-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

କହାକୁ ମିଳିବ କେଉଁ ମନ୍ତ୍ରୀପଦ ସେନେଇ ଚାଲିଛି ଚର୍ଚ୍ଚା ♦️ ତେବେ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ନେଇ ବଢିଛି ଚର୍ଚ୍ଚା

26-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଯେକୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ। ମନ୍ତ୍ରିମଣ୍ଡଳର କଳେବର ବୃଦ୍ଧି ନୁହେଁ, ବରଂ ବିଭିନ୍ନ ନିଗମ ଓ ବୋର୍ଡର ଅଧ୍ୟକ୍ଷ ପଦବୀ ପାଇଁ ମଧ୍ୟ ଚୟନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଦଳ ଓ ସରକାରଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଉପରେ ବିଚାର ବିମର୍ଶ ଚାଲିଛି।ସେହିପରି ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ସମ୍ପ୍ରସାରଣ ମୁଖ୍ୟମନ୍ତ୍ରୀଙ୍କ  ଅଧିକାର। ଯେହେତୁ ଆବଶ୍ୟକତା ଅଛି, କିଛି ପଦବୀ ବି ଫାଙ୍କା ଅଛି, ମୁଖ୍ୟମନ୍ତ୍ରୀ ଯେବେ ଚାହିଁବେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ କରିପାରିବେ। ଯଦି କେଉଁ ନୂଆ ସଦସ୍ୟଙ୍କୁ ଯୋଡିବାକୁ ଚାହିଁବେ ତାହା ମଧ୍ୟ କରିପାରିବେ। କିନ୍ତୁ ମୁଖ୍ୟମନ୍ତ୍ରୀ ଯେତେବେଳେ ଚାହିଁବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରିବେ ।ଏହା ସହ ସେ କହିଛନ୍ତି, ମନ୍ତ୍ରିମଣ୍ଡଳ ବିସ୍ତାର ପାଇଁ ଦଳ ଓ ସରକାର ପକ୍ଷରୁ ଚୟନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହା ସହିତ ନିଗମ ଓ ବୋର୍ଡରେ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଚାଲୁ ହୋଇଥିବା ସେ ଉଲ୍ଲେଖ କରିଛନ୍ତି।ଯେକୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ। ମନ୍ତ୍ରିମଣ୍ଡଳର କଳେବର ବୃଦ୍ଧି ନୁହେଁ, ବରଂ ବିଭିନ୍ନ ନିଗମ ଓ ବୋର୍ଡର ଅଧ୍ୟକ୍ଷ ପଦବୀ ପାଇଁ ମଧ୍ୟ ଚୟନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଦଳ ଓ ସରକାରଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଉପରେ ବିଚାର ବିମର୍ଶ ଚାଲିଛି।ଏହା ସହ ସେ କହିଛନ୍ତି, ମନ୍ତ୍ରିମଣ୍ଡଳ ବିସ୍ତାର ପାଇଁ ଦଳ ଓ ସରକାର ପକ୍ଷରୁ ଚୟନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହା ସହିତ ନିଗମ ଓ ବୋର୍ଡରେ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଚାଲୁ ହୋଇଥିବା ସେ ଉଲ୍ଲେଖ କରିଛନ୍ତି।ସେହିପରି ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ସମ୍ପ୍ରସାରଣ ମୁଖ୍ୟମନ୍ତ୍ରୀଙ୍କ  ଅଧିକାର। ଯେହେତୁ ଆବଶ୍ୟକତା ଅଛି, କିଛି ପଦବୀ ବି ଫାଙ୍କା ଅଛି, ମୁଖ୍ୟମନ୍ତ୍ରୀ ଯେବେ ଚାହିଁବେ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ କରିପାରିବେ। ଯଦି କେଉଁ ନୂଆ ସଦସ୍ୟଙ୍କୁ ଯୋଡିବାକୁ ଚାହିଁବେ ତାହା ମଧ୍ୟ କରିପାରିବେ। କିନ୍ତୁ ମୁଖ୍ୟମନ୍ତ୍ରୀ ଯେତେବେଳେ ଚାହିଁବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like