-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଉପଖଣ୍ଡସ୍ତରୀୟ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ : ସଠିକ୍ ତଥ୍ୟ ପ୍ରଦାନ କରିବା ପାଇଁ ଗୁରୁତ୍ୱାରୋପ

27-May-2026



ବାଲିଗୁଡ଼ା(ସୁଶୀଳ କୁମାର ପାଣିଗ୍ରାହୀ): ଚଳିତ ମାସ ମଇ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଭୋଟର ତାଲିକାର “ସ୍ୱତନ୍ତ୍ର ସଘନ ସଂଶୋଧନ" (SIR) କାର୍ଯ୍ୟକ୍ରମର ସୁପରିଚାଳନା ନେଇ ବୁଧବାର ଦିନ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାଶଙ୍କ ଅଧ୍ୟକ୍ଷତାରେ ଏକ ଉପଖଣ୍ଡ ସ୍ତରୀୟ ସହାୟତା କେନ୍ଦ୍ର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଖୋଲା ଯାଇଛି। ସହାୟତା କେନ୍ଦ୍ର ବିଷୟ ରେ ଉପଜିଲ୍ଲାପାଳ ଶ୍ରୀମତି ପ୍ରଣିତା ଦାଶ କହିଛନ୍ତି ଯେ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଏବଂ ସ୍ଥାନାନ୍ତରଣ ପ୍ରକ୍ରିୟାକୁ ସରଳୀ କରଣ କରାଯିବ। ସଂଶୋଧନ କାର୍ଯ୍ୟରେ ୮୨ନଂ.ବାଲିଗୁଡା ନିର୍ବାଚନୀ ମଣ୍ଡଳୀରେ ୧୭୮ଜଣ ଏବଂ ୮୩ ନଂ. ଜି.ଉଦୟଗିରି ନିର୍ବାଚନୀ ମଣ୍ଡଳୀରେ ୨୫୩ଜଣ  ବିଏଲଓ ଏସଆଇଆର ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯାଇଛି । ଭୋଟର ତାଲିକା ପ୍ରସ୍ତୁତି ପାଇଁ ଉଦ୍ଦିଷ୍ଟ ସମସ୍ତ ଗଣନା ଫର୍ମ ସ୍ଥାନୀୟ ଓଡ଼ିଆ ଭାଷାରେ ଉପଲବ୍ଧ ହେବ, ଯାହାଦ୍ୱାରା ଗ୍ରାମାଞ୍ଚଳର ସାଧାରଣ ଲୋକେ ଏହାକୁ ସହଜରେ ବୁଝିପାରିବେ। ଘରକୁ ଘର ବୁଲି ହେବାକୁ ଥିବା ଗଣନା କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ସଚେତନ କରାଯିବ, ଯେପରି ସେମାନେ ନିଜ ସଠିକ୍ ତଥ୍ୟ ପ୍ରଦାନ କରିବେ। ଏହି ଅଭିଯାନରେ କୌଣସି ଯୋଗ୍ୟ ଭୋଟର ଯେପରି ବାଦ୍ ନ ପଡନ୍ତି, ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏସ ଆଇ ଆର ସମୟରେ ବିଏଲଓ ମାନେ ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟାକୁ ସ୍ୱଚ୍ଛ, ସରଳ ଓ ଗୁଜବ ମୁକ୍ତ କରିବା ପାଇଁ ସମସ୍ତ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବା କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣ ଙ୍କ ସହାୟତା ପାଇଁ `୧୯୫୦` ଟୋଲ୍ ଫ୍ରି ନିର୍ବାଚନ ହେଲ୍ପଲାଇନ ନମ୍ବର ବ୍ୟାପକ ପ୍ରଚାର କରାଯିବ। ଏହି ନମ୍ବର ଜରିଆରେ ନାଗରିକ ମାନେ ଭୋଟର ତାଲିକା ସମ୍ବନ୍ଧୀୟ ସମସ୍ତ ସୂଚନା ପାଇପାରିବେ ଏବଂ ନିଜ ଅଞ୍ଚଳର ବି ଏଲ ଓ ଙ୍କ ସହ ଆଲୋଚନା ପାଇଁ "ବୁକ ଏ କଲ " ମଧ୍ୟ କରିପାରିବେ। ଭୋଟର ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like