-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ପାଇଁ ବୁଥ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ ଅନୁଷ୍ଠିତ

27-May-2026



ସୁନ୍ଦରଗଡ଼(ପ୍ରେରଣା ଖବର): ରାଜ୍ୟରେ ଆରମ୍ଭ ହୋଇ ଯାଇଅଛି ସ୍ୱତନ୍ତ୍ର  ସଘନ ସଂଶୋଧନ ବା ଏସ ଆଇ ଆର୍. ନିମନ୍ତେ ବିଭିନ୍ନ ପ୍ରକ୍ରିୟା। ଏଥି ନିମନ୍ତେ ସୁନ୍ଦରଗଡ଼ ଜିଲ୍ଲାରେ ବୁଥ ସ୍ତରୀୟ ଅଧିକାରୀ ବା ବି. ଏଲ. ଓ. ମାନଙ୍କର ପ୍ରଶିକ୍ଷଣ ଶିବିର ମଧ୍ୟ ଅନୁଷ୍ଠିତ ହୋଇଅଛି।  ଏହି ପ୍ରଶିକ୍ଷଣ ଶିବିରରେ ସମସ୍ତ ଅତିରିକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ବା  ଏ. ଇ . ଆର . ଓ , ବୁଥ ସ୍ତରୀୟ ଅଧିକାରୀ, ବୁଥ ସ୍ତରୀୟ

ଅଧିକାରୀଙ୍କ ସୁପରଭାଇଜର ଏବଂ ସ୍ୱେଛାସେବୀମାନେ ଯୋଗଦେଇଥିଲେ। ଏସ ଆଇ ଆର ପ୍ରକ୍ରିୟାର ଉଦ୍ଦେଶ୍ୟ ହେଉଛି ସଠିକ୍ ଭୋଟର ତାଲିକାକୁ ସୁନିଶ୍ଚିତ କରିବା ଏବଂ ସମସ୍ତ ଯୋଗ୍ୟ ଭୋଟର ମାନଙ୍କୁ ତାଲିକା ଅନ୍ତର୍ଭୁକ୍ତ କରିବା।  ଏହି ପ୍ରଶିକ୍ଷଣରେ ଏସ ଆଇ ଆର୍ ଅର୍ନ୍ତଗତ ବିଭିନ୍ନ ସମୟ ସୀମା ମଧ୍ୟରେ ଥିବା ସମସ୍ତ ପ୍ରକ୍ରିୟା, ବି. ଏଲ. ଓ. ମାନଙ୍କ ଦ୍ଵାରା ଘର କୁ ଘର ବୁଲି  ଫର୍ମ ବିତରଣ ଓ ଫର୍ମ ସଂଗ୍ରହ, ଫର୍ମ ପୂରଣ ପଦ୍ଧତି ଆଦି ଉପରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଏହା ସହିତ ଏହି ପ୍ରକ୍ରିୟା ରେ ବି ଏଲ ଓ ସୁପରଭାଇଜର ମାନଙ୍କ ଦାୟିତ୍ୱ ଉପରେ ମଧ୍ୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଏଥି ସହିତ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବି. ଏଲ . ଓ. ମାନେ

କ୍ଷେତ୍ରରେ କାର୍ଯ୍ୟ ସମ୍ପାଦନ କରିବାକୁ ପରାମର୍ଶ ପ୍ରଦାନ କରାଯାଇଥିଲା। 

     ପ୍ରକାଶ ଥାଉକି, ଚଳିତ ମଇ ୩୦ ତାରିଖରୁ ଜୁନ୍ ୨୮ ତାରିଖ ପର୍ଯ୍ୟନ୍ତ ଏହି ବୁଥ ସ୍ତରୀୟ ଅଧିକାରୀ ମାନେ ଘର କୁ ଘର ବୁଲି  ପରିଗଣନା ଫର୍ମ ବଣ୍ଟନ କରିବେ । ଏହି ପ୍ରକ୍ରିୟାରେ ସମସ୍ତ ଜିଲ୍ଲାବାସୀ ସକ୍ରିୟ ସାମିଲ ହେବା ସହିତ ବି ଏଲ ଓ ମାନେ ଘର କୁ ଆସିଲେ ସେମାନଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ ତଥା ଯୋଗ୍ୟ ଭୋଟର ମାନେ ଯେଭଳି ତାଲିକାରୁ ବାଦ୍ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like