-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

26-May-2026



 

ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ  ସଭାଗୃହ ଠାରେ ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଏଥିରେ ବି ଡି ଓ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ସଭାପତିତ୍ବ  ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଲ ଗୌରବ ଶିବାଜି ଇସଲ ୱର , ଅତି ରିକ୍ତ ଜିଲ୍ଲା ପାଲ ଆଲୋକ ରଂଜନ ପ ଟେ ଲ , ପି ଡି ତରଣି ସୁନା ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇ ବ୍ଲକ ର 20 ଟି ଗ୍ରାମ ପଞ୍ଚାୟତ ର ଲୋକଙ୍କ ଅଭିଯୋଗ ଶୁଣାଣୀ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସର୍ବମୋଟ 116 ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବହୁ ସଂଖ୍ୟାରେ ଯୋଗଦାନ କରିଥିଳେ ହେ ପିଇବା ପାଣି ର ବ୍ୟବସ୍ଥା ଠିକ ଭାବେ କରାଯାଇ ନ ଥିଲା l ଏହାସହ ଜିଲ୍ଲାପାଲ ଦେଢ଼ ଘଣ୍ଟା ବିଳମ୍ବ ରେ ଆସିବା ହେତୁ ବହୁ ଅଭିଯୋଗକାରି  ମହିଳା ପୁରୁଷ ମାନେ ହତାଶ ହୋଇ ଫେରି ଯାଇଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ତଃ 2ମାସ ଭତ୍ତା ଆକାଉଣ୍ଟ ରେ ପାଇ ନ ଥିବାରୁ ଅସନ୍ତୋଷ ଦେଖାଯାଇ ଥିଲା । ଏହିପରି ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ରେ ବହୁ ସଂଖ୍ୟକ ଲୋକ ବୋନସ ପାଇ ନ ଥିଲେ ତେଣୁ ଅଭିଯୋଗ କରିଥିଲେ ପ୍ରଧାନ ମନ୍ତ୍ରୀ ଆବାସ ଗୃହ ଯୋଜନାରୁ ବଞ୍ଚିତ ହୋଇ ଥିବା ରୁ ଅଭିଯୋଗ ଆଣିଥିଲେ ଏହା ବ୍ୟତୀତ ଶିକ୍ଷା ,ସ୍ବାସ୍ଥ୍ୟ , ମତ୍ସ୍ୟ ଅଧିକାରୀ ଙ୍କ ନାମରେ ମଧ୍ୟ ଅଭିଯୋଗ ହେଉଛି। କୃଷି ଉଦ୍ୟାନ , ରାସନ୍ କାର୍ଡ , ତଥା ଅନ୍ୟାନ୍ୟ ସମସ୍ୟା ଉପରେ ଅଭିଯୋଗ ଶୁଣାଣୀ ହୋଇ ଥିଲା ।ଏହି ଅବସର ଜିଲ୍ଲା ସ୍ତରରୁ ଡି  ଡ୍ ବ୍ଲୁ ଓ ପ୍ରତାପ ଚନ୍ଦ୍ର ମହାନ୍ତି , ଆଗଲପୁର ତହସିଲଦାର ନବୀନ କିଶୋର ପାଢ଼ୀ , ଆସିଷ୍ଟାଣ୍ଟ ଇଂଜିନିୟର ସମ୍ମି ତ ବିଶ୍ଵାଳ , ସି ଏସ ଓ ରଞ୍ଜନ ପଣ୍ଡା , ଡି ପି ଆର୍ ଓ ଲକ୍ଷ୍ମୀ ସାକିଆ ପ୍ରମୁଖ ସମସ୍ତ ବିଭାଗ ଅଧିକାରୀ ମାନେ ଯୋଗଦେଇ ସହଯୋଗ କରିଥିଲେ ।ଏହା ବ୍ୟତୀତ ବ୍ଲକ ର ଅଂଶୁମାନ ଦେବ ବାବୁ ସୁନୀଲ ସାହୁ ,ଅଭି ରାମ ସାହୁ , ସି ଡି ପି ଓ ଶୁଭଶ୍ରୀ ମିଶ୍ର ,ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ ଧୀରେନ୍ଦ୍ର ମେହେର ଓ ପ୍ରମୁଖ ଅଧିକାରୀ, କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like