-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||     

HOME   ଜିଲ୍ଲା

ମେଧାବୀ ଛାତ୍ରୀକୁ ଉପହାର ଦେଇ ଜନ୍ମ ଦିନ ପାଳନ କଲେ ଶିକ୍ଷକ ଦେବଦତ୍ତ

26-May-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ୫୪୫ ମାର୍କ ରଖି ଜଣେ ମେଧାବୀ ଛାତ୍ରୀ ସାରା ବିନିକା ଅଞ୍ଚଳ ପାଇଁ ଗୌରବ ଆଣିଥିବାରୁ ଶିକ୍ଷକ ତଥା ସାମାଜିକ କର୍ମୀ ଦେବଦତ୍ତ ଆଜି ତାଙ୍କ ଜନ୍ମଦିନରେ ଉପହାର ଦେଇ ଜନ୍ମ ଦିନ ପାଳନ କରିଛନ୍ତି ।ବିନିକା ବ୍ଲକ ଅନ୍ତର୍ଗତ ସିନ୍ଦୂରପୁର ଗ୍ରାମର ଦିନ ମଜୁରିଆ ରଞ୍ଜିତ ବାଘ ଓ ଜୟନ୍ତୀ ବାଘଙ୍କ ଝିଅ ହରପ୍ରିୟା ବାଘ ଚଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ସର୍ବମୋଟ ୬୦୦ରୁ ୫୪୫ ମାର୍କ ଅର୍ଥାତ ୯୦.୮୩ ପ୍ରତିଶତ ରଖି ଅଞ୍ଚଳ ପାଇଁ ଗୌରବ ଆଣିଥିବାରୁ ଆଜି ବିନିକା ସେଣ୍ଟ ଭ୍ୟାଲି ହାଇସ୍କୁଲର ଶିକ୍ଷକ ତଥା ସାମାଜିକ କର୍ମୀ ଦେବଦତ୍ତ ପଣ୍ଡା ତାଙ୍କ ଘରକୁ ଯାଇ ନୋଟ ଖାତା ଓ କଲମ ଉପହାର ପ୍ରଦାନ କରି ନିଜ ଜନ୍ମଦିନକୁ ପାଳନ କରିଛନ୍ତି ।ସୂଚନା ଯୋଗ୍ୟଯେ ଛାତ୍ରୀ ହରପ୍ରିୟା ଘରର ଆର୍ଥିକ ସ୍ଥିତିର ସୁଧାର ପାଇଁ ଓ ବାପା ମାଆଙ୍କ ମୁହଁରେ ହସ ଫୁଟାଇ ନେଇ ନିଜେ କଠିନ ପରିଶ୍ରମ କରି ପାଠ ପଢି ଏହି ସଫଳତା ଆଣିଥିବା ପ୍ରକାଶ କରିଛନ୍ତି ।ହରପ୍ରିୟାଙ୍କ ସଫଳତାରେ ଖୁସି ହୋଇ ଶିକ୍ଷକ ଦେବଦତ୍ତ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026
  ଜିଲ୍ଲା  
ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   02-Nov-2026
  ଜିଲ୍ଲା  
ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   02-Nov-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026

You Might Also Like