-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ କିରାଣୀ ଚିନ୍ତାମଣି ଷଡ଼ଙ୍ଗୀ ଙ୍କ ପରଲୋକ,ଶିକ୍ଷା ମହଲରେ ଶୋକର ଛାୟା

26-May-2026



ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗୀର ସହର ଗାନ୍ଧୀନଗର ପଡ଼ା ବାସିନ୍ଦା ତଥା ଶିକ୍ଷା ବିଭାଗର ଅବସରପ୍ରାପ୍ତ କିରାଣୀ ଚିନ୍ତାମଣି ଷଡ଼ଙ୍ଗୀ ଙ୍କର ୭୩ବର୍ଷ ବୟସରେ ପରଲୋକ ଘଟିଛି।ତାଙ୍କ ବିୟୋଗ ଖବର ପ୍ରକାଶ ପାଇବା ପରେ ଶିକ୍ଷା ମହଲ ସହ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଛି। ସ୍ବର୍ଗତ ଷଡ଼ଙ୍ଗୀ ନିଜର ଦୀର୍ଘ କର୍ମମୟ ଜୀବନରେ ଜୟପାଟଣା,ପାଟଣାଗଡ, ବଲାଙ୍ଗୀର,ସୋନପୁର ଓ ଦେଓଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ରେ କିରାଣୀ ଭାବେ କାର୍ଯ୍ୟ କରି ସୁନାମ ଅର୍ଜନ କରିଥିଲେ। କର୍ତ୍ତବ୍ୟନିଷ୍ଠା, ସରଳ ବ୍ୟବହାର ଓ ସହଯୋଗୀ ମନୋଭାବ ପାଇଁ ସେ ସମସ୍ତଙ୍କ ନିକଟରେ ପ୍ରିୟ ଥିଲେ।ପରେ ଦେଓଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟରୁ ସେ ବ୍ଲକ ଆକାଉଣ୍ଟାଣ୍ଟ ଭାବେ ଅବସର ଗ୍ରହଣ କରିଥିଲେ।ତାଙ୍କ ପରିବାରରେ ତାଙ୍କ ଧର୍ମପତ୍ନୀ ସେବତୀ ଷଡ଼ଙ୍ଗୀ,ପୁଅ ଜିତେନ୍ଦ୍ର, ବୋହୂ ଅନିତା,ଝିଅ ସୁଷମା ଓ ସୁନିତାଙ୍କ ସହ ନାତୁଣୀ ସାନବିକା ଓ ଆରୋନି ରହିଛନ୍ତି। ତାଙ୍କ ବିୟୋଗରେ ପରିବାରବର୍ଗ ତଥା ଆତ୍ମୀୟସ୍ୱଜନ ଗଭୀର ଶୋକ ପ୍ରକାଶ କରିଥିବା ବେଳେ ବହୁ ଶିକ୍ଷକ, କର୍ମଚାରୀ,କିରାଣୀ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।ସ୍ଥାନୀୟ ବିଭୁତି ପଡ଼ା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।ପୁଅ ଜିତେନ୍ଦ୍ର ମୁଖାଗ୍ନି ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like