-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସ୍ବାସ୍ଥ୍ୟ ପାଇଁ ହୀତ ପୋଷକତତ୍ତ୍ୱ ବିଶିଷ୍ଟ ଧାନ

27-May-2026



ବଲାଙ୍ଗିର ,୧୭/୫:  ପୁଇଁନ୍ତଲା ବ୍ଳକ୍ କଙ୍କରିଆପଦର ଠାରେ ଓଡିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ପକ୍ଷରୁ ଆନ୍ତର୍ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ ତରଫରୁ ରବିଋତୁରେ କରାଯାଇଥିବା ପୋଷକତତ୍ତ୍ୱ ଧାନ ଚାଷ କାର୍ଯ୍ୟକ୍ରମର କ୍ଷେତ୍ର ଦିବସ ଅନୁଷ୍ଠିତ ହୋଇଥିଲା। ଏହି ଗ୍ରାମରେ ସ୍ଥାନୀୟ ସହଯୋଗୀ ପୁଇଁନ୍ତଲା କୃଷକ ଉତ୍ପାଦକ କମ୍ପାନୀ ସହାୟତାରେ ଚାଷୀ ବନମାଳୀ ଖମାରିଙ୍କ ଜମିରେ ୨୦ କିସମର ପୋଷକତତ୍ତ୍ୱ, ମରୁଡ଼ି ସହନଶୀଳ ଧାନ ଚାଷ କରାଯାଇଛି। କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଜିଲ୍ଲା କୃଷି ଅଧିକାରୀ ପ୍ରମୋଦ କୁମାର ବଡ଼ପଣ୍ଡା ବଡ଼ପଣ୍ଡା, କୃଷି ବିଜ୍ଞାନ କେନ୍ଦ୍ର ମୁଖ୍ୟ ବୈଜ୍ଞାନିକ ଡ ସତ୍ୟମୟ ଶତପଥୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସ୍କିମ ଅଫିସର ଦେବପ୍ରିୟ ପଣ୍ଡା, ଇରି ପରାମର୍ଶ ଦାତା ଚକ୍ରଧର ବଡ଼ପଣ୍ଡା, ସମ୍ପଦ ନାୟକ ତଥା ଏ ଅଞ୍ଚଳର ଚାଷୀମାନେ କ୍ଷେତ୍ର ପରିଦର୍ଶନ କରି ମୂଲ୍ୟାୟନ କରିଥିଲେ। ଏଫପିସିର ମୋତିଲାଲ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଶ୍ରୀ ନାୟକ ଗୁଣବତ୍ତା ସମ୍ପର୍ଣ୍ଣ ଧାନ ଚାଷ କାର୍ଯ୍ୟରେ ସରକାରଙ୍କ ଆଭିମୁଖ୍ୟ ଓ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ଅତିଥିମାନେ ସମୟ ସହ ପରିବର୍ତ୍ତୀତ କୃଷି ପ୍ରଣାଳୀ ସହ ପୋଷକ ତତ୍ତ୍ୱ ବିଶିଷ୍ଟ, ଜଳବାୟୁ ଅନୁକୂଳ ଓ ରୋଗ ପୋକ ତଥା ମରୁଡ଼ି ସହନଶୀଳ ବିହନ ଏବଂ ବଜାର ଚାହିଦା ଅନୁଯାୟୀ ଚାଷ ସମ୍ପର୍କରେ ଆଲୋଚନା କରିଥିଲେ। ଆଖିରେ ଦେଖି ଓ  ଗୁଣମାନ ଜାଣି ବିହନ ଚୟନ ସୁଯୋଗ ସହ ପ୍ରାକୃତିକ ଉପାୟରେ ପୋଷକ ତତ୍ତ୍ୱ ବିଶିଷ୍ଟ ଖାଦ୍ୟାଭ୍ୟାସ ଉଦେଶ୍ୟ ବୋଲି ମତ ରଖିଥିଲେ।

ଚାଷୀମାନେ ନିଜ ନିଜ ମତ ସହ ଏ କିସମ ସମ୍ପର୍କରେ ପଚାରି ବୁଝିଥିଲେ। ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଇରି କର୍ମକର୍ତ୍ତା ମନୀଷ, ପବିତ୍ର, ଗଣେଶ ଓ ଏଫପିସିର ପ୍ରଦୀପ, ପ୍ରହଲ୍ଲାଦ, ବାସୁଦେବ, ଲକ୍ଷଣ, ଯାଞସେନୀ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like