-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||     

HOME   ଜିଲ୍ଲା

କଟକ ଜିଲ୍ଲାରେ ସକାଳୁଆ ଅଫିସ ପାଲଟିଛି ପ୍ରହଶନ

28-May-2026



କଟକ(ତପନ ମହାନ୍ତି ) : ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବା ଯୋଗୁଁ ରାଜ୍ୟ  ସରକାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକୁ ସକାଳୁଆ କରିଛନ୍ତି I ତେବେ କଟକ ସହରରେ  ଅବସ୍ଥିତ ବହୁ ସରକାରୀ କାର୍ଯ୍ୟାଳୟର ଅଧିକାରୀ     ମାନେ କାର୍ଯ୍ୟାଳୟକୁ ବହୁ ବିଳମ୍ବରେ ପହଂଚୁଥିବା ଦେଖ୍ ବାକୁ ମିଳୁଛି ଲ୍ ଫଳରେ ବହୁ ଦୁର ଦୂରାନ୍ତରରୁ ଆସୁଥିବା ବହୁ ଲୋକେ କାର୍ଯ୍ୟାଳୟରେ    ଅଧିକାରୀଙ୍କୁ ସାକ୍ଷାତ କରିନପାରି ନିରାଶରେ ଫେରୁ ଥ‌ିବା ଅଭି ଯୋଗ ହେଉଛି। କଟକ ସଦର ବ୍ଲକ , ପୂର୍ତ୍ତ ବିଭାଗ, ପୌରାଞ୍ଚଳରେ ଅବସ୍ଥାପିତ ବହୁ  ସରକାରୀ କାର୍ଯ୍ୟାଳୟ ଗୁଡିକରେ ଅଧୂକାରୀ ମାନେ  ସକାଳ ୯ ଘଣ୍ଟା  ପରେ କାର୍ଯ୍ୟାଳୟରେ ପହଂଚୁଥିବା ଦେଖୁବାକୁ ମିଳିଛି ବହୁ କାର୍ଯ୍ୟାଳୟ ଗୁଡି କରେ କେବଳ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଦେଖ୍ ବାକୁ ମିଳିଛି। ଅଧିକାରୀ ଙ୍କ  ଉପସ୍ଥିତି ସମ୍ପର୍କ ରେ ପଚାରିଥିଲ କୌଣସି  ସନ୍ତୋଷଜନକ ଉତ୍ତର ମିଳି ପାରୁନ‌ଥୁବା ବେଳେ କିଛି କର୍ମଚାରୀ ମାନେ ବିଭାଗୀୟ ଅଧୁକାରୀ ସାଇଡ଼ ଉପରକୁ ଯାଇଥିବା

 ପୂର୍ତ୍ତ ବିଭାଗର କର୍ମଚାରୀ ମାନେ  ପ୍ରାୟ ୧୧ ଘଣ୍ଟା ସମୟରେ ନିଜ କାର୍ଯ୍ୟାଳୟରେ ପହଂଚୁଥିବାରୁ ଅଭିଯୋଗ ହେଉଛି । ସେହିପରି କଟକ ସଦର ବ୍ଲକରେ କୌଣସି କର୍ମଚାରୀ ୧୧ ପୂର୍ବରୁ ପହଂଚୁନଥିବା ଅଭିଯୋଗ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026

You Might Also Like