଼ିଶା ସରକାର ବରିଷ୍ଠ IPS ଅଧିକାରୀ ଦୟାଲ ଗଙ୍ଗୱାରଙ୍କର ବଦଳି କରି ତାଙ୍କୁ ଗୃହ ବିଭାଗରେ OSD (Officer on Special Duty) ଭାବେ ନିଯୁକ୍ତ କରିଛନ୍ତି। ଏହି ବଦଳି ରାଜ୍ୟ ପ୍ରଶାସନିକ ମହଳରେ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷ କରି ବାଲିଅନ୍ତାରେ ଘଟିଥିବା ସୌମ୍ୟ ହତ୍ୟାକାଣ୍ଡ ପରେ ଦୟାଲ ଗଙ୍ଗୱାରଙ୍କ ନାମ ବିବାଦରେ ଆସିଥିବାରୁ ଏହି ବଦଳିକୁ ନେଇ ବିଭିନ୍ନ ମହଳରେ ନାନା ଆଲୋଚନା ହେଉଛି।ବାଲିଅନ୍ତା ଅଞ୍ଚଳରେ ଭିଡ଼ ହିଂସାର ଶିକାର ହୋଇ ପ୍ରାଣ ହରାଇଥିବା ଯୁବକ ସୌମ୍ୟଙ୍କ ମୃତ୍ୟୁ ଘଟଣା ସାରା ରାଜ୍ୟରେ ଚର୍ଚ୍ଚା ସୃଷ୍ଟି କରିଥିଲା। ଘଟଣା ପରେ ସୌମ୍ୟଙ୍କ ମାଆ ସାମ୍ବାଦିକ ସମ୍ମିଳନୀରେ ଦୟାଲ ଗଙ୍ଗୱାରଙ୍କ ନାମ ନେଇ ଗୁରୁତର ଅଭିଯୋଗ କରିଥିଲେ। ସେ କହିଥିଲେ ଯେ, ତାଙ୍କ ପୁଅ ଦୀର୍ଘଦିନ ଧରି ମାନସିକ ଚାପରେ ଥିଲେ ଏବଂ ସେହି ଚାପ ପଛରେ ଦୟାଲ ଗଙ୍ଗୱାରଙ୍କ ଭୂମିକା ଥିବା ନେଇ ସେ ସନ୍ଦେହ ପ୍ରକାଶ କରିଥିଲେ। ତେବେ ଏହି ଅଭିଯୋଗର ସତ୍ୟତା ନେଇ କୌଣସି ସରକାରୀ ସ୍ତରରେ ସ୍ପଷ୍ଟ ପ୍ରମାଣ ସାମ୍ନାକୁ ଆସିନାହିଁ।ତେବେ ଏସବୁ ଭିତରେ ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ୱାରଙ୍କୁ ବଦଳି କରାଯାଇଛି । ଦୟାଲ ଗଙ୍ଗୱାରଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି । ଦୟାଲ ଗଙ୍ଗଓ୍ୱାରଙ୍କ ବଦଳି ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like